-+91-9937148622 |

prerana_bgr@rediffmail.com |

  Sunday 12th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||      ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା    (12-Jul-2026)       ||      ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   (12-Jul-2026)       ||      ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   (12-Jul-2026)       ||      ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍    (12-Jul-2026)       ||      ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି    (12-Jul-2026)       ||      ବୃକ୍ଷରୋପଣ ଆମରି ପଣ   (12-Jul-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରଶ୍ନୋତ୍ତର ପ୍ରତିଯୋଗିତା    (12-Jul-2026)       ||      *ଗାଁ ମୁହାଁ ଜଙ୍ଗଲୀ ଭାଲୁ.... ବୋରିପଦର ଗ୍ରାମରେ ଭାଲୁର ଆତଙ୍କ*   (12-Jul-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କ 53 ତମ ଜନ୍ମଦିବସ ବୁର୍ଡ଼l ଡାକ ବଙ୍ଗଳା ଠାରେ ମହା ସମାରୋହରେ ପାଳିତ    (12-Jul-2026)       ||      କୁଟୁମ୍ବଡୋଲା କ୍ଲଷ୍ଟର ପକ୍ଷରୁ ସିଆଲବାହାଲି ଠାରେ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା ସଭା   (12-Jul-2026)       ||      ଅଲେଖ ଧର୍ମ ବଳାମ୍ବି ସ୍ବର୍ଗତ ବିନ୍ଦୁ ବାରିକ ଙ୍କ ଅକାଳ ବିୟୋଗ, ଅଂଚଳ ରେ ଶୋକର ଛାୟା   (12-Jul-2026)       ||      ଯୁବକଙ୍କୁ ହତ୍ୟା, ପୁଲିସର ତଦନ୍ତ ଜାରି   (11-Jul-2026)       ||     

HOME   ଜିଲ୍ଲା

ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ

06-Jul-2026



ବଲାଙ୍ଗିର/ଟିଟିଲାଗଡ(ପ୍ରେରଣା ଖବର): ଟିଟିଲାଗଡ ସହରରେ ନୂତନ ଭାବେ ଖୋଲାଯାଇଥିବା ବିଦେଶୀ ଠିପି ବନ୍ଦ ମଦ ଦୋକାନକୁ ନେଇ ବିବାଦ ତୀବ୍ର ହୋଇଛି।ଜନ ବସତି ରେ ମଦ ଦୋକାନ ଖୋଲା ଯାଇଥିବାରୁ ସ୍ଥାନୀୟ ବାସିନ୍ଦା ଏହାକୁ ଅନ୍ୟତ୍ର ସ୍ଥାନାନ୍ତର କରିବା ଦାବିରେ ସୋମବାର ସକାଳୁ ରାସ୍ତାରୋକ କରି ପ୍ରତିବାଦ ଜଣାଇଛନ୍ତି।ଜନବସତି ରେ ମଦ ଦୋକାନ ଖୋଲା ଯାଇଥିବାରୁ ମହିଳା ସୁରକ୍ଷା,ଛାତ୍ର ଛାତ୍ରୀ ଙ୍କ ଉପରେ କୁ ପ୍ରଭାବ ତଥା ଆଇନ ଶୃଙ୍ଖଳା ସ୍ଥିତି ଉତ୍ପନ୍ନ ହେବା ଆଶଙ୍କା ରହିଥିବା ଅଞ୍ଚଳ ବାସି ଅଭିଯୋଗ କରିବା ସହ ଦୋକାନ ଟି କୁ ତୁରନ୍ତ ଅନ୍ୟତ୍ର ସ୍ଥାନାନ୍ତର କରାଯିବାକୁ ଦାବି କରିଛନ୍ତି।ରାସ୍ତାରୋକ ଫଳରେ କିଛି ସମୟ ଧରି ଯାତାୟାତ ବ୍ୟାହତ ହୋଇଥିଲା।ଘଟଣା ସ୍ଥଳରେ ଉପ ଜିଲ୍ଲାପାଳ ପଦ୍ମନାଭସାମନ୍ତରାୟ,ତହସିଲଦାର ଶଙ୍କର ବାଗ,ଏସଡିପିଓ ଯଶୋବନ୍ତ ନାରାୟଣ ପ୍ରଧାନୀ,ଥାନା ଅଧିକାରୀ ମନୋଜ ମୁଣ୍ଡା ପହଞ୍ଚି ବିକ୍ଷୋଭ କାରି ଙ୍କୁ ବୁଝାସୁଝା କରିଥିଲେ।ଉପଜିଲ୍ଲାପାଳ ଶ୍ରୀ ସାମନ୍ତରାୟ ସ୍ଥିତି ପରଖିବା ସହ ଅବକାରୀ ନୀତି ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିବା ସହ ସାମୟିକ ଭାବରେ ମଦ ଦୋକାନ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେବାପରେ ସ୍ଥିତି ସ୍ୱାଭାବିକ ହୋଇଥିଲା।ଅପରପକ୍ଷରେ ସରକାରୀ ନିୟମ ଅନୁଯାୟୀ ଲଟେରୀ ମାଧ୍ୟମରେ ଲାଇସେନ୍ସ ପାଇଥିବା ନୂତନ ମଦ ଦୋକାନୀ କୁ ଦୋକାନ ଖୋଲାଇ ନ ଦେବା କୁ ସହରର ଜଣେ ପ୍ରତିଷ୍ଠିତ ମଦ ବ୍ୟବସାୟୀ ପରୋକ୍ଷ ଭାବରେ ବାଧା ସୃଷ୍ଟି କରୁଥିବା ନେଇ ଚର୍ଚ୍ଚା ଜୋର ଧରିଛି।ସହର ମଧ୍ୟରେ ୱାର୍ଡ ନଂ ୪ ନେହେରୁ ନଗର ମୁଖ୍ୟ ରାସ୍ତାରେ ଦୀର୍ଘ ବର୍ଷ ଧରି ଦେଶୀ ମଦଭାଟି ରହି ସହରର ଅସ୍ମିତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଥିବା ବେଳେ ଏହା ବାରମ୍ବାର ଦାବି ସତ୍ତ୍ୱେ ସ୍ଥାନାନ୍ତର ହୋଇ ପାରି ନାହିଁ।ଯାହା ବୁଦ୍ଧିଜୀବୀ ମହଲ କୁ ଆନ୍ଦୋଳିତ କରିଥିବା ଦେଖିବାକୁ ମିଳିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ରାଜ୍ୟ  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ଜିଲ୍ଲା  
କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   12-Jul-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   12-Jul-2026
  ଜିଲ୍ଲା  
ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   12-Jul-2026
  ଜିଲ୍ଲା  
ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ   12-Jul-2026
  ଜିଲ୍ଲା  
ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   12-Jul-2026
  ଜିଲ୍ଲା  
ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   12-Jul-2026
  ଜିଲ୍ଲା  
ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା   12-Jul-2026
  ଜିଲ୍ଲା  
ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   12-Jul-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   12-Jul-2026
  ଜିଲ୍ଲା  
ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍   12-Jul-2026

You Might Also Like