-+91-9937148622 |

prerana_bgr@rediffmail.com |

  Thursday 26th November 2026 |

| | | |

R.N.I. Regd No. ODIODI/2010/46693

Breaking News

୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   (26-Nov-2026)       ||      ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   (26-Nov-2026)       ||      ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର    (26-Nov-2026)       ||      ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ    (26-Nov-2026)       ||      ୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   (26-Nov-2026)       ||      *ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   (26-Nov-2026)       ||      ବ୍ୟାଙ୍କିଂ, ଆର୍ଥିକ ସେବା ଓ ବୀମା କ୍ଷେତ୍ରରେ ରହିଛି ଅସୀମ କ୍ୟାରିୟର ସୁଯୋଗ   (26-Nov-2026)       ||      ବରମକେଲାରେ ୫୯ ତମ ରାସ ପୂର୍ଣ୍ଣିମା ଉଦଘାଟନ   (26-Nov-2026)       ||      ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   (25-Nov-2026)       ||      ବରପାଲି ତହସିଲ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସ୍ତାବକୁ ଓକିଲ ସଂଘ ର ବିରୋଧ   (25-Nov-2026)       ||      ସିକିର୍ଡି ରେ ଅଷ୍ଟ ପ୍ରହରୀ ନାମଯଜ୍ଞ   (25-Nov-2026)       ||      ଦେଓଗାଁ ବ୍ଲକ ରେ ଷ୍ଟ୍ରିଟ ଲାଇଟ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଦାବି    (25-Nov-2026)       ||      ଆଗଲପୁର ବ୍ଲକ୍ ସ୍ତରୀୟ ବିଜ୍ଞାନ ମେଳା ଆୟୋଜିତ   (25-Nov-2026)       ||      ଡୁଙ୍ଗୁରିପାଲିରେ ରାଜ୍ କରୁଛି ନକଲି   (25-Nov-2026)       ||      ଛାଡ଼ଖାଇକୁ ନେଇ ଆମିଷ ବଜାରରେ ଉତ୍ସବର ମାହୋଲ   (25-Nov-2026)       ||      ଶୀତ ଋତୁରେ ଅସହାୟଙ୍କ ପାଇଁ ସହଯୋଗ ଫାଉଣ୍ଡେସନର ସହାୟତାର ହାତ   (25-Nov-2026)       ||      ଦିଲ୍ଲୀର ହାଉଜ଼ଖାସ ଜଗନ୍ନାଥ ମନ୍ଦିରରେ ବୋଇତ ବନ୍ଦାଣ ଉତ୍ସବ ପାଳନ   (25-Nov-2026)       ||      ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତି ପାଲିତ   (25-Nov-2026)       ||      *ଜଙ୍ଗଲରୁ ଉଦ୍ଧାର ହେଲା ନିଖୋଜ ଶିଶୁକନ୍ୟାର ମୃତଦେହ*   (25-Nov-2026)       ||      ସିନାପାଲି ହାଇସ୍କୁଲପଡ଼ା ରେ ମା’ ମହାଲକ୍ଷ୍ମୀଙ୍କ ଭବ୍ୟ ପୂଜା ମହୋତ୍ସବ    (25-Nov-2026)       ||     

HOME   ଜିଲ୍ଲା

ୱାଇ.ସି. ଡି.ଏ ଦ୍ଵାରା ଆଠଗାଁ ଗ୍ରାମ ରେ ଶିଶୁ ସ୍ବାସ୍ଥ୍ୟ ମେଳା ଏବଂ ରଜ ଉତ୍ସବ,

14-Jun-2026



ବଲାଙ୍ଗୀର(ପ୍ରେରଣା ଖବର):ୱାଇ.ସି. ଡି.ଏ ଦ୍ଵାରା ବଲାଙ୍ଗୀର ଜିଲ୍ଲା ପୁଇଁନ୍ତଳା ବ୍ଲକ ର ଆଠଗାଁ ଗ୍ରାମ ରେ ଶିଶୁ ସ୍ବାସ୍ଥ୍ୟ ମେଳା ଏବଂ ରଜ ଉତ୍ସବ, କେ.ପି.ଜେଡ୍ ଏବଂ ଦେଶାଇ ଫାଉଣ୍ଡେସନ ଟ୍ରଷ୍ଟ ଙ୍କର ମିଳିତ ସହାୟତା ରେ ଆୟୋଜିତ କରାଯାଇଥିଲା। କାର୍ଯ୍ୟକ୍ରମ କୁ ୱାଇ.ସି. ଡି.ଏ ର ଜିଲ୍ଲା ସଂଯୋଜିକା ଶ୍ରୀମତୀ ଆନନ୍ଦିନି ରଥ ପରିଚାଳନା କରିଥିଲେ। ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଆଠଗାଁ ପଞ୍ଚାୟତ ର ସରପଞ୍ଚ ସାଲିନି ସେଠ୍, ଡ଼. ମିଲନ କୁମାର ରାଉତରାୟ, ଏବଂ ସମାଜସେବୀ

ଓ ସାମ୍ବାଦିକ ସନ୍ଦୀପ କୁଅଁର ଯୋଗଦାନ କରି ଶିଶୁ ମାନଙ୍କୁ ଉତ୍ସାହିତ କରିଥିଲେ। କାର୍ଯ୍ୟକ୍ରମ ର ଉଦେଶ୍ୟ ଥିଲା ଯେ ଶିଶୁ ମାନଙ୍କୁ ପାଇଁ ଗୋଟିଏ ଉତ୍ସାହ ଜନିତ ପରିବେଶ କରି ତାଙ୍କର ସ୍ବାସ୍ଥ୍ୟ ପରୀକ୍ଷା କରିବା ସହିତ ଶିଶୁ ମାନଙ୍କ ମନରେ ନିଜର ସ୍ବାସ୍ଥ୍ୟ ପ୍ରତି ସଚେତନ ରହିବାର ଗୁରୁତ୍ଵ କୁ ବୁଝିବାର ଥିଲା। କାର୍ଯ୍ୟକ୍ରମ ରେ ଡ.ମିଲନ କୁମାର ରାଉତରାୟ ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ ଏବଂ ଶିଶୁଙ୍କର ଏନିମିଆ ଟେଷ୍ଟିଂ

କରାଯାଇଥିଲା,ଏହା ସହିତ MHM ଉପରେ ମଧ୍ୟ ସଚେତନ କରାଗଲା। ରଜ ଉପଲକ୍ଷେ ମନୋରଞ୍ଜନ କାର୍ଯ୍ୟକ୍ରମ ମଧ୍ୟ ଆୟୋଜନ କରାଯାଇଥିଲା ଯେଉଁଥିରେ ଶିଶୁମାନେ ପାନ ତିଆରି କରିବା, ମେହେନ୍ଦି,ଅଳତା, ନୃତ୍ୟ, ରେମ୍ପ୍ ୱାକ୍, ପୁଚି ଖେଳ, ମ୍ୟୁସିକ୍ ଚେୟାର,ପ୍ରତିଯୋଗିତା କରାଯାଇଥିଲା ଏହା ସହିତ ରଜ କୁଇନ୍ ବଛାଯାଇଥିଲା। ନିକିତା ଦାସ ସ୍ୱାଗତ ଭାଷଣ ଦେଇଥିଲେ। କାର୍ଯ୍ୟକ୍ରମ ଟି ଆଠଗାଁ ସରପଞ୍ଚ ଏବଂ ଗ୍ରାମବାସୀ,ଆଠଗାଁ ଉଚ୍ଚବିଦ୍ୟାଳୟ ର ଶିକ୍ଷକ, ସମସ୍ତ ଶିଶୁ ଏବଂ ଯୁବକ ଯୁବତୀ, ଅଭିଭାବକ ଏବଂ ୱାଇ.ସି. ଡି.ଏ ର ସମସ୍ତ ଷ୍ଟାଫ୍ ଙ୍କ ମିଳିତ ଉଦ୍ୟମ ରେ ସଫଳ ମଣ୍ଡିତ ହୋଇଛି।ୱାଇ.ସି. ଡି.ଏ ସଂସ୍ଥା ର ସର୍ବଦା ଶିଶୁଙ୍କ ଉନ୍ନତି ପାଇଁ ଏପରି ନୂତନ ପ୍ରଚେଷ୍ଟା ପାଇଁ ସମଗ୍ର ପୁଇଁନ୍ତଳା ଅଞ୍ଚଳରେ ପ୍ରଶଂସା ର ପାତ୍ର ହୋଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   26-Nov-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   26-Nov-2026
  ଜିଲ୍ଲା  
ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର   26-Nov-2026
  ରାଜ୍ୟ  
ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ   26-Nov-2026
  ଜିଲ୍ଲା  
୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   26-Nov-2026
  ଜିଲ୍ଲା  
*ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   26-Nov-2026
  ଜିଲ୍ଲା  
ବ୍ୟାଙ୍କିଂ, ଆର୍ଥିକ ସେବା ଓ ବୀମା କ୍ଷେତ୍ରରେ ରହିଛି ଅସୀମ କ୍ୟାରିୟର ସୁଯୋଗ   26-Nov-2026
  ଜିଲ୍ଲା  
ବରମକେଲାରେ ୫୯ ତମ ରାସ ପୂର୍ଣ୍ଣିମା ଉଦଘାଟନ   26-Nov-2026
  ଜିଲ୍ଲା  
ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   25-Nov-2026
  ଜିଲ୍ଲା  
ବରପାଲି ତହସିଲ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସ୍ତାବକୁ ଓକିଲ ସଂଘ ର ବିରୋଧ   25-Nov-2026
  ଜିଲ୍ଲା  
ସିକିର୍ଡି ରେ ଅଷ୍ଟ ପ୍ରହରୀ ନାମଯଜ୍ଞ   25-Nov-2026
  ରାଜ୍ୟ  
ଦେଓଗାଁ ବ୍ଲକ ରେ ଷ୍ଟ୍ରିଟ ଲାଇଟ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଦାବି   25-Nov-2026

You Might Also Like