-+91-9937148622 |

prerana_bgr@rediffmail.com |

  Monday 13th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||      ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା    (12-Jul-2026)       ||      ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   (12-Jul-2026)       ||      ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   (12-Jul-2026)       ||      ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍    (12-Jul-2026)       ||      ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି    (12-Jul-2026)       ||      ବୃକ୍ଷରୋପଣ ଆମରି ପଣ   (12-Jul-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରଶ୍ନୋତ୍ତର ପ୍ରତିଯୋଗିତା    (12-Jul-2026)       ||      *ଗାଁ ମୁହାଁ ଜଙ୍ଗଲୀ ଭାଲୁ.... ବୋରିପଦର ଗ୍ରାମରେ ଭାଲୁର ଆତଙ୍କ*   (12-Jul-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କ 53 ତମ ଜନ୍ମଦିବସ ବୁର୍ଡ଼l ଡାକ ବଙ୍ଗଳା ଠାରେ ମହା ସମାରୋହରେ ପାଳିତ    (12-Jul-2026)       ||      କୁଟୁମ୍ବଡୋଲା କ୍ଲଷ୍ଟର ପକ୍ଷରୁ ସିଆଲବାହାଲି ଠାରେ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା ସଭା   (12-Jul-2026)       ||      ଅଲେଖ ଧର୍ମ ବଳାମ୍ବି ସ୍ବର୍ଗତ ବିନ୍ଦୁ ବାରିକ ଙ୍କ ଅକାଳ ବିୟୋଗ, ଅଂଚଳ ରେ ଶୋକର ଛାୟା   (12-Jul-2026)       ||      ଯୁବକଙ୍କୁ ହତ୍ୟା, ପୁଲିସର ତଦନ୍ତ ଜାରି   (11-Jul-2026)       ||     

HOME   ଜିଲ୍ଲା

ନୂଆପଡ଼ାକୁ ଅତ୍ୟାଧୁନିକ କୃଷି ଜିଲ୍ଲାରେ ପରିଣତ କରିବାକୁ ଜିଲ୍ଲାପାଳଙ୍କ ଆହ୍ୱାନ, କୃଷି ସମୀକ୍ଷା ବୈଠକ ରେ ନିଷ୍ପତ୍ତି*

11-Jun-2026



(ଡୋଲେଶ୍ୱର  ବାଗ )
 ନୂଆପଡ଼ା ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ମୁଖ୍ୟାଳୟ ସମ୍ମିଳନୀ କକ୍ଷରେ କୃଷି ବିଭାଗର ବିଭିନ୍ନ ଯୋଜନା ସମ୍ପର୍କିତ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି।  ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ପ୍ରଣତି ରାଣୀ ପ୍ରଧାନ ବୈଠକର ଉଦ୍ଦେଶ୍ୟ ଉପସ୍ଥାପନ କରିଥିଲେ।ଖରିଫ-୨୦୨୬ ଋତୁ ପାଇଁ ଜିଲ୍ଲାରେ ମୋଟ ୧,୬୭,୮୩୦ ହେକ୍ଟର ଅଞ୍ଚଳରେ ଚାଷ କରିବାର ଲକ୍ଷ୍ୟ ଧାର୍ଯ୍ୟ ହୋଇଅଛି। ସେଥି ମଧ୍ୟରୁ ୯୩,୭୦୦ ହେକ୍ଟରରେ ଧାନ, ୭,୬୦୦ ହେକ୍ଟରରେ ମକା, ୫,୧୭୦ ହେକ୍ଟରରେ ମିଲେଟ୍ ଏବଂ ୨୬,୧୨୦ ହେକ୍ଟରରେ ଡାଲି ଜାତୀୟ ଫସଲ ଚାଷ କରାଯିବ। ଜିଲ୍ଲାରେ ଖରିଫ ଋତୁରେ ୧,୦୨,୯୪୦ ହେକ୍ଟର ଅଞ୍ଚଳକୁ ଜଳସେଚନ ସୁବିଧା ଯୋଗାଇବାକୁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି।
ବୈଠକରେ ବିହନ ଯୋଗାଣ, ସାର ବିତରଣ, ମୃତ୍ତିକା ନମୁନା ସଂଗ୍ରହ, ଶ୍ରୀଅନ୍ନ ଅଭିଯାନ, ମୁଖ୍ୟମନ୍ତ୍ରୀ ମକା ମିଶନ, ତୈଳବୀଜ ଓ ଡାଲିଜାତୀୟ ଫସଲ ପ୍ରୋତ୍ସାହନ ସହ ବିଭିନ୍ନ କୃଷି ଯୋଜନାର ଅଗ୍ରଗତି ସମୀକ୍ଷା କରାଯାଇଥିଲା। ଜିଲ୍ଲାରେ ଚାଷୀ ପଞ୍ଜୀକରଣ କାର୍ଯ୍ୟରେ ୪୪.୪୨ ପ୍ରତିଶତ ଅଗ୍ରଗତି ହୋଇଥିବା ବେଳେ ଏହାକୁ ଅଧିକ ତ୍ୱରାନ୍ୱିତ କରିବା ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ।
ନୂଆପଡ଼ାକୁ ଅତ୍ୟାଧୁନିକ କୃଷି ଜିଲ୍ଲାରେ ପରିଣତ କରିବାକୁ ଅଧିକାରୀ ଅବଦାନ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ରାଜ୍ୟ  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ଜିଲ୍ଲା  
କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   12-Jul-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   12-Jul-2026
  ଜିଲ୍ଲା  
ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   12-Jul-2026
  ଜିଲ୍ଲା  
ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ   12-Jul-2026
  ଜିଲ୍ଲା  
ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   12-Jul-2026
  ଜିଲ୍ଲା  
ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   12-Jul-2026
  ଜିଲ୍ଲା  
ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା   12-Jul-2026
  ଜିଲ୍ଲା  
ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   12-Jul-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   12-Jul-2026
  ଜିଲ୍ଲା  
ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍   12-Jul-2026

You Might Also Like