-+91-9937148622 |

prerana_bgr@rediffmail.com |

  Sunday 12th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||      ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା    (12-Jul-2026)       ||      ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   (12-Jul-2026)       ||      ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   (12-Jul-2026)       ||      ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍    (12-Jul-2026)       ||      ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି    (12-Jul-2026)       ||      ବୃକ୍ଷରୋପଣ ଆମରି ପଣ   (12-Jul-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରଶ୍ନୋତ୍ତର ପ୍ରତିଯୋଗିତା    (12-Jul-2026)       ||      *ଗାଁ ମୁହାଁ ଜଙ୍ଗଲୀ ଭାଲୁ.... ବୋରିପଦର ଗ୍ରାମରେ ଭାଲୁର ଆତଙ୍କ*   (12-Jul-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କ 53 ତମ ଜନ୍ମଦିବସ ବୁର୍ଡ଼l ଡାକ ବଙ୍ଗଳା ଠାରେ ମହା ସମାରୋହରେ ପାଳିତ    (12-Jul-2026)       ||      କୁଟୁମ୍ବଡୋଲା କ୍ଲଷ୍ଟର ପକ୍ଷରୁ ସିଆଲବାହାଲି ଠାରେ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା ସଭା   (12-Jul-2026)       ||      ଅଲେଖ ଧର୍ମ ବଳାମ୍ବି ସ୍ବର୍ଗତ ବିନ୍ଦୁ ବାରିକ ଙ୍କ ଅକାଳ ବିୟୋଗ, ଅଂଚଳ ରେ ଶୋକର ଛାୟା   (12-Jul-2026)       ||      ଯୁବକଙ୍କୁ ହତ୍ୟା, ପୁଲିସର ତଦନ୍ତ ଜାରି   (11-Jul-2026)       ||     

HOME   ରାଜ୍ୟ

ଟେପରେନ ଧବଳେଶ୍ୱର କଁଟା ମାଟିକାମରେ ଦୁର୍ନୀତି ♦️ ନରସିଂହଙ୍କୁ ଅଭିଯୋଗ କଲେ ସ୍ଥାନୀୟ ବିଜେପି ନେତା

30-Jun-2026



ବଲାଙ୍ଗିର(ପ୍ରେରଣା ଖବର)- ଦେଓଗାଁ ବ୍ଲକ ଅନ୍ତର୍ଗତ ବନ୍ଧପଡା ପଂଚାୟତର ବୁଢାବାହାଲ ଗାଁ ରେ ହୋଇଥିବା ଏକ ସାମାଜିକ କାର୍ଯ୍ୟରେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର ଯୋଗ ଦେଇଥିଲେ । ଏହି ସମୟରେ ଗାଁ ଲୋକଙ୍କ ସହ ଆଲୋଚନା ବେଳେ ଜଣେ ସ୍ଥାନୀୟ ବିଜେପି ନେତା ବାସୁଦେବ ସିଂ ନିନା ଟେପରେନ ଗାଁ ରେ ଥିବା ଧବଳେଶ୍ୱର କଁଟା ରେ ଚାଲିଥିବା ପୋଖରି ଉନ୍ନତିକରଣ କାମ ରେ ଦୁର୍ନିତି ହୋଇଥିବା ଅଭିଯୋଗ ଶ୍ରୀ ମିଶ୍ରଙ୍କ ଆଗରେ ରଖିଥିଲେ । ତା ସହ କିଛି

ସ୍ଥାନୀୟ ଲୋକଙ୍କ ସହ ଆସି ପୋଖରୀ କାମ ପରିଦର୍ଶନ କରିବା ପାଇଁ ଅନୁରୋଧ କରିଥିଲେ । ଶ୍ରୀ ମିଶ୍ର ତୁରନ୍ତ ଟେପରେନ ଗାଁରେ ଥିବା ୧୮.୫୬ ଏକର ର ଏହି ପୋଖରୀ କୁ ପରିଦର୍ଶନ ରେ ଯାଇଥିଲେ । ସେଠାରେ ଉପସ୍ଥିତ ଥିବା ଲୋକେ ତଥା ଶ୍ରୀ ସିଂନିନା ମାଟି କାମରେ କିପରି ଦୁର୍ନତି ହୋଇଛି ସେ ସବୁ ଗୋଟି ଗୋଟି କରି ବଖାଣିଥିଲେ ।  ୧୦ ଲକ୍ଷ ଟଙ୍କାର ଭିତ୍ତିଭୂମି ବିକାଶ ଅନୁଦାନରୁ ଏହି ପୋଖରୀ କାର୍ଯ୍ୟ କରାଯାଉଛି । ଏହି ପୋଖରୀ ଉପରେ ଏହି ଗାଁ ର ୩ଟି ୱାର୍ଡର ଲୋକ ନିର୍ଭର କରନ୍ତି । ଦିନ ଥିଲା ଏହି ପୋଖରୀ ରୁ ଗାଁ ଲୋକଙ୍କ ପାଇଁ ପିଇବା ପାଣିର ବ୍ୟବସ୍ଥା ମଧ୍ୟ ହୋଇପାରୁଥିଲା । ଏପରି କି ଏହି ବିଶାଳ ପୋଖରୀ ରୁ ତାର ସଂଲଗ୍ନ କିଛି ଚାଷ ଜମିକୁ ଖରିପ ଓ ରବି ଉଭୟ ଫସଲ କୁ ଜଳସେଚନ ହୋଇପାରୁଥିଲା । କିନ୍ତୁ ଦୁଃଖର କଥା ଯେ ଏହି ମାଟି କାମର ଠିକା କିଛି ରାଜନୈତିକ ବ୍ୟକ୍ତିବିଶେଷ କରୁଥିବା ଯୋଗୁଁ ବ୍ଲକ ପ୍ରଶାସନ ମଧ୍ୟ ଏହି ଦୁର୍ନିତିକୁ ନେଇ ଆଖି ବନ୍ଦ କରିଦେଇଛି । ୧୮ ଏକରର ଏହି ବିଶାଳ ପୋଖରୀର କିଛି ଅଂଶରେ ଚହଲା ଖନନ କରି ସେହି ସମାନ ମାଟିକୁ ପୋଖରିର

ଭିତରପଟ ଆଡିରେ ପୁଣି ପକାଯାଉଛି ଯାହାକି ବର୍ଷା ହେବା ପରେ ସମାନ ମାଟି ପୁଣି ପୋଖରୀ ଭିତରକୁ ଆସିଯିବ ବୋଲି ଶ୍ରୀ ମିଶ୍ରଙ୍କ ଆଗରେ ସ୍ଥାନୀୟ ଲୋକେ ଅଭିଯୋଗ କରିଥିଲେ । ଅଭିଯୋଗ ଶୁଣିବା ପରେ ତୁରନ୍ତ ଶ୍ରୀ ମିଶ୍ର ଦେଓଗାଁ ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରିୟରଂଜନ କୁମାର ଙ୍କୁ ଫୋନ ଯୋଗେ ଏ ଦୁର୍ନିତି ଅଭିଯୋଗ ବାବଦରେ ପଚାରି ବୁଝିବା ସହ ଶିଘ୍ର  ଏ ଦିଗରେ ଅନୁସନ୍ଧାନ କରିବା ପାଇଁ ବିଭାଗୀୟ ଯନ୍ତ୍ରୀଙ୍କୁ ପଠାଇବା ପାଇଁ କହିଥିଲେ । ଯଦି ଏହି କାମରେ ସ୍ୱଚ୍ଛତା ନ ଆସେ ତେବେ ଟେପରେନ ଗ୍ରାମବାସୀ ଏହି ଦୁର୍ନିତିକୁ ନେଇ ବ୍ଲକ ଆଗରେ ଆନ୍ଦୋଳନ କରିବେ ବୋଲି ଚେତେଇ ଦେଇଥିଲେ । ଆଜିର ଏହି ପରିଦର୍ଶନ ସମୟରେ ଅନ୍ୟମାନଙ୍କ ମଧ୍ୟରେ ମୁକେଶ ମିଶ୍ର, ସୁରେଶ ମିର୍ଦ୍ଧା, ରାଧାକାନ୍ତ ବାଗ, ଶ୍ରୀହରି ସିଂନିନା, କୁନା ସେଠ, ଅନ୍ତର୍ଯ୍ୟାମି ମିଶ୍ର, ରମେଶ ମିଶ୍ର, କଂଗ୍ରେସ ନେତା ରାମଜୀ ଚୈାଧୁରି , ଅସୀତ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ରାଜ୍ୟ  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ଜିଲ୍ଲା  
କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   12-Jul-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   12-Jul-2026
  ଜିଲ୍ଲା  
ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   12-Jul-2026
  ଜିଲ୍ଲା  
ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ   12-Jul-2026
  ଜିଲ୍ଲା  
ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   12-Jul-2026
  ଜିଲ୍ଲା  
ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   12-Jul-2026
  ଜିଲ୍ଲା  
ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା   12-Jul-2026
  ଜିଲ୍ଲା  
ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   12-Jul-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   12-Jul-2026
  ଜିଲ୍ଲା  
ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍   12-Jul-2026

You Might Also Like