-+91-9937148622 |

prerana_bgr@rediffmail.com |

  Sunday 12th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||      ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା    (12-Jul-2026)       ||      ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   (12-Jul-2026)       ||      ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   (12-Jul-2026)       ||      ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍    (12-Jul-2026)       ||      ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି    (12-Jul-2026)       ||      ବୃକ୍ଷରୋପଣ ଆମରି ପଣ   (12-Jul-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରଶ୍ନୋତ୍ତର ପ୍ରତିଯୋଗିତା    (12-Jul-2026)       ||      *ଗାଁ ମୁହାଁ ଜଙ୍ଗଲୀ ଭାଲୁ.... ବୋରିପଦର ଗ୍ରାମରେ ଭାଲୁର ଆତଙ୍କ*   (12-Jul-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କ 53 ତମ ଜନ୍ମଦିବସ ବୁର୍ଡ଼l ଡାକ ବଙ୍ଗଳା ଠାରେ ମହା ସମାରୋହରେ ପାଳିତ    (12-Jul-2026)       ||      କୁଟୁମ୍ବଡୋଲା କ୍ଲଷ୍ଟର ପକ୍ଷରୁ ସିଆଲବାହାଲି ଠାରେ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା ସଭା   (12-Jul-2026)       ||      ଅଲେଖ ଧର୍ମ ବଳାମ୍ବି ସ୍ବର୍ଗତ ବିନ୍ଦୁ ବାରିକ ଙ୍କ ଅକାଳ ବିୟୋଗ, ଅଂଚଳ ରେ ଶୋକର ଛାୟା   (12-Jul-2026)       ||      ଯୁବକଙ୍କୁ ହତ୍ୟା, ପୁଲିସର ତଦନ୍ତ ଜାରି   (11-Jul-2026)       ||     

HOME   ଜିଲ୍ଲା

*ବିଶ୍ବବିଦ୍ୟାଳୟ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ସମ୍ବର୍ଦ୍ଧନା କଲେ ଜିଲ୍ଲାପାଳ ଓ ଅତିରିକ୍ତ ଜିଲ୍ଲାପାଳ*-

11-Jun-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
 ସୋନପୁର ବିଜୁପଟ୍ଟନାୟକ ମହିଳା ଡିଗ୍ରୀ ମହାବିଦ୍ୟାଳୟର ଛାତ୍ରୀ ସୁଶ୍ରୀ ଅନନ୍ୟା ମିଶ୍ର ଚଳିତ ବର୍ଷ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଦ୍ୱାରା ଶୁକ୍ରବାର ପ୍ରକାଶିତ ସ୍ନାତକ ପରୀକ୍ଷା ଫଳରେ ବୋଟାନୀ (ଉଦ୍ଭିଦ ବିଜ୍ଞାନ) ସମ୍ମାନରେ ୮.୮୬ ସିଜିପିଏ ହାସଲ କରି ବଲାଙ୍ଗିର ରାଜେନ୍ଦ୍ର  ବିଶ୍ବବିଦ୍ୟାଳୟ ଟପ୍ପର ହୋଇଛନ୍ତି। ତାଙ୍କର ଏହି ସଫଳତା ବିଜୁ ପଟ୍ଟନାୟକ ଡିଗ୍ରୀ କଲେଜ ସମେତ ସୁବର୍ଣ୍ଣପୁର ଜିଲ୍ଲା ପାଇଁ ଗୌରବ ଆଣିଛନ୍ତି। ଆର୍ଥିକ କ୍ଷେତ୍ରରେ ସ୍ୱଚ୍ଛଳତା ନ ଥିବା ସତ୍ତ୍ବେ ସେ ସଂଘର୍ଷ ଭିତରେ  ପାଠପଢ଼ା ଜାରି ରଖି ଅନ୍ୟ ମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି। ତାଙ୍କର ସଫଳତା ପଛରେ  ବୋଟାନୀ ବିଭାଗୀୟ ମୂଖ୍ୟ ଦୁଃଖିଶ୍ୟାମ ମେହେର ଙ୍କ ନିରନ୍ତର ମାର୍ଗଦର୍ଶନ , କଲେଜ ଅଧ୍ୟକ୍ଷା ରୀତାରାଣୀ ପୂଜାରୀ ଓ ସମସ୍ତ ଅଧ୍ୟାପକ ଅଧ୍ୟାପିକାଙ୍କ ସହ ନିଜ ପରିବାର ବର୍ଗ ଙ୍କ ଉତ୍ସାହ ଓ ହାତ ଥିବା କହିଛନ୍ତି ଅନନ୍ୟା l ସମସ୍ତ ଙ୍କ ପ୍ରେରଣା ଓ ସହଯୋଗ  ଯୋଗୁଁ ଆଜି ମୁଁ ନିଜକୁ ଏ ସଫଳତା ପାଇଁ ଗର୍ବିତ ମନେ କରୁଛି ବୋଲି ସେ କହିଛନ୍ତି। ତାଙ୍କର ସଫଳତା ପାଇଁ ସୁବର୍ଣ୍ଣପୁର ଜିଲ୍ଲାପାଳ ଡଃ ନୃପରାଜ ସାହୁ ଅନନ୍ୟା ମିଶ୍ରଙ୍କୁ କାର୍ଯ୍ୟାଳୟ କୁ ଡାକି ଆଜି ପୁଷ୍ପଗୁଚ୍ଛ ସହ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରିଛନ୍ତି। ସେ ଏପରିକି ଏକ ଡାଏରୀରେ ଶୁଭେଚ୍ଛା ବାର୍ତ୍ତା ସହ ନିଜର ଦସ୍ତଖତ ଦେଇ ଭବିଷ୍ୟତ ପାଇଁ ଶୁଭ ସଫଳତା କାମନା କରିଛନ୍ତି । ଠିକ୍ ସେହିପରି କଲେଜ ପରିଚାଳନା କମିଟି ସଭାପତି ତଥା ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନ ନିଜ କାର୍ଯ୍ୟାଳୟ କୁ ଡାକି ଅନନ୍ୟା ମିଶ୍ରଙ୍କୁ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ପ୍ରଦାନ କରିବା ସହ ସଫଳ ଭବିଷ୍ୟତ ପାଇଁ ଆଶିର୍ବାଦ ପ୍ରଦାନ କରିଥିଲେ। ଆଗାମୀ  ପିଢୀର ଛାତ୍ରୀ ମାନଙ୍କ ପାଇଁ ସେ କହିଛନ୍ତି ଯେ ବିଶ୍ବବିଦ୍ୟାଳୟ ସ୍ତରରେ ଟପ୍ପର କରିବା କଠିନ କାମ ଓ ଏହା ଏକ ସହଜ କଥା ନୁହେଁ। କିନ୍ତୁ କଠିନ ପରିଶ୍ରମ ଦୃଢ଼ ଇଚ୍ଛା ଶକ୍ତି ସହ ଅହରହ ଜ୍ଞାନ ଆହରଣ କଲେ ନିୟମିତ ପାଠ ପଢ଼ିଲେ ସଫଳତାର ଶୀର୍ଷରେ ପହଞ୍ଚି ହୁଏ। ବୋଟାନୀ HOD, ଦୁଃଖିଶ୍ୟାମ ମେହେର ଙ୍କ ପାଠପଢ଼ା ଶୈଳୀ Doubt clearing class ଓ ପରୀକ୍ଷା ପାଇଁ ପୂର୍ବ ପ୍ରସ୍ତୁତି ମୋ ପାଇଁ ସଫଳତା ଆଣିଦେଇଥିଲା ବୋଲି ଅନନ୍ୟା ମିଶ୍ର ଜିଲ୍ଲାପାଳ ଓ ଅତିରିକ୍ତ ଜିଲ୍ଲାପାଳ ଙ୍କ ଆଗରେ ପ୍ରକାଶ କରିବା ସହ ବିଶେଷ ସଫଳତାର ଶ୍ରେୟ ମୁଁ ତାଙ୍କୁ ଦେବି ବୋଲି କହିଥିଲେ। ତାଙ୍କର ଏହି ସାକ୍ଷାତ ସମୟରେ କଲେଜର ଅଧ୍ୟାପକ ଦୁଃଖିଶ୍ୟାମ ମେହେର କ୍ଷିରୋଦ କୁମାର ମେହେର, ମଦନମୋହନ ପଣ୍ଡା , ଅନ୍ତର୍ଯ୍ୟାମୀ ମିଶ୍ର ଓ କଲେଜ୍ ର ଶୁଭେଚ୍ଛୁ ତଥା ବରିଷ୍ଠ ସାମ୍ବାଦିକ ମନୋରଞ୍ଜନ ତ୍ରିପାଠି, ପିନାକୀ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ରାଜ୍ୟ  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ଜିଲ୍ଲା  
କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   12-Jul-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   12-Jul-2026
  ଜିଲ୍ଲା  
ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   12-Jul-2026
  ଜିଲ୍ଲା  
ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ   12-Jul-2026
  ଜିଲ୍ଲା  
ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   12-Jul-2026
  ଜିଲ୍ଲା  
ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   12-Jul-2026
  ଜିଲ୍ଲା  
ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା   12-Jul-2026
  ଜିଲ୍ଲା  
ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   12-Jul-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   12-Jul-2026
  ଜିଲ୍ଲା  
ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍   12-Jul-2026

You Might Also Like