-+91-9937148622 |

prerana_bgr@rediffmail.com |

  Monday 13th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||      ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା    (12-Jul-2026)       ||      ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   (12-Jul-2026)       ||      ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   (12-Jul-2026)       ||      ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍    (12-Jul-2026)       ||      ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି    (12-Jul-2026)       ||      ବୃକ୍ଷରୋପଣ ଆମରି ପଣ   (12-Jul-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରଶ୍ନୋତ୍ତର ପ୍ରତିଯୋଗିତା    (12-Jul-2026)       ||      *ଗାଁ ମୁହାଁ ଜଙ୍ଗଲୀ ଭାଲୁ.... ବୋରିପଦର ଗ୍ରାମରେ ଭାଲୁର ଆତଙ୍କ*   (12-Jul-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କ 53 ତମ ଜନ୍ମଦିବସ ବୁର୍ଡ଼l ଡାକ ବଙ୍ଗଳା ଠାରେ ମହା ସମାରୋହରେ ପାଳିତ    (12-Jul-2026)       ||      କୁଟୁମ୍ବଡୋଲା କ୍ଲଷ୍ଟର ପକ୍ଷରୁ ସିଆଲବାହାଲି ଠାରେ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା ସଭା   (12-Jul-2026)       ||      ଅଲେଖ ଧର୍ମ ବଳାମ୍ବି ସ୍ବର୍ଗତ ବିନ୍ଦୁ ବାରିକ ଙ୍କ ଅକାଳ ବିୟୋଗ, ଅଂଚଳ ରେ ଶୋକର ଛାୟା   (12-Jul-2026)       ||      ଯୁବକଙ୍କୁ ହତ୍ୟା, ପୁଲିସର ତଦନ୍ତ ଜାରି   (11-Jul-2026)       ||     

HOME   ଜିଲ୍ଲା

ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ

08-Jul-2026



 

 

ସମ୍ବଲପୁର :ସଂଜୀବ ପାଣିଗ୍ରାହୀ ):ସର୍ବପୁରାତନ ଶତାୟୁ ଖବର କାଗଜ ଦୈନିକ ସମାଜ ର ପ୍ରତିଷ୍ଠାତା ପୁଣ୍ୟାତ୍ମା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ଙ୍କ ୯୮ତମ ଶ୍ରାଦ୍ଧୋତ୍ସବ ଉପଲକ୍ଷେ ସମ୍ବଲପୁର ଜିଲ୍ଲାର ରେଙ୍ଗାଲିବ୍ଲକ ର ରେଙ୍ଗାଲି ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପରିସର ରେ ରବିବାର ଗୋପବନ୍ଧୁ ସ୍ମାରକ ଚିତ୍ରାଙ୍କନ ଓ କୁଇଜ୍ ପ୍ରତିଯୋଗିତା ସୃଜନଶୀଳ ଓଡିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ବର୍ଷା ର ପ୍ରତିବନ୍ଧକ କୁ ଖାତିର ନକରି ବ୍ଳକ ର ବିଭିନ୍ନ ସ୍କୁଲ ର ୭୬ଜଣ ଛାତ୍ର ଛାତ୍ରୀ ପ୍ରତିଯୋଗିତା ରେ ଅଂଶ ଗ୍ରହଣ କରିଥିଲେ। କୁଇଜ୍ ପ୍ରତିଯୋଗିତାରେ ୪୩ ଜଣ ଏବଂ କୁଇଜ୍ ପ୍ରତିଯୋଗିତାରେ ୩୩ଜଣ ଅଂଶଗ୍ରହଣ କରିଥିଲେ। କୁଇଜ୍ ପ୍ରତିଯୋଗିତା ରେ ନୁଆ ରମ୍ପେଲା ହାଇସ୍କୁଲ ର ଶାନ୍ତାରାମ ସରାଫ ପ୍ରଥମ,ଆଦର୍ଶ ବିଦ୍ୟାଳୟ ରେଙ୍ଗାଲି ର ରାଜଲକ୍ଷ୍ମୀ ମହାପାତ୍ର ଦ୍ବିତୀୟ, ଝାଙ୍କରପାଲି ସି.କେ.ଜି ହାଇସ୍କୁଲ ର ପରିଧି ଚନ୍ଦେଲ ତୃତୀୟ ସ୍ଥାନ ଅଧିକାର କରିଥିଲେ । ଚିତ୍ରାଙ୍କନ ପ୍ରତିଯୋଗିତା ରେ ରେଙ୍ଗାଲି ସରସ୍ଵତୀ ବିଦ୍ୟାମନ୍ଦିର ର ସୋହମ୍ ଛତର, ନିତେଶ ଗୌଡ ଏବଂ ଶ୍ରୀତମ ସୂତାର ଯଥାକ୍ରମେ ପ୍ରଥମ,ଦ୍ବିତିୟ,ତୃତୀୟ ସ୍ଥାନ ଅଧିକାର କରି ପ୍ରମାଣପତ୍ର ସହ ପୁରସ୍କୃତ ହୋଇ ଥିଲେ। 

  ପ୍ରତିଯୋଗିତା ଶେଷ ରେ ସମାଜ ରେଙ୍ଗାଲିବ୍ଲକ ପ୍ରତିନିଧି ହରିହର ନାଥଙ୍କ ସଭାପତିତ୍ବ ରେ ଆୟୋଜିତ ପୁରସ୍କାର ପ୍ରଦାନ ଉତ୍ସବ ରେ ସାରସ୍ଵତ ସାଧକ ତଥା ଗବେଷକ ଡକ୍ଟର ଗୌରଦାସ ପ୍ରଧାନ ମୁଖ୍ଯ ଅତିଥି ରୂପେ ଯୋଗ ଦେଇ ଗୋପବନ୍ଧୁଙ୍କ ଜୀବନ ଦର୍ଶନ, ସୃଜନଶୀଳତା, ସମାଜସେବା ଆଦି ବହୁମୁଖୀ ପ୍ରତିଭା ଉପରେ ଆଲୋକପାତ କରି ଥିଲେ। ସରସ୍ଵତୀ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ର ପ୍ରଧାନ ଆଚାର୍ଯ୍ୟ କରୁଣାକର ପାତ୍ର ସ୍ବାଗତ ଭାଷଣ ପ୍ରଦାନ କରିଥିବା ବେଳେ ସ୍ବାଧୀନ ଏକତା ସଙ୍ଗଠନ ଓ ଶିଶୁ ବିଦ୍ୟାମନ୍ଦିର ର ସଭାପତି ରାଜୀବ କୁମାର ମିଶ୍ର ଅତିଥି ପରିଚୟ ପ୍ରଦାନ କରିଥିଲେ। ଏହି ଅବସର ରେ କୃତି ପ୍ରତିଯୋଗୀ ମାନଙ୍କୁ ପ୍ରମାଣପତ୍ର ଓ ଅର୍ଥ ରାଶି ସହ ପୁରସ୍କୃତ କରାଯାଇ ଥିଲା। ଦୈନିକ ସମାଜ ସର୍ଗିପାଲି ର ବିତରକ ପରଦେଶୀ ମିର୍ଦ୍ଧା ଧନ୍ୟବାଦ ଅର୍ପଣ କରିଥିଲେ। ଚିତ୍ରାଙ୍କନ ବିଶାରଦ ବିଶ୍ଵାମିତ୍ର ଧୁରୁଆ, ଅଧ୍ୟାପକ ଅଜୟ କୁମାର ସାହୁ, ଶିକ୍ଷକ ହିମାଂଶୁଶେଖର ସାହୁ, ଅନିଲ କୁମାର ସାହୁ,ବସନ୍ତ ରାଉତ ବିଚାରକ ରୂପେ ଯୋଗଦେଇ ପରୀକ୍ଷା ଖାତା ମୂଲ୍ୟାୟନ କରିଥିଲେ ଏବଂ ପୁରସ୍କାର ବିତରଣ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ରୂପେ ମଞାସୀନ ଥିଲେ। ପ୍ରତିଯୋଗିତା ଆୟୋଜନ ରେ ଶିଶୁ ବିଦ୍ୟାମନ୍ଦିର ର ସମ୍ପାଦକ ସରୋଜ ବିଶୋଇ,ପ୍ରଧାନ ଆଚାର୍ଯ୍ୟ କରୁଣା କର ପାତ୍ର,ମୋନାଲିସା ପଟେଲ, ଆଶିଷ କର୍ଣାଲ ,କ୍ଷୀରୋଦ କୁମାର କଲେତ,ନିରଞ୍ଜନ ମହପାତ୍ର, ନିର୍ମଳ ମୁଣ୍ଡା ସାମ୍ବାଦିକ ନରେଶ ମାହାଣା, ଦେବବ୍ରତ ପଣ୍ଡା ସକ୍ରୀୟ ସହଯୋଗ କରିଥିଲେ। କାର୍ଯ୍ୟକ୍ରମ ପ୍ରାରମ୍ଭ ରେ ଗୋପବନ୍ଧୁଙ୍କ ଫଟୋଚିତ୍ର ରେ ମାଲ୍ୟାର୍ପଣ, ଧୂପଦୀପ, ପ୍ରଜ୍ୱଳନ କରାଯାଇ ପୂଜା ଅର୍ଚ୍ଚନା କରାଯାଇ ଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ରାଜ୍ୟ  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ଜିଲ୍ଲା  
କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   12-Jul-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   12-Jul-2026
  ଜିଲ୍ଲା  
ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   12-Jul-2026
  ଜିଲ୍ଲା  
ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ   12-Jul-2026
  ଜିଲ୍ଲା  
ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   12-Jul-2026
  ଜିଲ୍ଲା  
ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   12-Jul-2026
  ଜିଲ୍ଲା  
ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା   12-Jul-2026
  ଜିଲ୍ଲା  
ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   12-Jul-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   12-Jul-2026
  ଜିଲ୍ଲା  
ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍   12-Jul-2026

You Might Also Like