-+91-9937148622 |

prerana_bgr@rediffmail.com |

  Thursday 26th November 2026 |

| | | |

R.N.I. Regd No. ODIODI/2010/46693

Breaking News

୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   (26-Nov-2026)       ||      ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   (26-Nov-2026)       ||      ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର    (26-Nov-2026)       ||      ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ    (26-Nov-2026)       ||      ୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   (26-Nov-2026)       ||      *ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   (26-Nov-2026)       ||      ବ୍ୟାଙ୍କିଂ, ଆର୍ଥିକ ସେବା ଓ ବୀମା କ୍ଷେତ୍ରରେ ରହିଛି ଅସୀମ କ୍ୟାରିୟର ସୁଯୋଗ   (26-Nov-2026)       ||      ବରମକେଲାରେ ୫୯ ତମ ରାସ ପୂର୍ଣ୍ଣିମା ଉଦଘାଟନ   (26-Nov-2026)       ||      ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   (25-Nov-2026)       ||      ବରପାଲି ତହସିଲ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସ୍ତାବକୁ ଓକିଲ ସଂଘ ର ବିରୋଧ   (25-Nov-2026)       ||      ସିକିର୍ଡି ରେ ଅଷ୍ଟ ପ୍ରହରୀ ନାମଯଜ୍ଞ   (25-Nov-2026)       ||      ଦେଓଗାଁ ବ୍ଲକ ରେ ଷ୍ଟ୍ରିଟ ଲାଇଟ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଦାବି    (25-Nov-2026)       ||      ଆଗଲପୁର ବ୍ଲକ୍ ସ୍ତରୀୟ ବିଜ୍ଞାନ ମେଳା ଆୟୋଜିତ   (25-Nov-2026)       ||      ଡୁଙ୍ଗୁରିପାଲିରେ ରାଜ୍ କରୁଛି ନକଲି   (25-Nov-2026)       ||      ଛାଡ଼ଖାଇକୁ ନେଇ ଆମିଷ ବଜାରରେ ଉତ୍ସବର ମାହୋଲ   (25-Nov-2026)       ||      ଶୀତ ଋତୁରେ ଅସହାୟଙ୍କ ପାଇଁ ସହଯୋଗ ଫାଉଣ୍ଡେସନର ସହାୟତାର ହାତ   (25-Nov-2026)       ||      ଦିଲ୍ଲୀର ହାଉଜ଼ଖାସ ଜଗନ୍ନାଥ ମନ୍ଦିରରେ ବୋଇତ ବନ୍ଦାଣ ଉତ୍ସବ ପାଳନ   (25-Nov-2026)       ||      ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତି ପାଲିତ   (25-Nov-2026)       ||      *ଜଙ୍ଗଲରୁ ଉଦ୍ଧାର ହେଲା ନିଖୋଜ ଶିଶୁକନ୍ୟାର ମୃତଦେହ*   (25-Nov-2026)       ||      ସିନାପାଲି ହାଇସ୍କୁଲପଡ଼ା ରେ ମା’ ମହାଲକ୍ଷ୍ମୀଙ୍କ ଭବ୍ୟ ପୂଜା ମହୋତ୍ସବ    (25-Nov-2026)       ||     

HOME   ଜିଲ୍ଲା

ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ

15-Jun-2026



ବାଲିଗୁଡା(ସୁଶୀଳ କୁମାର ପାଣିଗ୍ରାହୀ): ସପ୍ତଶଯ୍ୟା ମହୋତ୍ସବ ଓଡ଼ିଶାର ଏକ ପ୍ରସିଦ୍ଧ ଧାର୍ମିକ ଓ ସାଂସ୍କୃତିକ ଉତ୍ସବ। ଏହା ଢେଙ୍କାନାଳ ଜିଲ୍ଲାର ଐତିହାସିକ ଓ ପବିତ୍ର ସପ୍ତଶଯ୍ୟା ପୀଠରେ ପାଳିତ ହୋଇଥାଏ l ଏହି ମହୋତ୍ସବ କୁ ଦିବ୍ୟାଂସୀ ଡ୍ୟାନ୍ସ ଏକାଡେମୀ ତରଫରୁ ଭୁବନେଶ୍ୱର ସ୍ଥିତ ରବିନ୍ଦ୍ର

ମଣ୍ଡପରେ ବହୁ ଆଡମ୍ବର ସହ ପାଳନ କରାଯାଇଥିଲା l ଓଡ଼ିଶୀଓଡ଼ିଶୀ, ଲୋକନୃତ୍ୟ,ସାଂସ୍କୃତିକ ଐଶ୍ୱର୍ଯ୍ୟକୁ ଏକାଠି ପ୍ରଦର୍ଶନ କରୁଥିବା ଏକ ଅନନ୍ୟ ଉତ୍ସବ ଭାବେ ପରିଚିତ। ଏହି ମହୋତ୍ସବ ରେ ଓଡିଶାର ଅନେକ ସାଂସ୍କୃତିକ ଅନୁଷ୍ଠାନ ଯୋଗ ଦେଇଥିଲେ l ସେଥି ମଧ୍ୟରେ କନ୍ଧମାଳ ଜିଲ୍ଲା ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ର ଗୁରୁ କେଦାର ନାଥ ନାୟକ ଙ୍କ ଦ୍ୱାରା ଓଡିଶୀ ଶିକ୍ଷା ପ୍ରାପ୍ତ କରିଥିବା ଛାତ୍ରୀ ଆଂଶି ସଭ୍ରାଂଶି ପାତ୍ର, ଜ୍ୟୋତିର୍ମୟୀ ପାଢ଼ୀ, ଅଙ୍କିତା ନାୟକ, ଶୁଭଶ୍ରୀ ପଣ୍ଡା, ସୁରଞ୍ଜନା ବାରିକ, ସୋମନା ସୋନାକ୍ଷୀ ପଣ୍ଡା, ସୋନମ ପଣ୍ଡା, ସାଇ ସ୍ନିଗ୍ଧା ପ୍ରଧାନ ଏବଂ ଶିଷ୍ୟା ଅନ୍ଵେଷା ଚୌଧୁରୀ ଉଭୟ

ଏକକ ଏବଂ ଡାଲଗତ ନୃତ୍ୟ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମସ୍ତ ମାନ୍ୟଗଣ୍ୟ ଶାସ୍ତ୍ରୀୟ ଗୁରୁ ମାନଙ୍କ ପ୍ରଶଂସା ସାଉଁଟିବା ସହ ପୁରସ୍କାର ମଧ୍ୟ ଅର୍ଜନ କରିଥିଲେ l ସେହି ଛାତ୍ରୀ ମନଙ୍କୁ ସୁଦୂର କନ୍ଧମାଳ ଜିଲ୍ଲା ବାଲିଗୁଡାରୁ ନେଇ ଭୁବନେଶ୍ୱର ରବିନ୍ଦ୍ର ମଣ୍ଡପ ପର୍ଯ୍ୟନ୍ତ ପହଞ୍ଚାଇ ଥିବା ଗୁରୁ କେଦାରନାଥ ନାୟକଙ୍କୁ ମଧ୍ୟ ଅନୁଷ୍ଠାନ ତରଫରୁ ସମ୍ବର୍ଦ୍ଧନା ପ୍ରଦାନ କରାଯାଇ ଥିଲା l ଏଥିରେ ମୁଖ୍ୟ ଅତିଥି ଭାବେ ଓଡିଶା ପ୍ରସିଦ୍ଧ ଗୁରୁ ମିନାକ୍ଷୀ ବେହେରା, ଗୁରୁ ଅଶୋକ ଘୋସାଲ, ଗୁରୁ ସୁକାନ୍ତ କୁଣ୍ଡୁ, ଗୁରୁ ଅନିରୁଦ୍ଧ ଦାସ, ଗୁରୁ ଶ୍ରୀକାନ୍ତ ଦାସ ପ୍ରମୁଖ ଯୋଗ ଦେଇ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   26-Nov-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   26-Nov-2026
  ଜିଲ୍ଲା  
ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର   26-Nov-2026
  ରାଜ୍ୟ  
ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ   26-Nov-2026
  ଜିଲ୍ଲା  
୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   26-Nov-2026
  ଜିଲ୍ଲା  
*ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   26-Nov-2026
  ଜିଲ୍ଲା  
ବ୍ୟାଙ୍କିଂ, ଆର୍ଥିକ ସେବା ଓ ବୀମା କ୍ଷେତ୍ରରେ ରହିଛି ଅସୀମ କ୍ୟାରିୟର ସୁଯୋଗ   26-Nov-2026
  ଜିଲ୍ଲା  
ବରମକେଲାରେ ୫୯ ତମ ରାସ ପୂର୍ଣ୍ଣିମା ଉଦଘାଟନ   26-Nov-2026
  ଜିଲ୍ଲା  
ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   25-Nov-2026
  ଜିଲ୍ଲା  
ବରପାଲି ତହସିଲ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସ୍ତାବକୁ ଓକିଲ ସଂଘ ର ବିରୋଧ   25-Nov-2026
  ଜିଲ୍ଲା  
ସିକିର୍ଡି ରେ ଅଷ୍ଟ ପ୍ରହରୀ ନାମଯଜ୍ଞ   25-Nov-2026
  ରାଜ୍ୟ  
ଦେଓଗାଁ ବ୍ଲକ ରେ ଷ୍ଟ୍ରିଟ ଲାଇଟ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଦାବି   25-Nov-2026

You Might Also Like