-+91-9937148622 |

prerana_bgr@rediffmail.com |

  Sunday 12th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||      ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା    (12-Jul-2026)       ||      ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   (12-Jul-2026)       ||      ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   (12-Jul-2026)       ||      ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍    (12-Jul-2026)       ||      ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି    (12-Jul-2026)       ||      ବୃକ୍ଷରୋପଣ ଆମରି ପଣ   (12-Jul-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରଶ୍ନୋତ୍ତର ପ୍ରତିଯୋଗିତା    (12-Jul-2026)       ||      *ଗାଁ ମୁହାଁ ଜଙ୍ଗଲୀ ଭାଲୁ.... ବୋରିପଦର ଗ୍ରାମରେ ଭାଲୁର ଆତଙ୍କ*   (12-Jul-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କ 53 ତମ ଜନ୍ମଦିବସ ବୁର୍ଡ଼l ଡାକ ବଙ୍ଗଳା ଠାରେ ମହା ସମାରୋହରେ ପାଳିତ    (12-Jul-2026)       ||      କୁଟୁମ୍ବଡୋଲା କ୍ଲଷ୍ଟର ପକ୍ଷରୁ ସିଆଲବାହାଲି ଠାରେ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା ସଭା   (12-Jul-2026)       ||      ଅଲେଖ ଧର୍ମ ବଳାମ୍ବି ସ୍ବର୍ଗତ ବିନ୍ଦୁ ବାରିକ ଙ୍କ ଅକାଳ ବିୟୋଗ, ଅଂଚଳ ରେ ଶୋକର ଛାୟା   (12-Jul-2026)       ||      ଯୁବକଙ୍କୁ ହତ୍ୟା, ପୁଲିସର ତଦନ୍ତ ଜାରି   (11-Jul-2026)       ||     

HOME   ଜିଲ୍ଲା

*ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*

07-Jul-2026



ନବରଙ୍ଗପୁର(ପ୍ରିୟଦର୍ଶିନୀ ପାତ୍ର)
ଡାବୁଗାଁ ବ୍ଲକ ଡୁମୁନିଗୁଡ଼ା ଗ୍ରାମର ୧ନଂ ଅଙ୍ଗନୱାଡି ଘର ର ଅବସ୍ଥା ସୋଚୋନୀୟ ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ  । ନୂତନ  ଅଙ୍ଗନୱାଡି ଘର ନିର୍ମାଣ ନାହେଵା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ନେଇ ନିଷ୍ପତି ନେଲେ ଗ୍ରାମବାସୀ । ସୂଚନା ଯୋଗ୍ୟ ଡୁମୁନିଗୁଡ଼ା ଗ୍ରାମର ୧ନଂ ଅଙ୍ଗନୱାଡି ଏକ କମ୍ୟୁନିଟି ଗୃହରେ ପ୍ରାୟ ୧୫ବର୍ଷ ହେଲାଣି ଚାଲୁରହିଛି ।  ଅଙ୍ଗନୱାଡି କର୍ମୀ ଅମିତା ବେହେରା ଗ୍ରମାରେ ନିଜସ୍ଵ ଅଙ୍ଗନୱାଡି ଗୃହ ପାଇଁ ବାରମ୍ବାର ପ୍ରଶାସନକୁ  ଜଣାଇଥିଲେ ମଧ୍ଯ କୌଣସି ଲାଭ ମିଳିନାହିଁ । ଯେଉଁ ଗୃହରେ ବର୍ତ୍ତମାନ ଅଙ୍ଗନୱାଡି ଗୃହ ଚାଲୁରହିଛି ତାହା ର ଅବସ୍ଥା ନ କହିବା ଭଲ । କେତେବେଳେ ତାହା ର ଛାତ ପିଲାଙ୍କ ଉପରେ ପଡ଼ିଯିବ  ତାହା କହିହେବ ନାହିଁ ।  ଲଗାଣ ବର୍ଷା ଯୋଗୁଁ କାନ୍ଥ ଭୁଶୁଡ଼ିବାରେ ବିଳମ୍ବ ହେବନି । ଏହା ଦେଖି ଅଭିଭାବକ ମାନେ ଆସି ଅଙ୍ଗନୱାଡ଼ି ରେ ପଢୁଥିବା ୪୨ ଜଣ ପିଲାଙ୍କୁ ନିଜ ଘରକୁ ନେଇ ଯାଇଥିଲେ ଓ ଏପରି ପରିସ୍ଥିତିରେ ନିଜ ପିଳଙ୍କୁ ବିପଦ ମୁହଁକୁ ନ ଛାଡ଼ିବା ନେଇ ନିଷ୍ପତି ନେଇଥିଲେ । ଏନେଇ ଅଙ୍ଗନୱାଡି କର୍ମୀ ଶ୍ରୀମତୀ ବେହେରା ଏକ ଲିଖିତ ଅଭିଯୋଗ ଡାବୁଗାଁ ସିଡିପିଓ ଙ୍କୁ ଦିଆଯାଇଛି । ଏପରି ପିଲାଙ୍କ ଭବିଷ୍ୟତ ସହ ନ ଖେଳିବା ନେଇ ବୁଦ୍ଧିଜୀବୀ ମହଲରେ ଚର୍ଚ୍ଚା ହେଉଛି ।

?:-   ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ଛାଡ଼ିବେ ନାଇଁ ଅଭିଭାବକ


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ରାଜ୍ୟ  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ଜିଲ୍ଲା  
କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   12-Jul-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   12-Jul-2026
  ଜିଲ୍ଲା  
ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   12-Jul-2026
  ଜିଲ୍ଲା  
ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ   12-Jul-2026
  ଜିଲ୍ଲା  
ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   12-Jul-2026
  ଜିଲ୍ଲା  
ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   12-Jul-2026
  ଜିଲ୍ଲା  
ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା   12-Jul-2026
  ଜିଲ୍ଲା  
ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   12-Jul-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   12-Jul-2026
  ଜିଲ୍ଲା  
ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍   12-Jul-2026

You Might Also Like