-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||     

HOME   ଜିଲ୍ଲା

ବରପାଲି ବ୍ଲକରେ ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଞ୍ଚାୟତ ସ୍ତରୀୟ ସମ୍ମିଳନୀ ।

20-Jun-2026



ବରପାଲି  (ସୁଦାମଦୀପ)- ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆୟୋଜିତ ବରପାଲି ବ୍ଲକ କାର୍ଯ୍ୟକ୍ରମରେ ସରକାରଙ୍କ ପ୍ରମୁଖ ଜନକଲ୍ୟାଣ ମୂଳକ ଯୋଜନା ବା ବିକାଶ ମୂଳକ ପଦକ୍ଷେପ ଓ ଉଲ୍ଲେଖନୀୟ ସଫଳତା ସମ୍ପର୍କିତ କାର୍ଯ୍ୟକ୍ରମ ବରପାଲି ବିଡିଓ ସୁମନ୍ତ କୁମ୍ଭାରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ପଞ୍ଚାୟତ ସ୍ତରରେ ବାର୍ତ୍ତକ୍ୟ ଭତ୍ତା, ରାସନ କାର୍ଡ, କୃଷି, ପଶୁପାଳନ, ମହିଳା ସଶକ୍ତିକରଣ, ସାମାଜିକ ସୁରକ୍ଷା ଓ ଭିତ୍ତିଭୂମି ବିକାଶ, ଗ୍ରାମ୍ୟ ବିକାଶ, ସ୍ୱସ୍ଥ୍ୟ, ପାନୀୟ ଜଳ ଯୋଗାଣ କ୍ଷେତ୍ରରେ ବିଭିନ୍ନ ଆଲୋଚନା ହୋଇଥିଲା । ଏହି କାର୍ଯ୍ୟକ୍ରମରେ ବରପାଲି ବ୍ଲକ ବିଭିନ୍ନ ପଞ୍ଚାୟତରୁ ମହିଳା ମାନେ ମଧ୍ୟ ଅଧିକ ସଂଖ୍ୟାରେ ଯୋଗ ଦେଇଥିଲେ । ରାଜ୍ୟ ସରକାରଙ୍କ ବିଭିନ୍ନ ଜନହିତକର ଯୋଜନା ଓ ବିକାଶ ମୂଳକ କାର୍ଯ୍ୟକ୍ରମ ସମ୍ପର୍କରେ ଅବଗତ ହେବାର ସୁଯୋଗ ମିଳିଥିଲା । ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁକ୍ଷ୍ୟ ଅତିଥି ଭାବରେ ବ୍ଲକ ଅଧ୍ୟକ୍ଷା ରୀନା ଥଇତ, ସମ୍ମାନିତ ଅତିଥି ଭାବରେ ସଂଯୁକ୍ତା ସାହୁ ଜିଲ୍ଲା ପରିଷଦ ସଭ୍ୟା, ଅଚୁତା ନନ୍ଦ ବାରିକ ସାଂସଦ ପ୍ରତିନିଧି ବରପାଲି ବ୍ଲକ, ଧିରୋଜ ପଧାନ ବିଧାୟକ ପ୍ରତିନିଧି ଏବଂ ସୁରେନ୍ଦ୍ର ପାତ୍ର ସଭାପତି ବିଜେପି କୃଷକ ମୋର୍ଚ୍ଚା ବରଗଡ଼ ଜିଲ୍ଲା ଯୋଗଦାନ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ଭେଟିନାରୀ ଡ. ଜୌତିପ୍ରକାଶ ପଧାନ, ବ୍ଲକ କୃଷି ଅଧିକାରୀ ଦିଲୀପ କୁମାର ମାଝି, ଶିକ୍ଷା ଅଧିକାରୀ ମୁକୁନ୍ଦ ମାହାର, ମନିକା ମିଶ୍ର ଯୋଗାଣ ଅଧିକାରୀ, ବର୍ଷା ରାଣୀ ମେହେର ସମାଜ ମଙ୍ଗଳ ଅଧିକାରୀ, ସିଡିପିଓ ଯୋଗଦାନ କରିଥିଲେ । କାର୍ଯ୍ୟକ୍ରମକୁ ଅଜିତ କୁମାର ପାଣିଗ୍ରାହୀ ପରିଚାଳନା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026
  ଜିଲ୍ଲା  
ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   25-Oct-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ   25-Oct-2026
  ଜିଲ୍ଲା  
ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   25-Oct-2026
  ଦେଶ ବିଦେଶ  
ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ   25-Oct-2026

You Might Also Like