-+91-9937148622 |

prerana_bgr@rediffmail.com |

  Friday 6th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବାବେବିର ସ୍କୁଲ ରେ ମାଧ୍ୟାନ୍ନ ଭୋଜନ ଥାଳି ଧରି ଗାଁ ବୁଲି ଛାତ୍ର ଛାତ୍ରୀ   (06-Nov-2026)       ||      ୩୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ♦️ ୯ ଜଣ ଅତିଥି ପ୍ରଶିକ୍ଷକଙ୍କଠାରୁ ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ଦାବି    (06-Nov-2026)       ||      ଧର୍ମ ପରାୟଣ ମହିଳାଙ୍କ ପରଲୋକ I   (06-Nov-2026)       ||      ଧାନ ଉଠାଣ ଓ କଷ୍ଟମ ମିଲ୍ଡ ଚାଉଳ ଜମାରେ ବିଳମ୍ବ, କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ ପ୍ରଦୀପ ପୁରୋହିତ   (06-Nov-2026)       ||      ବଲାଙ୍ଗୀର ପୋଲିସର ଏକ ବଡ ସଫଳତା ♦️ଗଂଜେଇ ଚୋରା ଚାଲାଣ ମାମଲାରେ ୨ ଗିରଫ୍    (06-Nov-2026)       ||      କଣ୍ଟାମାଳ ବ୍ଲକର ୫ଟି ପଞ୍ଚାୟତରେ ଗୋଦାବରିସ ସ୍କୁଲ ର ଭିତ୍ତିପ୍ରସ୍ତର ସ୍ଥାପନ   (06-Nov-2026)       ||      ମହିଳା ଅଧିକାର ଓ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ସିଏଚଆରଡିଏସ ମାନଙ୍କୁ ନେଇ ଦୁଇଦିନିଆ ତାଲିମ ଶିବିର   (06-Nov-2026)       ||      ଅର୍ଣ୍ଣବ ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦିଅନ୍ତୁ ସରକାର ନଚେତ ବଲାଙ୍ଗିର ରେ ହେବ ବିରାଟ ଚାଷୀ ଆନ୍ଦୋଳନ- ଅମରେନ୍ଦ୍ର    (06-Nov-2026)       ||      ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"   (06-Nov-2026)       ||      ବଲିଟିକିରା ରେ ୧୪ ତମ ରନିଂ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ,ଖରମୁଣ୍ଡା ଚାମ୍ପିଅନ    (06-Nov-2026)       ||      ବରପାଲି ଯାଦବ ସମାଜ ପକ୍ଷରୁ ମୃତ ଅସହାୟ ମହିଳାଙ୍କ ଶବ ସତ୍କାର   (06-Nov-2026)       ||      *ଡାବୁଗାଁ ବ୍ଲକର 3ଟି ପଂଚାୟତ ରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ*   (06-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ’ ଉଦ୍‌ଘାଟିତ   (06-Nov-2026)       ||      ସୁବର୍ଣ୍ଣପୁରରେ ତମାଖୁ ମୁକ୍ତ ଯୁବ ଅଭିଯାନ ୪.୦ ର ଶୁଭାରମ୍ଭ   (06-Nov-2026)       ||      ନର୍ଲାରୋଡ ସ୍ଥିତ ଅନିଲ କୁମାର ଜୈନ ଙ୍କ ଗୋଦାମ ଘରୁ ନର୍ଲା ପୋଲିସ ଦ୍ୱାରା ବାଣ ଜବତ ।   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବ ପ୍ରଥମ ‘ହ୍ୟୁମାନ ସାଗର ସ୍ମୃତି ସମ୍ମାନ’- କଳାକାର ଏକତା ମଞ୍ଚ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (05-Nov-2026)       ||      ଶାସକ ଦଳର ସାଂସଦ ଏବଂ ସର୍ବାଧିକ ସଂଖ୍ୟକ ବିଧାୟକ ତଥା ପ୍ରଭାବଶାଳୀ ମନ୍ତ୍ରୀ ଥିବା ସତ୍ତ୍ବେ ଲୋକଙ୍କ ପାଖରେ ସର୍ବନିମ୍ନ ମୌଳିକ ସୁବିଧା ନ ପହଞ୍ଚିବା ଦୁର୍ଭାଗ୍ୟଜନକ    (05-Nov-2026)       ||      ଉଦ୍‌ଘାଟନ ହେଲା ୟନେକ୍ସ ସନ୍‌ରାଇଜ ଅଲ ଓଡିଶା ଓସ୍‌ବା ୩୮ତମ ସବ୍ ଜୁନିୟର ୧୫ ଓ ୧୭ ବର୍ଷରୁ କମ୍ ରାଜ୍ୟ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍‌   (05-Nov-2026)       ||     

HOME   ଜିଲ୍ଲା

ନୂତନ ଏସ୍‌ଏମ୍‌ସି ଗଠନ ପାଇଁ ସିଆରସିସିଙ୍କ ବିଦ୍ୟାଳୟ ପରିଦର୍ଶନ

30-Jun-2026



(ପ୍ରିୟଦର୍ଶିନୀ ପାତ୍ର)
ପାପଡ଼ାହାଣ୍ଡି, ୩୦ ଜୁନ: ପାପଡ଼ାହାଣ୍ଡି ବ୍ଲକର ସେମଳା କ୍ଲଷ୍ଟର ଅଧୀନ ସରକାରୀ ପ୍ରାଥମିକ ବିଦ୍ୟାଳୟ, ଡୁମୁରିପଦରରେ ସିଆରସିସି ଶ୍ରୀ ବାବୁଲାଲ ସାଗର ବିଦ୍ୟାଳୟ ପରିଦର୍ଶନ କରି ନୂତନ ସ୍କୁଲ ମ୍ୟାନେଜମେଣ୍ଟ କମିଟି (ଏସ୍‌ଏମ୍‌ସି) ଗଠନ, ଶୈକ୍ଷିକ ଉନ୍ନତି ଓ ଏକାଡେମିକ କମିଟି ଗଠନ ସମ୍ପର୍କରେ ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ନଳିନୀ ପ୍ରଭାଙ୍କ ସହ ଆଲୋଚନା କରିଥିଲେ।
ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ନୂତନ ଏସ୍‌ଏମ୍‌ସି ଗଠନ ପାଇଁ ବିଦ୍ୟାଳୟ ପକ୍ଷରୁ ଅଭିଭାବକମାନଙ୍କୁ ନୋଟିସ ମାଧ୍ୟମରେ ଅବଗତ କରାଯାଇଛି। ଏହା ସହ ପ୍ରାର୍ଥନା ସଭାରେ ମଧ୍ୟ ସମସ୍ତ ପିତାମାତାଙ୍କୁ ସଭାରେ ଯୋଗଦେବାକୁ ଅନୁରୋଧ କରାଯାଇଛି। ସୋମବାର, ତାରିଖ ୬ ଜୁଲାଇ ୨୦୨୬ରେ ଅଭିଭାବକ ସଭା ଅନୁଷ୍ଠିତ ହେବ।
ବିଭାଗୀୟ ସମୟସୀମା ଅନୁଯାୟୀ ୧୭ ଜୁଲାଇ ସୁଦ୍ଧା ନୂତନ ଏସ୍‌ଏମ୍‌ସି ଗଠନ କରି ଏହାର ତଥ୍ୟ ସିଆରସିସିଙ୍କ ମାଧ୍ୟମରେ ବିଇଓ କାର୍ଯ୍ୟାଳୟକୁ ପ୍ରେରଣ କରାଯିବ। ଗଣଶିକ୍ଷା ବିଭାଗର ନିର୍ଦ୍ଦେଶାବଳୀର ସଠିକ୍ ପାଳନ କରିବା ପ୍ରତ୍ୟେକ ବିଦ୍ୟାଳୟର ଦାୟିତ୍ୱ ବୋଲି ସିଆରସିସି ଶ୍ରୀ ସାଗର ପ୍ରକାଶ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାବେବିର ସ୍କୁଲ ରେ ମାଧ୍ୟାନ୍ନ ଭୋଜନ ଥାଳି ଧରି ଗାଁ ବୁଲି ଛାତ୍ର ଛାତ୍ରୀ   06-Nov-2026
  ଅପରାଧ  
୩୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ♦️ ୯ ଜଣ ଅତିଥି ପ୍ରଶିକ୍ଷକଙ୍କଠାରୁ ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ଦାବି   06-Nov-2026
  ଜିଲ୍ଲା  
ଧର୍ମ ପରାୟଣ ମହିଳାଙ୍କ ପରଲୋକ I   06-Nov-2026
  ଜିଲ୍ଲା  
ଧାନ ଉଠାଣ ଓ କଷ୍ଟମ ମିଲ୍ଡ ଚାଉଳ ଜମାରେ ବିଳମ୍ବ, କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ ପ୍ରଦୀପ ପୁରୋହିତ   06-Nov-2026
  ଅପରାଧ  
ବଲାଙ୍ଗୀର ପୋଲିସର ଏକ ବଡ ସଫଳତା ♦️ଗଂଜେଇ ଚୋରା ଚାଲାଣ ମାମଲାରେ ୨ ଗିରଫ୍   06-Nov-2026
  ଜିଲ୍ଲା  
କଣ୍ଟାମାଳ ବ୍ଲକର ୫ଟି ପଞ୍ଚାୟତରେ ଗୋଦାବରିସ ସ୍କୁଲ ର ଭିତ୍ତିପ୍ରସ୍ତର ସ୍ଥାପନ   06-Nov-2026
  ଜିଲ୍ଲା  
ମହିଳା ଅଧିକାର ଓ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ସିଏଚଆରଡିଏସ ମାନଙ୍କୁ ନେଇ ଦୁଇଦିନିଆ ତାଲିମ ଶିବିର   06-Nov-2026
  ଜିଲ୍ଲା  
ଅର୍ଣ୍ଣବ ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦିଅନ୍ତୁ ସରକାର ନଚେତ ବଲାଙ୍ଗିର ରେ ହେବ ବିରାଟ ଚାଷୀ ଆନ୍ଦୋଳନ- ଅମରେନ୍ଦ୍ର   06-Nov-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"   06-Nov-2026
  ଜିଲ୍ଲା  
ବଲିଟିକିରା ରେ ୧୪ ତମ ରନିଂ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ,ଖରମୁଣ୍ଡା ଚାମ୍ପିଅନ    06-Nov-2026
  ଜିଲ୍ଲା  
ବରପାଲି ଯାଦବ ସମାଜ ପକ୍ଷରୁ ମୃତ ଅସହାୟ ମହିଳାଙ୍କ ଶବ ସତ୍କାର   06-Nov-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର 3ଟି ପଂଚାୟତ ରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ*   06-Nov-2026

You Might Also Like