-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||     

HOME   ଜିଲ୍ଲା

*ବାଘ ଛାଲ ଚାରା ଚାଲାଣ ବେଳେ ବାଘ ଛାଲ ସହ ଅମଳାଭାଟା ଚର୍ଚ୍ଚର ପାଷ୍ଟର ଗିରଫ...* ଡାବୁଗାଁ ବନ ବିଭାଗକୁ ବଡ଼ ସଫଲତା

20-Jun-2026



ନବରଙ୍ଗପୁର (ପ୍ରିୟଦର୍ଶିନୀ ପାତ୍ର)
ବନ୍ୟଜନ୍ତୁ ସୁରକ୍ଷା ନିମନ୍ତେ ବନ ବିଭାଗ ପକ୍ଷରୁ କଡା କାର୍ଯ୍ୟାନୁଷ୍ଠାନ ଜାରି ରହିଥିବା ବେଳେ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଅଞ୍ଚଳରେ ଏକ ବଡ଼ ସଫଳତା ମିଳିଛି। ପାତ୍ରୀ ଜଙ୍ଗଲରେ ବାଘ ଛାଲ ଚୋରା ଚାଲାଣ ସମୟରେ ବନ ବିଭାଗ ଚଢ଼ଉ କରି  ବାଘ ଛାଲ ଜବତ କରିବା ସହ ଅମଳାଭାଟା ଚର୍ଚ୍ଚର ପାଷ୍ଟର କୁ ଗିରଫ କରିଛି। ସୂଚନା ଅନୁସାରେ ଶିକାରୀମାନେ  ପାତ୍ରୀ ଜଙ୍ଗଲରେ ବାଘ ଛାଲକୁ ଅନ୍ୟତ୍ର ଚୋରା ଚାଲାଣ କରିବା ପାଇଁ ଯୋଜନା କରୁଥିବାବେଳେ ବନ ବିଭାଗକୁ ଗୁପ୍ତ ସୂଚନା ମିଳିଥିଲା। ଏହା ପରେ ବନଖଣ୍ଡ ଅଧିକାରୀ ଶୁଭେନ୍ଦୁ ପ୍ରାସାଦ ବେହେରାଙ୍କ ନିର୍ଦ୍ଦେଶ କ୍ରମେ ବନ ଅଧିକାରୀମାନେ ତୁରନ୍ତ ଏକ ଟିମ ଗଠନ କରି ଛଡାଉ କରିଥିଲେ। ଏବଂ  ଅମଳାଭାଟା ଚର୍ଚ୍ଚର ପାଷ୍ଟେର ସିପୁନ ଟାକ୍ରୀକୁ ଧରିବା ସହ ତାଙ୍କ ନିକଟରୁ ବାଘ  ଛାଲ ଜବତ କରିଥିଲା। ଗିରଫ ହୋଇଥିବା ପାଷ୍ଟେର କୁ ପଚରାଉଚରା ଚାଲିଥିବା ବେଳେ, ଏହି ଘଟଣାରେ ଆଉ କିଏ କିଏ ଜଡିତ ଅଛନ୍ତି ତାହା ଖୋଜାଯାଉଛି। ବନବିଭାଗ ତରଫରୁ ସୂଚନା ମିଳିଛି ଯେ ବନ୍ୟଜନ୍ତୁ ଚୋରାଚାଲାଣ ରୋକିବା ପାଇଁ ଆଗାମୀ ଦିନରେ ଏପରି ଚଢ଼ଉ ଆହୁରି ବଢ଼ାଯିବ ବୋଲି ଡାବୁଗାଁ ବାନାଁଞ୍ଚଳ ଅଧିକାରୀ ରାମ ଚନ୍ଦ୍ର ଭତ୍ରା ସୂଚନା ଦେଇଛନ୍ତି। ଏହି ଚଢ଼ଉ ସମୟରେ ଏସିଫ ସୁବାସ ଚନ୍ଦ୍ର ଖୁଣ୍ଟିଆ, ଫରେଷ୍ଟର ମଧୁସୂଦନ ପାତ୍ର, ଅଙ୍କୁସ ଦାସ , କାର୍ତ୍ତିକ ମାଝୀ , ଲାଲୁ ବିଷୋଇ , ତାପସ ପଟ୍ଟନାୟକ , ରିତାରାଣି, ଅନିତା ହିଆଲ ଓ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    26-Oct-2026
  ଜିଲ୍ଲା  
ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ   26-Oct-2026
  ଜିଲ୍ଲା  
ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026
  ଜିଲ୍ଲା  
ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   25-Oct-2026

You Might Also Like