-+91-9937148622 |

prerana_bgr@rediffmail.com |

  Sunday 12th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||      ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା    (12-Jul-2026)       ||      ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   (12-Jul-2026)       ||      ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   (12-Jul-2026)       ||      ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍    (12-Jul-2026)       ||      ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି    (12-Jul-2026)       ||      ବୃକ୍ଷରୋପଣ ଆମରି ପଣ   (12-Jul-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରଶ୍ନୋତ୍ତର ପ୍ରତିଯୋଗିତା    (12-Jul-2026)       ||      *ଗାଁ ମୁହାଁ ଜଙ୍ଗଲୀ ଭାଲୁ.... ବୋରିପଦର ଗ୍ରାମରେ ଭାଲୁର ଆତଙ୍କ*   (12-Jul-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କ 53 ତମ ଜନ୍ମଦିବସ ବୁର୍ଡ଼l ଡାକ ବଙ୍ଗଳା ଠାରେ ମହା ସମାରୋହରେ ପାଳିତ    (12-Jul-2026)       ||      କୁଟୁମ୍ବଡୋଲା କ୍ଲଷ୍ଟର ପକ୍ଷରୁ ସିଆଲବାହାଲି ଠାରେ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା ସଭା   (12-Jul-2026)       ||      ଅଲେଖ ଧର୍ମ ବଳାମ୍ବି ସ୍ବର୍ଗତ ବିନ୍ଦୁ ବାରିକ ଙ୍କ ଅକାଳ ବିୟୋଗ, ଅଂଚଳ ରେ ଶୋକର ଛାୟା   (12-Jul-2026)       ||      ଯୁବକଙ୍କୁ ହତ୍ୟା, ପୁଲିସର ତଦନ୍ତ ଜାରି   (11-Jul-2026)       ||     

HOME   ରାଜ୍ୟ

କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି

05-Jul-2026



ଭୁବନେଶ୍ବର(ପ୍ରେରଣା ଖବର): କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ ଲୋକପ୍ରିୟ କାର୍ଯ୍ୟକ୍ରମ 'କଫି ବ୍ରେକ୍'ର ତୃତୀୟ ସଂସ୍କରଣ ସ୍ଥାନୀୟ ଷ୍ଟୁଡିଓ ଏନ୍ ଆର୍ ଠାରେ ଅନୁଷ୍ଠିତ ହୋଇଯାଇଛି l କାର୍ଯ୍ୟକ୍ରମରେ ପ୍ରାୟ ଶହେରୁ ଉର୍ଦ୍ଧ୍ଵ ସାହିତ୍ୟପ୍ରେମୀ ଯୋଗ ଦେଇ ଓଡିଆ କବିତା, ଗପ, ଗୀତକୁ ଉପଭୋଗ କରିଥିଲେ l ଏହି ଅବସରରେ ସୁଖ୍ୟାତ ଲେଖକ ଦେବବ୍ରତ ଦାସଙ୍କ ଉପନ୍ୟାସ 'ତୁଷ' ଏବଂ ନିହାର ରଞ୍ଜନ ପରିଡ଼ାଙ୍କ ଉପନ୍ୟାସ 'ରେନକୋଟ୍'ର ତୃତୀୟ ସଂସ୍କରଣ ଲୋକାର୍ପଣ ହୋଇଥିଲା l ପ୍ରାୟ ପଚିଶରୁ ଉର୍ଦ୍ଧ୍ଵ ଯୁବପିଢ଼ି ନିଜର କବିତା, ଗଳ୍ପ ଏବଂ ସଙ୍ଗୀତ ନିଆରା ଶୈଳୀରେ ପରିବେଷଣ କରିଥିଲେ l ଦର୍ଶକମାନେ ଟିକେଟ୍ କାଟି ଓଡ଼ିଆ କବିତା ଶୁଣିବାକୁ ଆସିବା ସମସ୍ତଙ୍କୁ ଉତ୍ସାହିତ କରିଥିଲା l ଯୁବ କବି ଏବଂ ଗାଳ୍ପିକଙ୍କ ନୂଆ ବହି ସବୁକୁ ବଡ଼ ଆଗ୍ରହରେ ସମସ୍ତେ କିଣିବା ସହ ସେମାନଙ୍କର ଦସ୍ତଖତ ନେଇଥିଲେ l ଯୁବପିଢ଼ିକୁ ଓଡ଼ିଆ ଭାଷାସାହିତ୍ୟ ଏବଂ ସଙ୍ଗୀତ ସହ ଯୋଡ଼ି ରଖିବାରେ କଳିଙ୍ଗ ଭାଷା ମୁକ୍ତମଞ୍ଚର ଏପରି ପ୍ରୟାସର ସମସ୍ତେ ଭୂୟସୀ ପ୍ରଶଂସା କରିଥିଲେ l 
    
                    ସୂଚନଯୋଗ୍ୟ ଯେ, କଳିଙ୍ଗ ଭାଷା ମୁକ୍ତମଞ୍ଚ ବିଗତ ଛ ବର୍ଷ ଧରି ଓଡ଼ିଆ ଭାଷାରେ ଏପରି ମୁକ୍ତମଞ୍ଚ (ଓପନ୍ ମାଇକ୍) କାର୍ଯ୍ୟକ୍ରମ ଆୟୋଜନ କରି ଆସୁଛି l ଓଡ଼ିଶାର ବିଭିନ୍ନ ଅଞ୍ଚଳର ପ୍ରତିଭାବାନ୍ ଯୁବକଯୁବତୀ ଏହା ମାଧ୍ୟମରେ ନିଜର ପ୍ରତିଭା ପ୍ରଦର୍ଶନ କରି ପରିଚୟ ସୃଷ୍ଟି କରିପାରିଛନ୍ତି l ସାମାଜିକ ଗଣମାଧ୍ୟମରେ ଏହି ସବୁ କବିତା, ସଙ୍ଗୀତ ଖୁବ୍ ଲୋକପ୍ରିୟ ମଧ୍ଯ ହୋଇଛି l କାର୍ଯ୍ୟକ୍ରମରେ ତରୁଣ ପିଢ଼ିର ପ୍ରତିଭାବାନ୍ କବି ଶ୍ରୀସିକ୍ତା ଶୁଭଦର୍ଶିନୀ ନାୟକ ଉପସ୍ଥାପନ କରିଥିଲା ବେଳେ କଳିଙ୍ଗ ଭାଷା ମୁକ୍ତମଞ୍ଚର ଆବାହକ ସତ୍ୟ ଶିବ ସୁନ୍ଦର ଦାସ ଧନ୍ୟବାଦ ଅର୍ପଣ କରିଥିଲେ l କାର୍ଯ୍ୟକ୍ରମ ଆୟୋଜନରେ ଅଂଶୁମାନ ସାହୁ, ଜ୍ୟୋତି ରଞ୍ଜନ ବାରିକ, ସୁମିତ୍ ପଣ୍ଡା, ବିଶ୍ଵକସେନ୍ ଦାଶ ପ୍ରମୁଖ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ରାଜ୍ୟ  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ଜିଲ୍ଲା  
କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   12-Jul-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   12-Jul-2026
  ଜିଲ୍ଲା  
ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   12-Jul-2026
  ଜିଲ୍ଲା  
ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ   12-Jul-2026
  ଜିଲ୍ଲା  
ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   12-Jul-2026
  ଜିଲ୍ଲା  
ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   12-Jul-2026
  ଜିଲ୍ଲା  
ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା   12-Jul-2026
  ଜିଲ୍ଲା  
ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   12-Jul-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   12-Jul-2026
  ଜିଲ୍ଲା  
ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍   12-Jul-2026

You Might Also Like