-+91-9937148622 |

prerana_bgr@rediffmail.com |

  Thursday 26th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର    (26-Nov-2026)       ||      ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ    (26-Nov-2026)       ||      ୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   (26-Nov-2026)       ||      *ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   (26-Nov-2026)       ||      ବ୍ୟାଙ୍କିଂ, ଆର୍ଥିକ ସେବା ଓ ବୀମା କ୍ଷେତ୍ରରେ ରହିଛି ଅସୀମ କ୍ୟାରିୟର ସୁଯୋଗ   (26-Nov-2026)       ||      ବରମକେଲାରେ ୫୯ ତମ ରାସ ପୂର୍ଣ୍ଣିମା ଉଦଘାଟନ   (26-Nov-2026)       ||      ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   (25-Nov-2026)       ||      ବରପାଲି ତହସିଲ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସ୍ତାବକୁ ଓକିଲ ସଂଘ ର ବିରୋଧ   (25-Nov-2026)       ||      ସିକିର୍ଡି ରେ ଅଷ୍ଟ ପ୍ରହରୀ ନାମଯଜ୍ଞ   (25-Nov-2026)       ||      ଦେଓଗାଁ ବ୍ଲକ ରେ ଷ୍ଟ୍ରିଟ ଲାଇଟ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଦାବି    (25-Nov-2026)       ||      ଆଗଲପୁର ବ୍ଲକ୍ ସ୍ତରୀୟ ବିଜ୍ଞାନ ମେଳା ଆୟୋଜିତ   (25-Nov-2026)       ||      ଡୁଙ୍ଗୁରିପାଲିରେ ରାଜ୍ କରୁଛି ନକଲି   (25-Nov-2026)       ||      ଛାଡ଼ଖାଇକୁ ନେଇ ଆମିଷ ବଜାରରେ ଉତ୍ସବର ମାହୋଲ   (25-Nov-2026)       ||      ଶୀତ ଋତୁରେ ଅସହାୟଙ୍କ ପାଇଁ ସହଯୋଗ ଫାଉଣ୍ଡେସନର ସହାୟତାର ହାତ   (25-Nov-2026)       ||      ଦିଲ୍ଲୀର ହାଉଜ଼ଖାସ ଜଗନ୍ନାଥ ମନ୍ଦିରରେ ବୋଇତ ବନ୍ଦାଣ ଉତ୍ସବ ପାଳନ   (25-Nov-2026)       ||      ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତି ପାଲିତ   (25-Nov-2026)       ||      *ଜଙ୍ଗଲରୁ ଉଦ୍ଧାର ହେଲା ନିଖୋଜ ଶିଶୁକନ୍ୟାର ମୃତଦେହ*   (25-Nov-2026)       ||      ସିନାପାଲି ହାଇସ୍କୁଲପଡ଼ା ରେ ମା’ ମହାଲକ୍ଷ୍ମୀଙ୍କ ଭବ୍ୟ ପୂଜା ମହୋତ୍ସବ    (25-Nov-2026)       ||      ଦରଦାମ୍ ବୃଦ୍ଧି ପ୍ରତିବାଦରେ ଓଡ଼ିଶା ଜନତା କଂଗ୍ରେସର ବିଧାନସଭା ଘେରାଉ ଇଂ ମହମ୍ମଦ ମୋକିମଙ୍କ ନେତୃତ୍ୱରେ ଭୁବନେଶ୍ୱରରେ ବିକ୍ଷୋଭ; ଦରଦାମ୍ ନିୟନ୍ତ୍ରଣ ଦାବିରେ ସରକାରଙ୍କ ବିରୋଧରେ ଗର୍ଜିଲା ଓଜେସି   (25-Nov-2026)       ||      ଧାନ ସଂଗ୍ରହରୁ ଚାଉଳ ଯୋଗାଣ ପର୍ଯ୍ୟନ୍ତ ସମସ୍ୟାରେ ଘାଣ୍ଟି ହେଉଛନ୍ତି ମିଲର୍ସ♦️ ମିଲର୍ସଙ୍କ ୧୨ ଦଫା ଦାବି ପୂରଣ ପାଇଁ ଦାବି    (25-Nov-2026)       ||     

HOME   ଜିଲ୍ଲା

କବିତା ସଂକଳନ ଝରକା ସେପାଖେ ଉନ୍ମୋଚିତ

14-Jun-2026



 

 

ସମ୍ବଲପୁର:(ସଂଜୀବ ପାଣିଗ୍ରାହୀ ):ସମ୍ବଲପୁର ସହରର ହୋଟେଲ ହରଜିତ ସଭାଗୃହ ରେ ଶିକ୍ଷାବିତ ତଥା ସାହିତ୍ୟିକ ଡ଼. ଉତ୍ପଳା ଦାସ ଷଡ଼ଙ୍ଗୀ ଙ୍କର କବିତା ସଂକଳନ " ଝରକା ସେପାଖେ " ଆଜି ପୂର୍ବାହ୍ନରେ ଉନ୍ମୋଚିତ ହୋଇଯାଇଛି।

ଏହି ଅବସରରେ କବି ଅନନ୍ୟା ବେହେରା ଙ୍କର ସଂଯୋଜନା ରେ ଆୟୋଜିତ ସାରସ୍ବତ ସମାରୋହରେ ମୁଖ୍ୟ ଅତିଥି ଭାବରେ ବିଶିଷ୍ଟ କବି ସୌଭାଗ୍ୟବନ୍ତ ମହାରଣା, ସମ୍ମାନିତ ଅତିଥି ଭାବରେ ଡ଼. ପଦ୍ମାଳୟା ପଣ୍ଡା, ସମାଲୋଚକ ମୋହନ ସାହୁ ଓ ମୁଖ୍ୟବକ୍ତା ସାମ୍ବାଦିକ ତଫିଜୁଲ ହୁସେନ ପ୍ରମୁଖ ଯୋଗ ଦେଇଥିଲେ।

ପ୍ରାରମ୍ଭ ରେ ଇଷ୍ଟଦେବୀ ସମଲେଶ୍ୱରୀ ଙ୍କର ପ୍ରତିକୃତି ରେ ପୂଜା ଅର୍ଚନା କରାଯାଇଥିଲା। ଶ୍ଳୋକ ଉଚ୍ଚାରଣ କରିଥିଲେ ସନତ ସାହୁ କରିଥିବା ବେଳେ ଶିଶୁ ନୃତ୍ୟଶିଳ୍ପୀ ତନୁଶ୍ରୀ କର, ବୈଷ୍ଣବୀ ଦାସ, ଜ୍ୟୋତିର୍ମୟୀ ମହାରଣା,ନୃତ୍ୟ ପରିବେଷଣ କରିବା ସହ ଓ ସୁଧାଂଶୁ ମୋହନ ପଟେଲ ସମଲେଶ୍ୱରୀ ଭଜନ ପରିବେଷଣ କରିଥିଲେ।

ଏହି ଅବସରରେ ଅତିଥି ମାନେ ଉନ୍ମୋଚିତ କବିତା ସଂକଳନ " ଝରକା ସେପାଖେ " ଓ କବି ଡ଼. ଷଡ଼ଙ୍ଗୀ ଙ୍କର ବିଷୟରେ ବିସ୍ତୃତ ଆଲୋଚନା କରିଥିଲେ। ମୁଖ୍ୟ ଅତିଥି ଶ୍ରୀ ମହାରଣା କହିଲେ ଯେ, ଓଡ଼ିଆ ସାହିତ୍ୟ ରେ କବିତା ର ବିଭିନ୍ନ ଦିଗ ଉପରେ ଆଲୋଚନା କରି, ପ୍ରସିଦ୍ଧ କବିତା ଗୁଡିକର ସମାଜ ପ୍ରତି ବାର୍ତ୍ତା ବିଷୟ ରେ ଆଲୋଚନା କରିଥିଲେ।

କବିତା ସଂକଳନ କବି ଡ଼. ଷଡ଼ଙ୍ଗୀ ଙ୍କର " ଝରକା ସେପାଖେ " ଙ୍କୁ ସମୀକ୍ଷା କରିଥିଲେ ମୋହନ ସାହୁ।ମୁଖ୍ୟବକ୍ତା ସାମ୍ବାଦିକ ତଥା କଲମ ପରିବାର ର ସଭାପତି ତଫିଜୁଲ ହୁସେନ କହିଲେ ଯେ କବି ଓ କବିତା ସମାଜ ପାଇଁ ବିଶେଷ ଅବଦାନ ରହିଛି ଓ ରହିଥିବ।ଯାହାକି ଯୁଗେ ଯୁଗେ କବି ମାନେ ସୃଷ୍ଟି କରି ଚାଲିଛନ୍ତି।କାର୍ଯ୍ୟକ୍ରମ ର ଦ୍ଵିତୀୟ ପର୍ଯାୟରେ କବି ପଙ୍କଜିନୀ ନାୟକ ଓ କବି ମମତା ନାଥ ଙ୍କ ସଂଯୋଜନା ରେ ବହୁଭାଷୀ କବିତା ପାଠ ର ଆୟୋଜନ ହୋଇଥିଲା। ଏହି କବିତା ପାଠୋତ୍ସବରେ ୫୦ ରୁ ଉର୍ଦ୍ଧ କବି ନିଜସ୍ୱ କବିତା ଆବୃତି କରିଥିଲେ।ସମସ୍ତ କବିଙ୍କୁ " ଝରକା ସେପାଖେ " ର ସ୍ରଷ୍ଟା କବି ଉତ୍ପଳା ଦାସ ଷଡ଼ଙ୍ଗୀ ଙ୍କ ଦ୍ୱାରା ସମ୍ବର୍ଦ୍ଧିତ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର   26-Nov-2026
  ରାଜ୍ୟ  
ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ   26-Nov-2026
  ଜିଲ୍ଲା  
୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   26-Nov-2026
  ଜିଲ୍ଲା  
*ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   26-Nov-2026
  ଜିଲ୍ଲା  
ବ୍ୟାଙ୍କିଂ, ଆର୍ଥିକ ସେବା ଓ ବୀମା କ୍ଷେତ୍ରରେ ରହିଛି ଅସୀମ କ୍ୟାରିୟର ସୁଯୋଗ   26-Nov-2026
  ଜିଲ୍ଲା  
ବରମକେଲାରେ ୫୯ ତମ ରାସ ପୂର୍ଣ୍ଣିମା ଉଦଘାଟନ   26-Nov-2026
  ଜିଲ୍ଲା  
ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   25-Nov-2026
  ଜିଲ୍ଲା  
ବରପାଲି ତହସିଲ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସ୍ତାବକୁ ଓକିଲ ସଂଘ ର ବିରୋଧ   25-Nov-2026
  ଜିଲ୍ଲା  
ସିକିର୍ଡି ରେ ଅଷ୍ଟ ପ୍ରହରୀ ନାମଯଜ୍ଞ   25-Nov-2026
  ରାଜ୍ୟ  
ଦେଓଗାଁ ବ୍ଲକ ରେ ଷ୍ଟ୍ରିଟ ଲାଇଟ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଦାବି   25-Nov-2026
  ଜିଲ୍ଲା  
ଆଗଲପୁର ବ୍ଲକ୍ ସ୍ତରୀୟ ବିଜ୍ଞାନ ମେଳା ଆୟୋଜିତ   25-Nov-2026
  ଜିଲ୍ଲା  
ଡୁଙ୍ଗୁରିପାଲିରେ ରାଜ୍ କରୁଛି ନକଲି   25-Nov-2026

You Might Also Like