-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ 

29-Jun-2026



ବଲାଙ୍ଗୀର- ଆଜି ସ୍ଥାନୀୟ ଜେଏସ୍‌ଏମ୍ କଲେଜ ଠାରେ ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟିର ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଆଗାମୀ ଦିନରେ ବଲାଙ୍ଗୀର ଜିଲ୍ଲାର ବିଭିନ୍ନ ବର୍ଗର ଲୋକଙ୍କୁ ଏକଜୁଟ୍ କରି ବଲାଙ୍ଗୀରରେ ରାସ୍ତାଘାଟ, ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବା, ଡ୍ରେନେଜ, ବଦ୍ୟୁତକାଟ୍ ସମସ୍ୟାକୁ ନେଇ ସିଭିଲ୍ ସୋସାଇଟି ପ୍ରଶାସନର ଦୃଷ୍ଟି ଆକର୍ଷଣ କରିବା ପାଇଁ  ନିଷ୍ପତ୍ତି ଗ୍ରହଣ କରାଯାଇଛି । ଏହି ବୈଠକରେ ବର୍ତ୍ତମାନ ଚାଲିଥିବା ସ୍ୱତନ୍ତ୍ର ସଘନ ସଂଶୋଧନ(ଏସ୍‌ଆଇଆର)ର ସଠିକ ପରିଚାଳନା ଏବଂ  ଓ ଜିଲ୍ଲା ସିଭିଲ୍ ସୋସାଇଟିର ସମ୍ବିଧାନ ପ୍ରସ୍ତୁତି ଉପରେ ଆଲୋଚନା ହୋଇଥିଲା ।

ଇଂ . ବେଲାରସିଂ ଭୋଇଙ୍କ ସଭାପତିତ୍ୱରେ ଓ ଶିକ୍ଷାବିତ୍ ମନୋରଂଜନ ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ବୈଠକରେ ଅନ୍ୟ ମାନଙ୍କ ମଧ୍ୟରେ  ଗୋପଭୂଷଣ ନାଥ, ମନୋରଂଜନ ପୁରୋହିତ, ପ୍ରସନ୍ନ କୁମାର ମିଶ୍ର ପ୍ରମୁଖ ମଂଚାସୀନ ରହି ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟିର ସମଭାବାପନ୍ନ ବ୍ୟକ୍ତି ବିଶେଷଙ୍କୁ ନେଇ ସଭ୍ୟ ସଂଖ୍ୟା ବୃଦ୍ଧି କରିବା ଉପରେ ଜୋର ଦେଇଥିଲେ। ସଂଘର ଆଜୀବନ ସଦସ୍ୟା ଭାବରେ ସ୍ୱରୂପା ରାଣୀ ଠାକୁର ସଦସ୍ୟତା ଗ୍ରହଣ କରିଥିଲେ। ଏହି ବୈଠକରେ ଅନ୍ୟ ମାନଙ୍କ ମଧ୍ୟରେ ମନୋରଂଜନ ମିଶ୍ର, ବିମଳ ଚୋପଦାର, ପୀତବାସ ପଣ୍ଡା, ସିଏ ଶ୍ରୀକାନ୍ତ ଶର୍ମା, ରଘୁ ନନ୍ଦନ ସିଂହ, ଦିବାକାର ହୋତା, ରବିନାରାୟଣ ସାହୁ, ଅରୁଣ ନାଥ, ଆନନ୍ଦ ମିଶ୍ର,  ସ୍ୱରୂପା ରାଣୀ ଠାକୁର, ସନ୍ତୋଷୀ ମେହେର, ସଚଳା ମେହେର, ଲିଲି ପଟେଲ, ପବିତ୍ର ଦାଶ,ଶଙ୍କର ପାଣିଗ୍ରାହୀ, ବିଶ୍ୱନାଥ ତ୍ରିପାଠୀ ପ୍ରମୁଖ ସମ୍ବିଧାନ ଓ ଉପଯୁକ୍ତ ସଭ୍ୟ ଚୟନ ଉପରେ ଆଲୋଚନାରେ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ   26-Oct-2026
  ଜିଲ୍ଲା  
ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    26-Oct-2026
  ଜିଲ୍ଲା  
ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ   26-Oct-2026
  ଜିଲ୍ଲା  
ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026

You Might Also Like