-+91-9937148622 |
prerana_bgr@rediffmail.com |
Wednesday 25th November 2026 |
R.N.I. Regd No. ODIODI/2010/46693
Breaking News
11-Jun-2026
ବରପାଲି (ସୁଦାମ ଦୀପ)
ବରପାଲି ର ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ପାଇଁ ଆଜି ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଛି । ଯାତ୍ରା କମିଟି ର ସଭାପତି ଆନନ୍ଦ ବାବୁ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି ସାମ୍ବାଦିକ ସମ୍ମିଳନୀରେ ଚଳିତ ବର୍ଷ ଯାତ୍ରା କୁ ଅଧିକ ଆକର୍ଷଣୀୟ କରିବା ପାଇଁ ସମସ୍ତ ପ୍ରକାର ପ୍ରଚେଷ୍ଟା ଜାରି ରହିଛି ବୋଲି ମତ ବ୍ୟକ୍ତ କରିଥିଲେ। ସମ୍ପାଦକ ଚଳିତ ବର୍ଷ ଯାତ୍ରା ଆସନ୍ତା ୧୫ ତାରିଖ ରୁ ଆରମ୍ଭ ହୋଇ ୨୧ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଏହି ଅବସରରେ ବିଭିନ୍ନ ମନୋରଞ୍ଜନ କାର୍ଯକ୍ରମ ର ସୂଚନା କମିଟି ସମ୍ପାଦକ ପ୍ରଦାନ କରିଥିଲେ। ଏଥିରେ କମିଟି ର ବହୁ ସଦସ୍ୟ ଉପସ୍ଥିତ ଥିଲେ।