-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||     

HOME   ଜିଲ୍ଲା

*ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*

29-Jun-2026



ସୁବର୍ଣ୍ଣପୁର,(ମନୋରଞ୍ଜନ ତ୍ରିପାଠୀ )
ଲୁପୁରସିଂହା ସ୍ଥିତ କାଶୀ ବିଶ୍ୱନାଥ ମନ୍ଦିର ଠାରେ ସମସ୍ତ ଏସଏଚଜି ଗ୍ରୁପ ମହିଳା ଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଲୁପୁରସିଂହା ଗ୍ରାମରେ ମଦ ବିକ୍ରୀ ବନ୍ଦ କରିଯିବା ସହ କେମିତି ଗ୍ରାମରେ ବର୍ଷେ ପର୍ଯ୍ୟନ୍ତ ମଦ ପିଇବା ଜନିତ ବିଶୃଙ୍ଖଳା ନ ହେବ ଏହାର ତତ୍ୱାବଧାନ  କରିବା ପାଇଁ ବିଚାର ବିମର୍ଶ କରାଯାଇଥିଲା । ଯିଏ ମଦ ପିଇ ଗ୍ରାମରେ ବିଶୃଙ୍ଖଳା କରେ ଗ୍ରୁପ ମହିଳା ମାନେ ତାଙ୍କୁ ସଭାକୁ ଡକେଇ ତାଗିଦ କରିବା ପାଇଁ ନିଷ୍ପତ୍ତି ହୋଇଥଲା । ଯଦି ପ୍ରଥମେ ମାନିବେ ଠିକ ନ ହେଲେ ଆଇନ ଗତ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ବୈଠକ ରେ ସ୍ଥିରୀକୃତ ହୋଇଛି । ଏବଂ ଗ୍ରାମ ର ଅନେକ ସମସ୍ୟା ଆଲୋଚନା ହେଇଥିଲା । ଜୋରରେ ଗାଧୁଆ ଘାଟ, ପ୍ରଧାନ ମୁଣ୍ଡରେ ଗାଧୁଆ ଘାଟ ମରାମତି, ରଥଯାତ୍ରା ପୂର୍ବରୁ ଗାଁ ଦାଣ୍ଡ ସଫା ସୁତରା କରାଯିବା ନେଇ ନିଷ୍ପତ୍ତି ହୋଇଥଲା । ପ୍ରତ୍ୟେକ ସମସ୍ୟାର ସମାଧାନ କରାଯିବାକୁ ନିଷ୍ପତ୍ତି ହୋଇଥିବା ବେଳେ ସୁଫଳ ନିଶ୍ଚୟ ମିଳିବ ବୋଲି ସମସ୍ତେ ଆଶା ବାନ୍ଧିଛନ୍ତି । ଏହି କାର୍ଯ୍ୟରେ ଲୁପୁରସିଂହାର ବ୍ୟାସଦେବ ମହାକୁର, ୱାର୍ଡ ମେମ୍ବର ଜୟରାମ ମଲ୍ଲିକ, ଭାରତ ଭୂଷଣ ଦାସ ଓ ସଂଗ୍ରାମ ଦାସ ପୂର୍ଣ୍ଣ ସହଯୋଗ କରିବେ ବୋଲି ଧ୍ରୁବ ବାଣି ଦେବାସହ ଭଗବାନ କାଶୀ ବିଶେଶ୍ୱର ମନ୍ଦିର ପ୍ରାଙ୍ଗଣରେ ଶପଥ ନେଇଛନ୍ତି ଯେ ମଦ ବିକ୍ରିକୁ ବନ୍ଦ ନିଶ୍ଚୟ କରାଯିବ । ସୂଚନା ଯୋଗ୍ୟ ଯେ କିଛି ଦିନ ପୂର୍ବରୁ ମହିଳାମାନେ ଜିଲ୍ଲାପାଳଙ୍କ ଦ୍ବାରସ୍ଥ ହେବା ସହ ଲୁପୁରସିଂହା ଗ୍ରାମରେ ବେଆଇନ ରନ୍ଧାମଦ ଓ ଗଞ୍ଜେଇ କାରବାର ବନ୍ଦ କରିବା ପାଇଁ ଏସପି ଓ ଅବକାରୀ ଅଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    26-Oct-2026
  ଜିଲ୍ଲା  
ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ   26-Oct-2026
  ଜିଲ୍ଲା  
ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026
  ଜିଲ୍ଲା  
ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   25-Oct-2026

You Might Also Like