-+91-9937148622 |

prerana_bgr@rediffmail.com |

  Thursday 26th November 2026 |

| | | |

R.N.I. Regd No. ODIODI/2010/46693

Breaking News

୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   (26-Nov-2026)       ||      ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   (26-Nov-2026)       ||      ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର    (26-Nov-2026)       ||      ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ    (26-Nov-2026)       ||      ୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   (26-Nov-2026)       ||      *ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   (26-Nov-2026)       ||      ବ୍ୟାଙ୍କିଂ, ଆର୍ଥିକ ସେବା ଓ ବୀମା କ୍ଷେତ୍ରରେ ରହିଛି ଅସୀମ କ୍ୟାରିୟର ସୁଯୋଗ   (26-Nov-2026)       ||      ବରମକେଲାରେ ୫୯ ତମ ରାସ ପୂର୍ଣ୍ଣିମା ଉଦଘାଟନ   (26-Nov-2026)       ||      ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   (25-Nov-2026)       ||      ବରପାଲି ତହସିଲ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସ୍ତାବକୁ ଓକିଲ ସଂଘ ର ବିରୋଧ   (25-Nov-2026)       ||      ସିକିର୍ଡି ରେ ଅଷ୍ଟ ପ୍ରହରୀ ନାମଯଜ୍ଞ   (25-Nov-2026)       ||      ଦେଓଗାଁ ବ୍ଲକ ରେ ଷ୍ଟ୍ରିଟ ଲାଇଟ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଦାବି    (25-Nov-2026)       ||      ଆଗଲପୁର ବ୍ଲକ୍ ସ୍ତରୀୟ ବିଜ୍ଞାନ ମେଳା ଆୟୋଜିତ   (25-Nov-2026)       ||      ଡୁଙ୍ଗୁରିପାଲିରେ ରାଜ୍ କରୁଛି ନକଲି   (25-Nov-2026)       ||      ଛାଡ଼ଖାଇକୁ ନେଇ ଆମିଷ ବଜାରରେ ଉତ୍ସବର ମାହୋଲ   (25-Nov-2026)       ||      ଶୀତ ଋତୁରେ ଅସହାୟଙ୍କ ପାଇଁ ସହଯୋଗ ଫାଉଣ୍ଡେସନର ସହାୟତାର ହାତ   (25-Nov-2026)       ||      ଦିଲ୍ଲୀର ହାଉଜ଼ଖାସ ଜଗନ୍ନାଥ ମନ୍ଦିରରେ ବୋଇତ ବନ୍ଦାଣ ଉତ୍ସବ ପାଳନ   (25-Nov-2026)       ||      ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତି ପାଲିତ   (25-Nov-2026)       ||      *ଜଙ୍ଗଲରୁ ଉଦ୍ଧାର ହେଲା ନିଖୋଜ ଶିଶୁକନ୍ୟାର ମୃତଦେହ*   (25-Nov-2026)       ||      ସିନାପାଲି ହାଇସ୍କୁଲପଡ଼ା ରେ ମା’ ମହାଲକ୍ଷ୍ମୀଙ୍କ ଭବ୍ୟ ପୂଜା ମହୋତ୍ସବ    (25-Nov-2026)       ||     

HOME   ଜିଲ୍ଲା

ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|

15-Jun-2026



କଟକ(ତପନ ମହାନ୍ତି) ସ୍ଥାନୀୟ ଗତିରାଉତପାଟଣା ପଞ୍ଚାୟତ ସ୍ଥିତ କ୍ରିକେଟ ପଡିଆରେ ଏକ ବହୁମୁଖୀ ଷ୍ଟାଡିୟମ ନିର୍ମାଣ ନିମନ୍ତେ ଶିଳାନ୍ୟାସ କରାଯାଇଛି। ରବିବାର ଅପରାହ୍ନରେ ଗ୍ରାମ୍ୟ ନିର୍ମାଣ, ପଞ୍ଚାୟତରାଜ ଓ ଜଳଯୋଗାଣ ମନ୍ତ୍ରୀ ରବିନାରାୟଣ ନାଏକ ଏହାର ଶିଳାନ୍ୟାସ କରିଥିଲେ।

ଗ୍ରାମ୍ୟ ନିର୍ମାଣ ବିଭାଗ ପକ୍ଷରୁ ନିର୍ମିତ ହେବାକୁ ଥିବା ଏହି ବହୁ ମୁଖୀ ଷ୍ଟାଡିୟମରେ ୧୩. ୯ କୋଟି ଟଙ୍କା ଖର୍ଚ୍ଚ ହେବ। ଏଥିରେ ଉଭୟ ଇଣ୍ଡୋର ଓ ଆଉଡୋର ଖେଳ ଖେଳିବା ପାଇଁ ସମସ୍ତ ପ୍ରକାର ସୁବିଧା ରହିବ। ଗ୍ରାମାଞ୍ଚଳ ପିଲାମାନେ ଏଠାରେ ବିଭିନ୍ନ କ୍ରୀଡାରେ ଅଭ୍ୟାସ କରି ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ନିଜର ସ୍ଥାନ ସୃଷ୍ଟି କରି ପାରିବେ ବୋଲି ମନ୍ତ୍ରୀ ଶ୍ରୀ ନାୟକ ପ୍ରକାଶ କରିଥିଲେ। ଏହି ଶିଳାନ୍ୟାସ କାର୍ଯ୍ୟକ୍ରମରେ ସ୍ଥାନୀୟ ବିଧାୟକ ଇଂ ପ୍ରକାଶ ଚନ୍ଦ୍ର ସେଠୀ ଯୋଗ ଦେଇ କହିଲେ କ୍ରୀଡାର ବିକାଶ ପାଇଁ ରାଜ୍ୟ ସରକାରଙ୍କ ଏପରି ପଦକ୍ଷେପ ବାସ୍ତବିକ ଅଭିନନ୍ଦନିୟ।  ଏହି ଷ୍ଟାଡିୟମ ମାତ୍ର ୧୫ ମାସ ମଧ୍ୟରେ ଶେଷ ହେବ। ଫଳରେ ସ୍ଥାନୀୟ ଅଞ୍ଚଳର ପିଲା ମାନେ ଘର ପାଖରେ ଖେଳିବାର ସୁଯୋଗ ପାଇବେ।

କାର୍ଯ୍ୟକ୍ରମରେ କଟକ ସଦର ବ୍ଲକ ଅଧକ୍ଷା ଭାଗ୍ୟଲକ୍ଷ୍ମୀ ରାଉତ ଯୋଗ ଦେଇ ନିଜର ଖୁସି ବ୍ୟକ୍ତ କରିବା ସହିତ ନିଜ ଗାଁ, ପଞ୍ଚାୟତରେ ଏପରି ଏକ ବହୁମୁଖୀ ଷ୍ଟାଡିୟମ ନିର୍ମାଣ ନିଷ୍ପତି ହୋଇଥିବାରୁ ମନ୍ତ୍ରୀ, ବିଧାୟକ ଓ ପ୍ରଶାସନକୁ କୃତଜ୍ଞତା ଜଣାଇଥିଲେ। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦ ସଭ୍ୟ ପ୍ରଦୀପ୍ତ ମହାଳି, ବିଜେପି ନେତା ହୃଷିକେଶ ଜେନା,  ସ୍ଥାନୀୟ ସରପଞ୍ଚ ସୋନାଲି ପ୍ରଧାନ ସରକାରଙ୍କ ଏପରି ନିଷ୍ପତିର ପ୍ରଶଂସା କରିଥିଲେ। ଏହି କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ସ୍ଥାନୀୟ ଅଞ୍ଚଳବାସୀ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   26-Nov-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   26-Nov-2026
  ଜିଲ୍ଲା  
ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର   26-Nov-2026
  ରାଜ୍ୟ  
ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ   26-Nov-2026
  ଜିଲ୍ଲା  
୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   26-Nov-2026
  ଜିଲ୍ଲା  
*ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   26-Nov-2026
  ଜିଲ୍ଲା  
ବ୍ୟାଙ୍କିଂ, ଆର୍ଥିକ ସେବା ଓ ବୀମା କ୍ଷେତ୍ରରେ ରହିଛି ଅସୀମ କ୍ୟାରିୟର ସୁଯୋଗ   26-Nov-2026
  ଜିଲ୍ଲା  
ବରମକେଲାରେ ୫୯ ତମ ରାସ ପୂର୍ଣ୍ଣିମା ଉଦଘାଟନ   26-Nov-2026
  ଜିଲ୍ଲା  
ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   25-Nov-2026
  ଜିଲ୍ଲା  
ବରପାଲି ତହସିଲ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସ୍ତାବକୁ ଓକିଲ ସଂଘ ର ବିରୋଧ   25-Nov-2026
  ଜିଲ୍ଲା  
ସିକିର୍ଡି ରେ ଅଷ୍ଟ ପ୍ରହରୀ ନାମଯଜ୍ଞ   25-Nov-2026
  ରାଜ୍ୟ  
ଦେଓଗାଁ ବ୍ଲକ ରେ ଷ୍ଟ୍ରିଟ ଲାଇଟ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଦାବି   25-Nov-2026

You Might Also Like