-+91-9937148622 |

prerana_bgr@rediffmail.com |

  Sunday 12th July 2026 |

| | | |

R.N.I. Regd No. ODIODI/2010/46693

Breaking News

କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||      ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା    (12-Jul-2026)       ||      ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   (12-Jul-2026)       ||      ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   (12-Jul-2026)       ||      ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍    (12-Jul-2026)       ||      ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି    (12-Jul-2026)       ||      ବୃକ୍ଷରୋପଣ ଆମରି ପଣ   (12-Jul-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରଶ୍ନୋତ୍ତର ପ୍ରତିଯୋଗିତା    (12-Jul-2026)       ||      *ଗାଁ ମୁହାଁ ଜଙ୍ଗଲୀ ଭାଲୁ.... ବୋରିପଦର ଗ୍ରାମରେ ଭାଲୁର ଆତଙ୍କ*   (12-Jul-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କ 53 ତମ ଜନ୍ମଦିବସ ବୁର୍ଡ଼l ଡାକ ବଙ୍ଗଳା ଠାରେ ମହା ସମାରୋହରେ ପାଳିତ    (12-Jul-2026)       ||      କୁଟୁମ୍ବଡୋଲା କ୍ଲଷ୍ଟର ପକ୍ଷରୁ ସିଆଲବାହାଲି ଠାରେ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା ସଭା   (12-Jul-2026)       ||      ଅଲେଖ ଧର୍ମ ବଳାମ୍ବି ସ୍ବର୍ଗତ ବିନ୍ଦୁ ବାରିକ ଙ୍କ ଅକାଳ ବିୟୋଗ, ଅଂଚଳ ରେ ଶୋକର ଛାୟା   (12-Jul-2026)       ||      ଯୁବକଙ୍କୁ ହତ୍ୟା, ପୁଲିସର ତଦନ୍ତ ଜାରି   (11-Jul-2026)       ||      *ଅକ୍ଟୋବର ୧୫ ସୁଦ୍ଧା ମାଗଣା ରବିଚାଷ ପାଇଁ ବିହନ ଯୋଗାଇବାକୁ ଦାବି: ପୋଷ୍ଟ କାର୍ଡ ମାଧ୍ୟମରେ ସରକାରଙ୍କୁ ଚାଷୀ ଙ୍କ ଅନୁରୋଧ*   (11-Jul-2026)       ||      ରଶ୍ମି ରଞ୍ଜନ ସିଦ୍ଧାଶ୍ରମରେ ବୃକ୍ଷ ରୋପଣ   (11-Jul-2026)       ||     

HOME   ଜିଲ୍ଲା

ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...

06-Jul-2026



ବଲାଙ୍ଗୀର /ପୁଇଁତଲା(ପ୍ରେରଣା ଖବର): ପୁଇଁତଲା ବ୍ଲକ ଏନ ଏଚ ରାସ୍ତା କଡ଼ କୁ ଲାଗି ଜଣେ ଅଣଓଡ଼ିଆ ବ୍ୟକ୍ତି ବେଆଇନ ଭାବରେ ଟ୍ରକ ଟ୍ରକ ମାଟି ପକାଇ କଚ୍ଚା ନାଳ କୁ ଅବରୋଧ କରଥିବା ଫଳରେ ଲଗାଣ ବର୍ଷା ଯୋଗୁଁ  ଅନେକ ପରିବାର ଗୃହ ଜଳବନ୍ଦୀ ହୋଇ ଯାଇଛନ୍ତି l ଜଣଙ୍କ ଭୁଲ ଯୋଗୁଁ ଅନେକ ଲୋକ ଅଯଥାରେ ହଇରାଣ ହୋଇଥିବା ଦେଖାଯାଇଛି।  ଏପରିକି ସାଧାରଣ ଲୋକଙ୍କ ପାଇଁ ଉଦ୍ଦିଷ୍ଟ ନଳକୂପ ପାଣିରେ ଡୁବି ଯାଇଛି, ଯାହାକୁ ନେଇ ସ୍ଥାନୀୟ ଅଧିବାସୀ ଙ୍କ ମଧ୍ୟରେ ଅସନ୍ତୋଷ ଦେଖାଯାଇଛି। ଲଗାଣ ବର୍ଷା ଯୋଗୁଁ ବିଦ୍ୟୁତ ଟ୍ରାନ୍ସଫରମର ତଳ ଅଂଶ ମଧ୍ୟ ବୁଡି ଯାଇଥିବାର ଦେଖା ଯାଇଛି। ଏହା ଦ୍ୱାରା ନିକଟସ୍ଥ ସ୍କୁଲ ଓ ଅନ୍ୟାନ ଗୃହ  ମଧ୍ୟ ପ୍ରଭାବିତ ହୋଇଛି। ନାଳ ଅବରୋଧ ଓ ଘର ଭିତରକୁ ପାଣି ପଶିଥିବା ଯୋଗୁଁ ନିଜର ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ଅଭିଯୋଗ କରିଛନ୍ତି ଶିକ୍ଷବିତ୍ ମନୋରଞ୍ଜନ ସାହୁ। ଶୀଘ୍ର ରାସ୍ତା କଡ଼ର ମାଟିକୁ ଉଠାଇ ଜଳ ନିଷ୍କାସନ କରିବା ପାଇଁ ମନୋରଞ୍ଜନ ସାହୁ ପୁଇଁତଲା ଥାନାଧିକାରୀ ଓ ତହସିଲଦାରଙ୍କୁ ଅଭିଯୋଗ ପତ୍ର ମାଧ୍ୟମରେ ନିବେଦନ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   12-Jul-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   12-Jul-2026
  ଜିଲ୍ଲା  
ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   12-Jul-2026
  ଜିଲ୍ଲା  
ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ   12-Jul-2026
  ଜିଲ୍ଲା  
ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   12-Jul-2026
  ଜିଲ୍ଲା  
ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   12-Jul-2026
  ଜିଲ୍ଲା  
ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା   12-Jul-2026
  ଜିଲ୍ଲା  
ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   12-Jul-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   12-Jul-2026
  ଜିଲ୍ଲା  
ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍   12-Jul-2026
  ଜିଲ୍ଲା  
ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି   12-Jul-2026
  ଜିଲ୍ଲା  
ବୃକ୍ଷରୋପଣ ଆମରି ପଣ   12-Jul-2026

You Might Also Like