-+91-9937148622 |

prerana_bgr@rediffmail.com |

  Thursday 26th November 2026 |

| | | |

R.N.I. Regd No. ODIODI/2010/46693

Breaking News

୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   (26-Nov-2026)       ||      ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   (26-Nov-2026)       ||      ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର    (26-Nov-2026)       ||      ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ    (26-Nov-2026)       ||      ୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   (26-Nov-2026)       ||      *ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   (26-Nov-2026)       ||      ବ୍ୟାଙ୍କିଂ, ଆର୍ଥିକ ସେବା ଓ ବୀମା କ୍ଷେତ୍ରରେ ରହିଛି ଅସୀମ କ୍ୟାରିୟର ସୁଯୋଗ   (26-Nov-2026)       ||      ବରମକେଲାରେ ୫୯ ତମ ରାସ ପୂର୍ଣ୍ଣିମା ଉଦଘାଟନ   (26-Nov-2026)       ||      ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   (25-Nov-2026)       ||      ବରପାଲି ତହସିଲ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସ୍ତାବକୁ ଓକିଲ ସଂଘ ର ବିରୋଧ   (25-Nov-2026)       ||      ସିକିର୍ଡି ରେ ଅଷ୍ଟ ପ୍ରହରୀ ନାମଯଜ୍ଞ   (25-Nov-2026)       ||      ଦେଓଗାଁ ବ୍ଲକ ରେ ଷ୍ଟ୍ରିଟ ଲାଇଟ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଦାବି    (25-Nov-2026)       ||      ଆଗଲପୁର ବ୍ଲକ୍ ସ୍ତରୀୟ ବିଜ୍ଞାନ ମେଳା ଆୟୋଜିତ   (25-Nov-2026)       ||      ଡୁଙ୍ଗୁରିପାଲିରେ ରାଜ୍ କରୁଛି ନକଲି   (25-Nov-2026)       ||      ଛାଡ଼ଖାଇକୁ ନେଇ ଆମିଷ ବଜାରରେ ଉତ୍ସବର ମାହୋଲ   (25-Nov-2026)       ||      ଶୀତ ଋତୁରେ ଅସହାୟଙ୍କ ପାଇଁ ସହଯୋଗ ଫାଉଣ୍ଡେସନର ସହାୟତାର ହାତ   (25-Nov-2026)       ||      ଦିଲ୍ଲୀର ହାଉଜ଼ଖାସ ଜଗନ୍ନାଥ ମନ୍ଦିରରେ ବୋଇତ ବନ୍ଦାଣ ଉତ୍ସବ ପାଳନ   (25-Nov-2026)       ||      ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତି ପାଲିତ   (25-Nov-2026)       ||      *ଜଙ୍ଗଲରୁ ଉଦ୍ଧାର ହେଲା ନିଖୋଜ ଶିଶୁକନ୍ୟାର ମୃତଦେହ*   (25-Nov-2026)       ||      ସିନାପାଲି ହାଇସ୍କୁଲପଡ଼ା ରେ ମା’ ମହାଲକ୍ଷ୍ମୀଙ୍କ ଭବ୍ୟ ପୂଜା ମହୋତ୍ସବ    (25-Nov-2026)       ||     

HOME   ଜିଲ୍ଲା

ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ

15-Jun-2026



- ସୋନପୁର (ମନୋରଞ୍ଜନ ତ୍ରିପାଠୀ ) ପବିତ୍ର ଶୀତଳ ଷଷ୍ଠୀ ମହୋତ୍ସବ ଅବସର ରେ ସ୍ୱଚ୍ଛ ଭାରତ ସଙ୍ଗଠନ ସୋନପୁର ମନମୁଣ୍ଡା ପକ୍ଷରୁ ସୋନପୁର ର ସମସ୍ତ ଶୈବ ପୀଠ ମାନଙ୍କ ରେ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯକ୍ରମ ଅନୁଷ୍ଟିତ ହୋଇଥିଲା l ଏହି ଅବସରରେ ଆଜି ସୋନପୁର ପଟା ଭାଡ଼ି ସ୍ଥିତ ଶ୍ରୀ ଲୋକନାଥ ମନ୍ଦିର ଠାରେ ସଫେଇ  କରାଯାଇଥିବା ବେଳେ ବିଗତ ସପ୍ତାହ ରେ ଶ୍ରୀ ଗୋକୋନେଶ୍ୱର ମନ୍ଦିର,  ଶ୍ରୀ ରାମେଶ୍ୱର ମନ୍ଦିର, ଶ୍ରୀ ସୁବର୍ଣ୍ଣ ମେରୁ ମନ୍ଦିର, ଶ୍ରୀ ପଞ୍ଚରଥ ମନ୍ଦିର , ମନମୁଣ୍ଡା ଶୈବ ପୀଠ ସମେତ ବିଭିନ୍ନ ଶୈବ ପୀଠ ଠାରେ ସଫେଇ କାର୍ଯ୍ୟ କ୍ରମ ଅନୁଷ୍ଟିତ ହୋଇଥିଲା l  ସଙ୍ଗଠନ ର ସଭାପତି ସୟଦ ଅଲିମୁଲ ଇସଲାମ୍, ଉପ ସଭନେତ୍ରୀ ଇନ୍ଦୁମତୀ ପୁରୋହିତ ଙ୍କ ତତ୍ତ୍ଵl ବଧାନ ରେ କୋଡ଼ିନେଟର ମନୋରଞ୍ଜନ ତ୍ରିପାଠି ଙ୍କ ସଂଯୋଜନା ରେ ଅନୁଷ୍ଟିତ ଏହି କାର୍ଯ୍ଯକ୍ରମ ରେ ସଙ୍ଗଠନ ର ୩୦ ରୁ ଉର୍ଦ୍ଧ୍ୱ ସଦସ୍ୟ ସହଯୋଗ କରିଥିଲେ l ପ୍ରକାଶ ଥାଉ କି ଯେ ବାତ୍ୟା ବେଳେ ମନ୍ଦିର ଭିରର ମାନଙ୍କ ରେ ପଡ଼ିଥିବା କିଛି ଗଛ ସବୁ ବି ମନ୍ଦିର ରୁ ସ୍ଥାନାନ୍ତର କରି ସଫା କରି ଥିଲେ l ୨୦୧୪ ରୁ ଏ ଅନୁଷ୍ଠାନ ଉଭୟ ସହର ରେ ସ୍ୱଚ୍ଛତା, ପରିବେଶ ସୁରକ୍ଷା, ରକ୍ତ ଦାନ, ଯୋଗାଭ୍ୟାସ ସମେତ ଜିଲ୍ଲା ପ୍ରଶାସନ ର ମଧ୍ୟ ସମସ୍ତ ସଚେତନତା ଅଭିଯାନ କାର୍ଯ୍ଯ କ୍ରମ ରେ ସକ୍ରିୟ ସାମିଲ ହୋଇ ଉଭୟ ଜିଲ୍ଲା ରେ ସୁନାମ ଅର୍ଜନ କରି ଆସି ଅନେକ ଉତ୍ସଵ ରେ ଅନେକ ଥର ସମ୍ବର୍ଧିତ ହୋଇ ଆସିଛି l ଗତ କାଲି ତରଭା ଠାରେ ଅନୁଷ୍ଠିତ ମାହେଶ୍ୱରୀ ସାମାଜିକ ସଙ୍ଗଠନ ପକ୍ଷରୁ ଏହି ସ୍ୱଚ୍ଛ ଭାରତ ସଙ୍ଗଠନ କୁ ସମ୍ବର୍ଧିତ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   26-Nov-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   26-Nov-2026
  ଜିଲ୍ଲା  
ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର   26-Nov-2026
  ରାଜ୍ୟ  
ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ   26-Nov-2026
  ଜିଲ୍ଲା  
୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   26-Nov-2026
  ଜିଲ୍ଲା  
*ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   26-Nov-2026
  ଜିଲ୍ଲା  
ବ୍ୟାଙ୍କିଂ, ଆର୍ଥିକ ସେବା ଓ ବୀମା କ୍ଷେତ୍ରରେ ରହିଛି ଅସୀମ କ୍ୟାରିୟର ସୁଯୋଗ   26-Nov-2026
  ଜିଲ୍ଲା  
ବରମକେଲାରେ ୫୯ ତମ ରାସ ପୂର୍ଣ୍ଣିମା ଉଦଘାଟନ   26-Nov-2026
  ଜିଲ୍ଲା  
ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   25-Nov-2026
  ଜିଲ୍ଲା  
ବରପାଲି ତହସିଲ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସ୍ତାବକୁ ଓକିଲ ସଂଘ ର ବିରୋଧ   25-Nov-2026
  ଜିଲ୍ଲା  
ସିକିର୍ଡି ରେ ଅଷ୍ଟ ପ୍ରହରୀ ନାମଯଜ୍ଞ   25-Nov-2026
  ରାଜ୍ୟ  
ଦେଓଗାଁ ବ୍ଲକ ରେ ଷ୍ଟ୍ରିଟ ଲାଇଟ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଦାବି   25-Nov-2026

You Might Also Like