-+91-9937148622 |

prerana_bgr@rediffmail.com |

  Monday 23rd November 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ମହୋତ୍ସବ, ୨୦୨୬ ରେ ବଲାଙ୍ଗୀର ର ଝିଅଙ୍କ କୃତିତ୍ୱ    (23-Nov-2026)       ||      ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀରରେ ଏନ୍‌ସିସି ରାଙ୍କ୍ ପ୍ରଦାନ ସମାରୋହ ଅନୁଷ୍ଠିତ   (23-Nov-2026)       ||      ଟିଟିଲାଗଡ ଶ୍ରୀ ସତ୍ୟସାଇ ସେବା ସମିତି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ     (22-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (22-Nov-2026)       ||      ପୁଣି ଅସୁସ୍ଥ ବାଲିଗୁଡ଼ା ଏନ୍‌ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ : ଉନ୍ନତ ଚିକିତ୍ସା ପାଇଁ ବ୍ରହ୍ମପୁର ସ୍ଥାନାନ୍ତରିତ    (22-Nov-2026)       ||      ତହଁକ୍ କୁଟୁମ୍ ର କୋଶଲି ଖାଏନା କୋଶଲି ଗାଏନା କାର୍ଯ୍ୟକ୍ରମ    (22-Nov-2026)       ||      ୯ ଦାଦନ ଶ୍ରମିକ ଉଦ୍ଧାର, ସର୍ଦ୍ଦାର ଗିରଫ    (22-Nov-2026)       ||      ଓ.ୟୁ.ଜେ ବଲାଙ୍ଗିର ଶାଖାର ସାଧାରଣ ପରିଷଦ ବୈଠକରେ ନୂତନ ମନୋନୀତ କର୍ମକର୍ତ୍ତା ମାନଙ୍କୁ ଅଭିନନ୍ଦନ    (22-Nov-2026)       ||      ବରପାଲି ରେ ପଞ୍ଚମ ଗଙ୍ଗାଧର ମେହେର ଫୁଟବଲ କପ୍‌, ଝାରସୁଗୁଡ଼ା ଚାମ୍ପିଅନ   (22-Nov-2026)       ||      ଲଡୁଗାଁ ରାଜୁ ବାଗ ହତ୍ୟା କାଣ୍ଡ ର ନ୍ୟାୟ ମିଳିବା ପାଇଁ କୋକସରା ଥାନା ଘେରାଉ   (22-Nov-2026)       ||      *ଡାବୁଗାଁରେ ଜନଜାତୀୟ ଗୌରବ ଦିବସ ପାଳିତ*   (22-Nov-2026)       ||      ବଂଜାରୀ ଗ୍ରାମରେ ଅଷ୍ଟପ୍ରହରୀ ନାମଯଜ୍ଞ ଓ କଳସ ଶୋଭାଯାତ୍ରା   (22-Nov-2026)       ||      ଭକ୍ତି ରସରେ ବିଭୋର ହେଲେ ଶ୍ରଦ୍ଧାଳୁ,ରୁକ୍ମିଣୀ ବିବାହ ଶୋଭାଯାତ୍ରାରେ କମ୍ପିଲା ଗ୍ରାମ (ଫୁଲମୁଠିରେ ସପ୍ତାହ ପାରାୟଣ)   (22-Nov-2026)       ||      ଲାଠୋର ଥାନା ଚାରିପଟେ ଦାଦନସର୍ଦ୍ଦାରଙ୍କ ଘର♦️ ବେଆଇନ ଚାଲାଣକାରୀ ସର୍ଦ୍ଦାରର ସ୍ବୀକାରୋକ୍ତି  ! ଆନ୍ତଃଜିଲ୍ଲା ଓ ଆନ୍ତଃରାଜ୍ୟ ସର୍ଦ୍ଦାର ଗିରଫ   (22-Nov-2026)       ||      ବଲାଙ୍ଗୀର ହାଟପଡ଼ାରେ ଦ୍ୱାଦଶ ତମ ଚବିଶ ପ୍ରହରୀ ନାମଯଜ୍ଞ ପାଇଁ ଭବ୍ୟ କଳସ ଯାତ୍ରା   (22-Nov-2026)       ||      ସାଇଟ କଲେଜରେ ଶିଶୁ ସୁରକ୍ଷା ଓ  ସଚେତନତା ଶିବିର   (22-Nov-2026)       ||      ପାନ ଦୋକାନରେ ଚୋରି ଘଟଣାରେ ଅଭିଯୁକ୍ତ ଗିରଫ, ଚୋରି ଟଙ୍କା ଉଦ୍ଧାର ସହ ଲୁହା ରଡ୍ ଜବତ   (22-Nov-2026)       ||      *ଓଡିଶା ପାଇଁ ଗୌରବ ଡା. ଜ୍ୟୋତିର୍ମୟ ନାୟକ ଜାତୀୟ ଶ୍ରେଷ୍ଠ ଚିକିତ୍ସା ଶିକ୍ଷକ ପୁରସ୍କାର ପାଇଁ ମନୋନୀତ*   (22-Nov-2026)       ||      ବାରିପଦା ବାସୀଙ୍କ ଦୀର୍ଘବର୍ଷର ସ୍ୱପ୍ନ ହେବ ପୂରଣ :ବୁଢାବଳଙ୍ଗ ରିଙ୍ଗରୋଡ଼ ପ୍ରକଳ୍ପ ପାଇଁ ୨୭୮.୧୩ କୋଟି ଟଙ୍କାର ଅନୁମୋଦନ   (22-Nov-2026)       ||      *ନବରଙ୍ଗପୁରରେ ଡାକ୍ତରଙ୍କୁ ଧମକ ଅଭିଯୋଗ, ଏକ ଦିନ ଓପିଡି ବନ୍ଦ କରିବ ଓଡ଼ିଶା ମେଡିକାଲ୍ ସର୍ଭିସ୍ ଆସୋସିଏସନ୍*   (22-Nov-2026)       ||     

HOME   ଜିଲ୍ଲା

*ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*

06-Jul-2026



ନବରଙ୍ଗପୁର-(ପ୍ରିୟଦର୍ଶିନୀ ପାତ୍ର) ଡ଼ାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ୭୭ତମ ବନ ମହୋତ୍ସବ ସପ୍ତାହ ଅବସରରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଲା । ଏହି କାର୍ଯ୍ୟକ୍ରମ ରେ ଡାବୁଗାଁ ବାନଖଣ୍ଡ ଅଧିକାରୀ ରାମଚନ୍ଦ୍ର ଭତ୍ରା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଛାତ୍ର ଛାତ୍ରୀ ଙ୍କୁ ଗଛ ଲଗାଇଲେ କିପରି ଆମର ପରିବେଶ ସନ୍ତୁଳନ ରକ୍ଷା ହେବ ସେ ବିଷୟରେ ବୁଝାଇଥିଲେ । ଏହା ପରେ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧକ୍ଷ ରମେଶ ଚନ୍ଦ୍ର ନାହାକ ବୃକ୍ଷ ରୋପଣ ଉପରେ ଏକ କବିତା ପାଠ କରିଥିଲେ । ଏବଂ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ବନଖଣ୍ଡ ଅଧିକାରୀ  ଶ୍ରୀ  ଭତ୍ରା, ବିଦ୍ୟାଳୟ ଅଧକ୍ଷ ଶ୍ରୀ ନାହାକ ଙ୍କ ସହ  ସମସ୍ତ ଛାତ୍ର ଛାତ୍ରୀ ମାନେ ମିସି ହଷ୍ଟେଲ ପରିସର ରେ ବୃକ୍ଷ ରୋପଣ କରିଥିଲେ ।

ଏହି କାର୍ଯ୍ୟକ୍ରମ ରେ ଡାବୁଗାଁ ବାନପାଳ ପ୍ରଫୁଲ୍ଲ ମାଝୀ , ଅନିତା ହିଆଲ , କାର୍ତ୍ତିକ ମାଝୀ , ତାପସ ରଞ୍ଜନ ପଟ୍ଟନାୟକ , ଆକଂଶି କରଣ , ସୁଭଦ୍ରା ସାହୁ, ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସମସ୍ତ କର୍ମଚାରୀ ମାନେ ଏବଂ ସାମ୍ବାଦିକ ମାନେ ଉପସ୍ଥିତ ରହି ବୃକ୍ଷ ରୋପଣ କରିଥିଲେ । ଏହି କାର୍ଯ୍ୟକ୍ରମ ରେ ବିଦ୍ୟାଳୟ ପରିସରରେ ମୋଟ ୩୦୦ ଟି ଗଛ ଲଗାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ମହୋତ୍ସବ, ୨୦୨୬ ରେ ବଲାଙ୍ଗୀର ର ଝିଅଙ୍କ କୃତିତ୍ୱ   23-Nov-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀରରେ ଏନ୍‌ସିସି ରାଙ୍କ୍ ପ୍ରଦାନ ସମାରୋହ ଅନୁଷ୍ଠିତ   23-Nov-2026
  ଜିଲ୍ଲା  
ଟିଟିଲାଗଡ ଶ୍ରୀ ସତ୍ୟସାଇ ସେବା ସମିତି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ     22-Nov-2026
  ଜିଲ୍ଲା  
ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   22-Nov-2026
  ଜିଲ୍ଲା  
ପୁଣି ଅସୁସ୍ଥ ବାଲିଗୁଡ଼ା ଏନ୍‌ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ : ଉନ୍ନତ ଚିକିତ୍ସା ପାଇଁ ବ୍ରହ୍ମପୁର ସ୍ଥାନାନ୍ତରିତ    22-Nov-2026
  ଜିଲ୍ଲା  
ତହଁକ୍ କୁଟୁମ୍ ର କୋଶଲି ଖାଏନା କୋଶଲି ଗାଏନା କାର୍ଯ୍ୟକ୍ରମ   22-Nov-2026
  ଜିଲ୍ଲା  
୯ ଦାଦନ ଶ୍ରମିକ ଉଦ୍ଧାର, ସର୍ଦ୍ଦାର ଗିରଫ   22-Nov-2026
  ଜିଲ୍ଲା  
ଓ.ୟୁ.ଜେ ବଲାଙ୍ଗିର ଶାଖାର ସାଧାରଣ ପରିଷଦ ବୈଠକରେ ନୂତନ ମନୋନୀତ କର୍ମକର୍ତ୍ତା ମାନଙ୍କୁ ଅଭିନନ୍ଦନ   22-Nov-2026
  ଜିଲ୍ଲା  
ବରପାଲି ରେ ପଞ୍ଚମ ଗଙ୍ଗାଧର ମେହେର ଫୁଟବଲ କପ୍‌, ଝାରସୁଗୁଡ଼ା ଚାମ୍ପିଅନ   22-Nov-2026
  ଜିଲ୍ଲା  
ଲଡୁଗାଁ ରାଜୁ ବାଗ ହତ୍ୟା କାଣ୍ଡ ର ନ୍ୟାୟ ମିଳିବା ପାଇଁ କୋକସରା ଥାନା ଘେରାଉ   22-Nov-2026
  ଜିଲ୍ଲା  
*ଡାବୁଗାଁରେ ଜନଜାତୀୟ ଗୌରବ ଦିବସ ପାଳିତ*   22-Nov-2026
  ଜିଲ୍ଲା  
ବଂଜାରୀ ଗ୍ରାମରେ ଅଷ୍ଟପ୍ରହରୀ ନାମଯଜ୍ଞ ଓ କଳସ ଶୋଭାଯାତ୍ରା   22-Nov-2026

You Might Also Like