-+91-9937148622 |

prerana_bgr@rediffmail.com |

  Monday 13th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||      ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା    (12-Jul-2026)       ||      ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   (12-Jul-2026)       ||      ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   (12-Jul-2026)       ||      ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍    (12-Jul-2026)       ||      ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି    (12-Jul-2026)       ||      ବୃକ୍ଷରୋପଣ ଆମରି ପଣ   (12-Jul-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରଶ୍ନୋତ୍ତର ପ୍ରତିଯୋଗିତା    (12-Jul-2026)       ||      *ଗାଁ ମୁହାଁ ଜଙ୍ଗଲୀ ଭାଲୁ.... ବୋରିପଦର ଗ୍ରାମରେ ଭାଲୁର ଆତଙ୍କ*   (12-Jul-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କ 53 ତମ ଜନ୍ମଦିବସ ବୁର୍ଡ଼l ଡାକ ବଙ୍ଗଳା ଠାରେ ମହା ସମାରୋହରେ ପାଳିତ    (12-Jul-2026)       ||      କୁଟୁମ୍ବଡୋଲା କ୍ଲଷ୍ଟର ପକ୍ଷରୁ ସିଆଲବାହାଲି ଠାରେ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା ସଭା   (12-Jul-2026)       ||      ଅଲେଖ ଧର୍ମ ବଳାମ୍ବି ସ୍ବର୍ଗତ ବିନ୍ଦୁ ବାରିକ ଙ୍କ ଅକାଳ ବିୟୋଗ, ଅଂଚଳ ରେ ଶୋକର ଛାୟା   (12-Jul-2026)       ||      ଯୁବକଙ୍କୁ ହତ୍ୟା, ପୁଲିସର ତଦନ୍ତ ଜାରି   (11-Jul-2026)       ||     

HOME   ରାଜ୍ୟ

ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା

29-Jun-2026



*ଦେବସ୍ନାନ ପୂର୍ଣ୍ଣିମାରେ ପୁରୀ ଠାରେ ସିଡବ୍ଲୁଡିଏସ୍‌ ତରଫରୁ ସାମାଜିକ ସେବା ଶିବିର* 
ପୁରୀ, ତା. ୨୯/୦୬, (ପ୍ରେରଣା ଖବର)  : ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ  ଶିଶୁ ଓ ମହିଳା ବିକାଶ ସୋସାଇଟି(ସିଡବ୍ଲୁଡିଏସ୍‌) ତରଫରୁ  ସାମାଜିକ ସେବା ଶିବିର କାର୍ଯ୍ୟକ୍ରମ ପୁରୀ ଠାରେ  ଅନୁଷ୍ଠିତ ହୋଇଯାଇଛି।  ଶିଶୁ ଓ ମହିଳା ବିକାଶ ସୋସାଇଟିର  ଅଧ୍ୟକ୍ଷ| ତଥା ଓଡ଼ିଶା ରାଜ୍ୟ ରେଡ଼କ୍ରସ ସୋସାଇଟିର ପୂର୍ବତନ ଅବୈତନିକ  ସଚିବ ମେଜର ଡା. କଳ୍ପନା ଦାସ ଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ  ଶ୍ରୀମନ୍ଦିର ପରିସର ଭିତରେ ତଥା ସିଂହ ଦ୍ଵାର ନିକଟରେ  ଭକ୍ତ ମାନଙ୍କ ପାଇଁ ପ୍ରାଥମିକ ଚିକିତ୍ସା, ସ୍ଥାନନ୍ତରୀଣ ସେବା, ଉଷ୍ଣ ତାତିରୁ  ରକ୍ଷା ପାଇବା ପାଇଁ ପାଣି ଛିଞ୍ଚନ, ଦହି ପାଣି, ଲେମ୍ବୁ ପାଣି, ଜଳଜିରା ପାଣି, ଓରାସ୍ ପାଣି, ସାଧା ପାଣି ବଣ୍ଟନ, ବୃଦ୍ଧ ବୃଦ୍ଧା ତଥା ଦିବ୍ୟଙ୍ଗ ବ୍ୟକ୍ତି ମାନଙ୍କ ପାଇଁ ଦେବ ଦର୍ଶନ ପାଇଁ ସ୍ଥାନାନ୍ତରିତ କାର୍ଯକ୍ରମ ବ୍ୟବସ୍ଥା କରାଯାଇଥିଲା ।କାର୍ଯ୍ୟକ୍ରମରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରୁ ଆସିଥିବା ଶିଶୁ ଓ ମହିଳା ବିକାଶ  ସୋସାଇଟିର  ସ୍ଵେଚ୍ଛାସେବୀ   ଯୋଗ ଦେଇଥିଲେ । କାର୍ଯ୍ୟକ୍ରମରେ କୋଷାଧ୍ୟକ୍ଷ  ହରିପଦ ଦାସ,  ଡା.  ବିକାଶ ପ୍ରସାଦ, ଡା. ଲୋକନାଥ ସାହୁ,   ପ୍ରାଥମିକ ଚିକିତ୍ସା ଅଧ୍ୟାପକ ଆଶିଷ ରାଠୋର,  କମଳ କାନ୍ତ ଦାସ, ପ୍ରାଥମିକ ଚିକିତ୍ସା ଅଧ୍ୟାପକ  ରାମ ନାରାୟଣ ଦାଶ, ଗୋପେଶ ପଣ୍ଡା,  ସଞ୍ଜୀବ ଦାଶ, ବନମାଳୀ ମେହେର,  ତପନ ବେହେରା, ଅମନ ଜ୍ୟେତି ପ୍ରକାଶ, ଅନଭ ଜ୍ୟୋତି ପ୍ରକାଶ, ଜଗନ୍ନାଥ ପାତ୍ର, ଶୁଭଶ୍ରୀ ରାଉତ, ଦିନେଶ ପାତ୍ର, ଶିବ ପ୍ରସାଦ , ଦୀପକ,ଦୀପକ ପ୍ରଧାନ, ପିଙ୍କୁ ପାତ୍ର ତଥା ଅନ୍ୟମାନେ ଉପସ୍ଥିତ ରହି କରି ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ରାଜ୍ୟ  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ଜିଲ୍ଲା  
କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   12-Jul-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   12-Jul-2026
  ଜିଲ୍ଲା  
ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   12-Jul-2026
  ଜିଲ୍ଲା  
ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ   12-Jul-2026
  ଜିଲ୍ଲା  
ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   12-Jul-2026
  ଜିଲ୍ଲା  
ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   12-Jul-2026
  ଜିଲ୍ଲା  
ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା   12-Jul-2026
  ଜିଲ୍ଲା  
ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   12-Jul-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   12-Jul-2026
  ଜିଲ୍ଲା  
ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍   12-Jul-2026

You Might Also Like