-+91-9937148622 |

prerana_bgr@rediffmail.com |

  Monday 13th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||      ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା    (12-Jul-2026)       ||      ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   (12-Jul-2026)       ||      ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   (12-Jul-2026)       ||      ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍    (12-Jul-2026)       ||      ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି    (12-Jul-2026)       ||      ବୃକ୍ଷରୋପଣ ଆମରି ପଣ   (12-Jul-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରଶ୍ନୋତ୍ତର ପ୍ରତିଯୋଗିତା    (12-Jul-2026)       ||      *ଗାଁ ମୁହାଁ ଜଙ୍ଗଲୀ ଭାଲୁ.... ବୋରିପଦର ଗ୍ରାମରେ ଭାଲୁର ଆତଙ୍କ*   (12-Jul-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କ 53 ତମ ଜନ୍ମଦିବସ ବୁର୍ଡ଼l ଡାକ ବଙ୍ଗଳା ଠାରେ ମହା ସମାରୋହରେ ପାଳିତ    (12-Jul-2026)       ||      କୁଟୁମ୍ବଡୋଲା କ୍ଲଷ୍ଟର ପକ୍ଷରୁ ସିଆଲବାହାଲି ଠାରେ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା ସଭା   (12-Jul-2026)       ||      ଅଲେଖ ଧର୍ମ ବଳାମ୍ବି ସ୍ବର୍ଗତ ବିନ୍ଦୁ ବାରିକ ଙ୍କ ଅକାଳ ବିୟୋଗ, ଅଂଚଳ ରେ ଶୋକର ଛାୟା   (12-Jul-2026)       ||      ଯୁବକଙ୍କୁ ହତ୍ୟା, ପୁଲିସର ତଦନ୍ତ ଜାରି   (11-Jul-2026)       ||     

HOME   ଜିଲ୍ଲା

ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ

08-Jul-2026



ନୂଆପଡ଼ା (ରାମନାଥ ପଣ୍ଡା )
ନୂଆପଡ଼ା ଜିଲ୍ଲା ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଓ ବନ ବିଭାଗ ଆନୁକୂଲ୍ୟରେ ବିଦ୍ୟାଳୟ ପରିସରରେ ବନ ମହୋତ୍ସବ ପାଳିତ ହୋଇଯାଇଛି ।ଏହି ଅବସରରେ ପ୍ରଧାନ ଶିକ୍ଷକ ସତ୍ୟନାରାୟଣ ମେହେରଙ୍କ ସଭାପତିତ୍ବରେ ଆୟୋଜିତ ସଚେତନତା ସଭାରେ ଫରେଷ୍ଟର ଦୁର୍ଯ୍ୟୋଧନ ଦିକ୍ଷିତ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରି ଛାତ୍ର ଛାତ୍ରୀଙ୍କୁ ବନ ମହୋତ୍ସବ ଉପରେ ପ୍ରାଞ୍ଜଳ ଭାବରେ ବୁଝାଇବା ସହିତ ପରିବେଶ ଓ ପରିବେଶ ପ୍ରତି ଆମର ଦାୟୀତ୍ୱ କ'ଣ ରହିବା ଦରକାର ଏବଂ ଆମେ କାହିଁକି ଯତ୍ନବାନ ହେବାକୁ ପଡିବ, ବିଭିନ୍ନ ଉଦାହରଣ ଉପସ୍ଥାପନ କରି ସଚେତନ କରିଥିବାବେଳେ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ମେହେର ବନ ମହୋତ୍ସବର ଉଦ୍ଦେଶ୍ୟ ଉପସ୍ଥାପନ କରି ବୃକ୍ଷ ସହାୟତାରେ ପରିବେଶ ସନ୍ତୁଳନ,ଜଳବାୟୁ ନିୟନ୍ତ୍ରଣ,ମୃତ୍ତିକା ସଂରକ୍ଷଣ ଓ ଜୈବ ବିବିଧତା ଯଥେଷ୍ଟ ମାତ୍ରାରେ ବୃଦ୍ଧି ହେଉଥିବା ବିଷୟଟିକୁ ସରଳ ଭାବରେ ବୁଝାଇଥିଲେ । ସମ୍ମାନିତ ଅତିଥି ରୂପେ ଏସ ଏମ ସି ପ୍ରେସିଡେଣ୍ଟ ବିନୟ କୁମାର ବାଗ,ଫରେଷ୍ଟ ଗାର୍ଡ ନିବେଦିତା ନାୟକ,ଶିକ୍ଷକ ଶଙ୍କର ବେହେରା ପ୍ରମୁଖ ମଞ୍ଚାଶିନ ଥିଲେ ।ସମସ୍ତ ଅତିଥି,ଛାତ୍ର ଛାତ୍ରୀ,ଶିକ୍ଷକ ଶିକ୍ଷୟିତ୍ରୀ ବନ ମହୋତ୍ସବର ଅନେକ ସ୍ଲୋଗାନ ଗାନ କରି ଶୋଭାଯାତ୍ରାରେ ବାହାରି ପରେ ବିଦ୍ୟାଳୟ ପରିସରରେ ବିଭିନ୍ନ ପ୍ରକାର ବୃକ୍ଷ ରୋପଣ କରି ଏହାରି ଯତ୍ନ ନେବା ପାଇଁ ଶପଥ ପାଠ କରିଥିଲେ ।ୱାଚର ସୁଶିଲ ବାଗ ଓ ଶିକ୍ଷକ ଜଗଦୀଶ ଭୋଇଙ୍କ ସମେତ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ରାଜ୍ୟ  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ଜିଲ୍ଲା  
କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   12-Jul-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   12-Jul-2026
  ଜିଲ୍ଲା  
ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   12-Jul-2026
  ଜିଲ୍ଲା  
ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ   12-Jul-2026
  ଜିଲ୍ଲା  
ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   12-Jul-2026
  ଜିଲ୍ଲା  
ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   12-Jul-2026
  ଜିଲ୍ଲା  
ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା   12-Jul-2026
  ଜିଲ୍ଲା  
ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   12-Jul-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   12-Jul-2026
  ଜିଲ୍ଲା  
ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍   12-Jul-2026

You Might Also Like