-+91-9937148622 |

prerana_bgr@rediffmail.com |

  Sunday 12th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||      ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା    (12-Jul-2026)       ||      ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   (12-Jul-2026)       ||      ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   (12-Jul-2026)       ||      ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍    (12-Jul-2026)       ||      ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି    (12-Jul-2026)       ||      ବୃକ୍ଷରୋପଣ ଆମରି ପଣ   (12-Jul-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରଶ୍ନୋତ୍ତର ପ୍ରତିଯୋଗିତା    (12-Jul-2026)       ||      *ଗାଁ ମୁହାଁ ଜଙ୍ଗଲୀ ଭାଲୁ.... ବୋରିପଦର ଗ୍ରାମରେ ଭାଲୁର ଆତଙ୍କ*   (12-Jul-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କ 53 ତମ ଜନ୍ମଦିବସ ବୁର୍ଡ଼l ଡାକ ବଙ୍ଗଳା ଠାରେ ମହା ସମାରୋହରେ ପାଳିତ    (12-Jul-2026)       ||      କୁଟୁମ୍ବଡୋଲା କ୍ଲଷ୍ଟର ପକ୍ଷରୁ ସିଆଲବାହାଲି ଠାରେ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା ସଭା   (12-Jul-2026)       ||      ଅଲେଖ ଧର୍ମ ବଳାମ୍ବି ସ୍ବର୍ଗତ ବିନ୍ଦୁ ବାରିକ ଙ୍କ ଅକାଳ ବିୟୋଗ, ଅଂଚଳ ରେ ଶୋକର ଛାୟା   (12-Jul-2026)       ||      ଯୁବକଙ୍କୁ ହତ୍ୟା, ପୁଲିସର ତଦନ୍ତ ଜାରି   (11-Jul-2026)       ||     

HOME   ଜିଲ୍ଲା

ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ

07-Jul-2026



ତରଭା(ପ୍ରେରଣା ଖବର)-ସରକାର ଲୋକଙ୍କ ସୁରକ୍ଷା ପାଇଁ ନଦୀରେ ଆଡିବନ୍ଧ ନିର୍ମାଣ କରୁଛନ୍ତି । କିନ୍ତୁ ବିଭାଗୀୟଯନ୍ତ୍ରୀ ଓ ଠିକାଦାରଙ୍କ ମିଳିତ ମଧୁଚନ୍ଦ୍ରିକାରେ ନିମ୍ନମାନର କାମ କରୁଥିବା ଅଭିଯୋଗ ହେଉଛି । ସେଥିପାଇଁ ଗତ ଦୁଇବର୍ଷ ତଳେ ନିର୍ମାଣ ହୋଇଥିବା ନଦୀଆଡିବନ୍ଧ ସାମାନ୍ୟ ବର୍ଷାରେ ଭୁଷୁଡିପଡିଛି । ଏଭଳି ଘଟଣା ଦେଖିବାକୁ ମିଳିଛି ତରଭା ବ୍ଲକର ମେଣ୍ଡାଗ୍ରାମରେ । ସୁକତେଲ ନଦୀରେ ଗତ ୨୦୨୩-୨୪ ମସିହାରେ ମାଟିଆଡିବନ୍ଧ ନୁର୍ମାଣ ହୋଇଥିଲା । ୫୦ଲକ୍ଷ ଟଙ୍କା ବ୍ୟୟରେ ମେଣ୍ଡାର ସୁକତେଲନଦୀରେ ଆଡିବନ୍ଧ ନିର୍ମାଣ ହୋଇଥିଲା । ସେଥିବେଳେ ନଦୀ ପାଖର ବାଲିଆମାଟିରେ ଠିକଦାର ଆଡିବନ୍ଧ ନିର୍ମାଣ କରାଇଥିଲା । ଆବଶ୍ୟକ ରୋଲିଂ ମଧ୍ୟ କରିନଥିଲା । ସୋନପୁର ତେଲବେସିନ ଡିଭିଜନ ପକ୍ଷରୁ ନିର୍ମିତ ଏହି ଆଡିବନ୍ଧ ସଂପୂର୍ଣ୍ଣ ନିମ୍ନମାନର ହୋଇଥିବା କାରଣରୁ ଏବେ ସାମାନ୍ୟ ବନ୍ୟାପାଣିରେ ଆଡିବନ୍ଧ ଭାଙ୍ଗିଦେଇଛି । ଆଡିବନ୍ଧ ଭାଙ୍ଗିଯିବାରୁ ନଦୀକୂଳର ଜମିକୁ ପାଣି ମାଡି ଆସିଛି । ଫଳରେ ଚାଷଜମି ନଷ୍ଟ ହୋଇଛି । ବାରପାହାଡ ଜଙ୍ଗଲରୁ ନାଳଦେଇ ପାଣି ଆସି ସୁକତେଲ ନଦୀରେ ଏଠାରେ ମିଶିଥାଏ । ମେଣ୍ଡାର ମେହେରପଡା,ଗଡଭିତରର ଲୋକେ ଏହି ଆଡିବନ୍ଧଦେଇ ନଦୀକୁ ଯାଇଥାନ୍ତି । ତେଣୁ ଏଠାରେ ଏକ ବଡପୋଲ ନିର୍ମାଣ କରିବାକୁ ଗ୍ରାମବାସୀ ଦାବି କରୁଥିଲେ । କନିଷ୍ଠଯନ୍ତ୍ରୀ ଓ ଏସଡିଓଙ୍କ ଏନେଇ ଗ୍ରାମବାସୀ ଅନୁରୋଧ କରିଥିଲେ । କିନ୍ତୁ ଜଳସେଚନ ବିଭାଗ ଲୋକଙ୍କ ଦାବିକୁ ଅଣଦେଖା କରିଥିଲା ବୋଲି ଅଶୋକ ଫରିକାରଙ୍କ ସମେତ ଗ୍ରାମବାସୀ ଅଭିଯୋଗ କରିଛନ୍ତି । ଜଳସେଚନ ବିଭାଗ ତୁରନ୍ତ ଏହାର ତଦନ୍ତ କରି ପଦକ୍ଷେପ ନେବାକୁ ଦାବି ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ରାଜ୍ୟ  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ଜିଲ୍ଲା  
କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   12-Jul-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   12-Jul-2026
  ଜିଲ୍ଲା  
ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   12-Jul-2026
  ଜିଲ୍ଲା  
ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ   12-Jul-2026
  ଜିଲ୍ଲା  
ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   12-Jul-2026
  ଜିଲ୍ଲା  
ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   12-Jul-2026
  ଜିଲ୍ଲା  
ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା   12-Jul-2026
  ଜିଲ୍ଲା  
ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   12-Jul-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   12-Jul-2026
  ଜିଲ୍ଲା  
ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍   12-Jul-2026

You Might Also Like