-+91-9937148622 |

prerana_bgr@rediffmail.com |

  Sunday 12th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||      ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା    (12-Jul-2026)       ||      ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   (12-Jul-2026)       ||      ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   (12-Jul-2026)       ||      ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍    (12-Jul-2026)       ||      ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି    (12-Jul-2026)       ||      ବୃକ୍ଷରୋପଣ ଆମରି ପଣ   (12-Jul-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରଶ୍ନୋତ୍ତର ପ୍ରତିଯୋଗିତା    (12-Jul-2026)       ||      *ଗାଁ ମୁହାଁ ଜଙ୍ଗଲୀ ଭାଲୁ.... ବୋରିପଦର ଗ୍ରାମରେ ଭାଲୁର ଆତଙ୍କ*   (12-Jul-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କ 53 ତମ ଜନ୍ମଦିବସ ବୁର୍ଡ଼l ଡାକ ବଙ୍ଗଳା ଠାରେ ମହା ସମାରୋହରେ ପାଳିତ    (12-Jul-2026)       ||      କୁଟୁମ୍ବଡୋଲା କ୍ଲଷ୍ଟର ପକ୍ଷରୁ ସିଆଲବାହାଲି ଠାରେ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା ସଭା   (12-Jul-2026)       ||      ଅଲେଖ ଧର୍ମ ବଳାମ୍ବି ସ୍ବର୍ଗତ ବିନ୍ଦୁ ବାରିକ ଙ୍କ ଅକାଳ ବିୟୋଗ, ଅଂଚଳ ରେ ଶୋକର ଛାୟା   (12-Jul-2026)       ||      ଯୁବକଙ୍କୁ ହତ୍ୟା, ପୁଲିସର ତଦନ୍ତ ଜାରି   (11-Jul-2026)       ||     

HOME   ଜିଲ୍ଲା

*ଡାବୁଗାଁ ବ୍ଲକରେ ମଦ ବନ୍ଦ ଆନ୍ଦୋଳନ ଜୋର ଧରିଲା*

12-Jun-2026



ନବରଙ୍ଗପୁର (ପ୍ରିୟଦର୍ଶିନୀ ପାତ୍ର) ଡାବୁଗାଁ ଅଂଚଳରେ ବାରମ୍ବାର ବିରୋଧ ସତ୍ତ୍ବେ ବେଆଇନ ଦେଶୀ ମହୁଲି ମଦ ରନ୍ଧା ଓ ବିକ୍ରି ଚାଲୁ ରହିଛି। ଏହାର ପ୍ରତିବାଦରେ ଆଜି ନବରଙ୍ଗପୁର ଅବକାରୀ ଅଧିକ୍ଷକ ପ୍ରତାପ କୁମାର ଦାସଙ୍କ ନିର୍ଦ୍ଦେଶ କ୍ରମେ ସ୍ଥାନୀୟ ଅଞ୍ଚଳର ଶତାଧିକ ମହିଳା ଓ ଅବକାରୀ ଟିମ୍ ଡାବୁଗାଁର ବିଭିନ୍ନ ସାହିରେ ଚଢ଼ଉ କରିଛନ୍ତି। ତେବେ ନୂଆଗୁଡ଼ାରେ ଚଢ଼ଉ ସମୟରେ ମଦ ବିକ୍ରି କରୁଥିବା ବ୍ୟକ୍ତିଙ୍କ ସହ ଝଗଡ଼ା ହୋଇଥିବା ଜଣାପଡ଼ିଛି। ଉତ୍ୟକ୍ତ ମହିଳାମାନେ ବେଆଇନ ମଦ ବିକ୍ରେତାଙ୍କୁ ଚିହ୍ନଟ କରିବା ସହ ମହୁଲ ପୋଚ ଆଣି ରାସ୍ତାରେ ନଷ୍ଟ କରିଥିଲେ । ନୂଆଗୁଡ଼ା ଓ ଭେଲୁଆଗୁଡ଼ା ଅଞ୍ଚଳର ବିଭିନ୍ନ ସ୍ଥାନରେ ଚଢ଼ଉ କରି ୧୨୩ ଲିଟର ଦେଶୀ ମହୁଲି ମଦ ଜବତ କରିଥିବା ବେଳେ ୮୦୦ ଲିଟର ପୋଚ ନଷ୍ଟ କରିଥିଲେ । ମହିଳାମାନେ ଠେଙ୍ଗାବାଡ଼ି ଧରି ପୋଚ ନଷ୍ଟ କରିଥିଲେ। ବେଆଇନ ମଦ କାରବାର କରୁଥିବା ୩ ଜଣଙ୍କ ବିରୁଦ୍ଧରେ ପୃଥକ୍ ପୃଥକ୍ ଅବକାରୀ ମାମଲା ରୁଜୁ ହୋଇଥିଲା । କେବଳ ଦୁଇଟି ସାହିରେ ଏତେ ପରିମାଣର ବେଆଇନ ମହୁଲି ମଦ ବାହାରିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିବା ବେଳେ କିଛି ମଦ ଦୋକାନୀ ଘରର କବାଟ ବନ୍ଦ କରି ଚାଲିଯାଇଥିଲେ । ଏହି ଚଢ଼ଉରେ ଉମରକୋଟ ଇନ୍ସପେକ୍ଟର ରଞ୍ଜୁଲତା ବାରିକ, ଡାବୁଗାଁ ଓଆଇସି ସମୀର କୌଶଲ୍ୟା, ରାଇଘର ଏଏସଆଇ ରାମ ଭତରା, ଅବକାରୀ କର୍ମଚାରୀ ବିବେକାନନ୍ଦ ସାହୁ, ରମେଶ ପ୍ରଧାନ, ଗତୁଲ ନାୟକ, ସୁରେଖା ଭତରା, ଟୁକୁ ଦଳେଇ, ଦେବାଶିଷ ଦାସ ଓ ଅନନ୍ତ ମଲ୍ଲିକ ସାମିଲ ଥିଲେ।ସୂଚନା ଥାଉକି, ଡାବୁଗାଁରେ ବେଆଇନ ମଦ ବିକ୍ରି ବନ୍ଦ କରିବା ପାଇଁ ବିଭିନ୍ନ ସାହିର ଶତାଧିକ ମହିଳା ଗତ ୮ ତାରିଖରେ ଥାନା ଓ ଅବକାରୀ ବିଭାଗକୁ ଦାବିପତ୍ର ପ୍ରଦାନ କରିଥିଲେ। ଏଥିସହ ୭ ଦିନ ମଧ୍ୟରେ କୌଣସି ପଦକ୍ଷେପ ନ ନେଲେ ଆଇନକୁ ହାତକୁ ନେବା ପାଇଁ ମହିଳାମାନେ ଚେତାବନୀ ଦେଇଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ରାଜ୍ୟ  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ଜିଲ୍ଲା  
କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   12-Jul-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   12-Jul-2026
  ଜିଲ୍ଲା  
ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   12-Jul-2026
  ଜିଲ୍ଲା  
ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ   12-Jul-2026
  ଜିଲ୍ଲା  
ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   12-Jul-2026
  ଜିଲ୍ଲା  
ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   12-Jul-2026
  ଜିଲ୍ଲା  
ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା   12-Jul-2026
  ଜିଲ୍ଲା  
ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   12-Jul-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   12-Jul-2026
  ଜିଲ୍ଲା  
ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍   12-Jul-2026

You Might Also Like