-+91-9937148622 |

prerana_bgr@rediffmail.com |

  Saturday 28th November 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଟ୍ରୁମାଳି ଖଣି ଲିଜ୍‌କୁ ନେଇ ଜନଜାତି ଆୟୋଗରେ ଶୁଣାଣି, ବାତିଲ ଦାବି କଲେ ନିରଞ୍ଜନ ବିଶି♦️ଗ୍ରାମସଭା ନାହିଁ, ଆଦିବାସୀଙ୍କ ସମ୍ମତି ନାହିଁ; କେଉଁ ଆଧାରରେ ଖଣି ଲିଜ୍‌   (28-Nov-2026)       ||      ନାରୀ ସେବା ସଂଘର ପରିବାର ପରାମର୍ଶ କେନ୍ଦ୍ରର ସଫଳତା   (28-Nov-2026)       ||      ଓଡ଼ିଶା ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା (୨୦୨୬-୨୭) ଅଧୀନରେ ଆଜି ସମ୍ବଲପୁରଠାରୁ ହରିଦ୍ୱାର ଓ ଋଷିକେଶ ଅଭିମୁଖେ ଯାତ୍ରା   (27-Nov-2026)       ||      ବିଜ୍ଞାନକୁ କେବଳ ପଢ଼ିବା ନୁହେଁ, ନିଜେ ଉଦ୍ଭାବନ କରିବାର ମନୋଭାବ ଗଢ଼ନ୍ତୁ ଯୁଯୁମୁରା ବ୍ଲକସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ   (27-Nov-2026)       ||      ପଟୁଆବାହାଲରେ ନୂତନ ଧାନ ମଣ୍ଡି ଖୋଲିବାକୁ ଅନୁମତି, ପ୍ରସନ୍ନ ଆଚାର୍ଯ୍ୟଙ୍କୁ କୃତଜ୍ଞତା I   (27-Nov-2026)       ||      ସମ୍ବଲପୁର ନାଟ୍ୟକଳା ପରିଷଦ ପକ୍ଷରୁ ନାଟ୍ୟକଳା ଉତ୍ସବ-୨୦୨୬ ll "ଏଭର ସମ୍ବଲପୁରୀ ନାଟକ ଥି ଲୋକ ଉପାଦାନ " ଶୀର୍ଷକ ଆଲୋଚନାଚକ୍ର ll ଲୋକ ଉପାଦନ ବିନା ସମ୍ବଲପୁରୀ ନାଟକ ର ଚିନ୍ତା କରାଯାଇନପରେ ବୋଲି ବକ୍ତା ଙ୍କ ମତ ll   (27-Nov-2026)       ||      ବଲାଙ୍ଗୀର ବ୍ଲକସ୍ତରୀୟ ପ୍ରଧାନ ଶିକ୍ଷକଙ୍କ ପ୍ରଥମ ମାସିକ ଅଂଶୀଦାରିତା ବୈଠକ ଅନୁଷ୍ଠିତ   (27-Nov-2026)       ||      ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   (27-Nov-2026)       ||      ବରିଷ୍ଠ ସାମ୍ବାଦିକ ଭବାନୀ ମହାପାତ୍ରଙ୍କୁ ବାର୍ତ୍ତାବହ ସମ୍ମାନ    (27-Nov-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର କାର୍ଯ୍ୟକ୍ରମ    (27-Nov-2026)       ||      ଠିକ୍ ସମୟରେ ହେବ ବଲାଙ୍ଗିର ଲୋକ ଉତ୍ସବ♦️ ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   (27-Nov-2026)       ||      ୩୨ କ୍ଵିଣ୍ଟାଲ ମହୁଲ ଫୁଲ ଜବତ ଜଣେ ଗିରଫ    (27-Nov-2026)       ||      ଭଣ୍ଡାରରେ ବିଘ୍ନରାଜ ପ୍ରତିଷ୍ଠା ଓ ଅଷ୍ଟାଦଶ ପୁରାଣ   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   (27-Nov-2026)       ||      ଜାତୀୟ ସ୍ତରରେ ସମ୍ମାନିତ ହେଲେ ଟିଟିଲାଗଡ଼ ‘ହ୍ୟାଲୋ କିଡ୍ସ’ ପ୍ଲେ ସ୍କୁଲର ମୁଖ୍ୟ ଫୈଜ ମହମ୍ମଦ ଖାନ୍   (27-Nov-2026)       ||      ଉତ୍କଳ ବିଶ୍ୱବିଦ୍ୟାଳୟର ୮୪ତମ ପ୍ରତିଷ୍ଠା ସମାରୋହରେ ଯୋଗ ଦେଲେ ରାଜ୍ୟପାଳ   (27-Nov-2026)       ||      ରେଲୱେ ଫାଟକରେ ଘଣ୍ଟା ଘଣ୍ଟା ଅପେକ୍ଷା,ଓଭରବ୍ରିଜ୍ ନିର୍ମାଣ ପାଇଁ ଦାବି ଜୋରଦାର ମେଡିକାଲ ଓ ଜରୁରୀ କାର୍ଯ୍ୟରେ ଯାଉଥିବା ଲୋକେ ହନ୍ତସନ୍ତ,    (27-Nov-2026)       ||     

HOME   ଜିଲ୍ଲା

ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା

10-Jul-2026



ବଲାଙ୍ଗୀର, (ପ୍ରେରଣା ଖବର) ଲୋଇସିଂହା ବ୍ଲକ ରତାଖଣ୍ଡି ପଂଚାୟତ ଅନ୍ତର୍ଗତ ତାଳଜୁରୀ ଗ୍ରାମ ପକ୍ଷରୁ ଛତାମଖନା ସ୍ଥିତ ବିଦ୍ୟୁତ ଗ୍ରୀଡ଼ କନିଷ୍ଠ ଯନ୍ତ୍ରୀ ଙ୍କୁ ଲିଖିତ ଅଭିଯୋଗ ଜଣାଇଛନ୍ତି l ଗ୍ରାମବାସୀ ଙ୍କ କହିବା ଏହା ଯେ ତାଳଜୁରୀ ଉଚ୍ଚ ବିଦ୍ୟାଳୟ ପାଖରୁ ଯାଇଛି ପୀଡବ୍ଲୁଡ଼ି ରାସ୍ତା l ରାସ୍ତା କୁ ଲାଗି କି ରହିଛି ଏକ ଇଲେକ୍ଟ୍ରି ଖୁଣ୍ଟ , ଯାହା ଫଳରେ ଦୁଇ ଓ ଚାରି ଚକିଆ ଯାନ ଚାରି ପାଞ୍ଚ ଥର ହେବ ଖୁଣ୍ଟ ରେ ବାଡେଇ ହୋଇ ଦୁର୍ଘଟଣା ଘଟିଲାଣି l ଏହାର କୁ ପ୍ରଭାବ ଯାତ୍ରୀ ତଥା ସାଧାରଣ ଜନତା ଉପରେ ପଡୁଛି l ଏହି ରାସ୍ତାଦେଇ ପ୍ରତ୍ୟେକ ଦିନ ଅନେକ ଯାତ୍ରୀ ଯାତାୟତ କରୁଥିବା ବେଳେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି l ଏଣୁ ରତାଖଣ୍ଡି ସରପଞ୍ଚ ହିମାଞ୍ଚଳ ମେହେର ଙ୍କ ସମେତ ମିନିକେତନ ମେହେର, ସୁଦାମ ସାହୁ, ରୋହିତ ମେହେର, ସନ୍ତୋଷ ସାହୁ, ଦୟାନିଧି ସାହୁ, କୈଳାଶ ସାହୁ ତଥା ଗ୍ରାମବାସୀବୃନ୍ଦ l ଏମାନଙ୍କ ର ଅଭିଯୋଗ ଏହା ଯେ ରାସ୍ତା ରୁ ୧/୨ ମିଟର ଛାଡି ବିଦ୍ୟୁତ ବିଭାଗ ଇଲେକ୍ଟ୍ରି ଖୁଣ୍ଟ ଲଗାଇଲେ ଲୋକ ଙ୍କୁ ଦୁର୍ଘଟଣା ର ଶିକାର ହେବାକୁ ପଡିବ ନାହିଁ ଓ ଯାତାୟାତ ସୁବିଧା ହେବ l


News Comment




Photo in News

Advertisment
Lastest News
  ଜିଲ୍ଲା  
କୁଟ୍ରୁମାଳି ଖଣି ଲିଜ୍‌କୁ ନେଇ ଜନଜାତି ଆୟୋଗରେ ଶୁଣାଣି, ବାତିଲ ଦାବି କଲେ ନିରଞ୍ଜନ ବିଶି♦️ଗ୍ରାମସଭା ନାହିଁ, ଆଦିବାସୀଙ୍କ ସମ୍ମତି ନାହିଁ; କେଉଁ ଆଧାରରେ ଖଣି ଲିଜ୍‌   28-Nov-2026
  ଜିଲ୍ଲା  
ନାରୀ ସେବା ସଂଘର ପରିବାର ପରାମର୍ଶ କେନ୍ଦ୍ରର ସଫଳତା   28-Nov-2026
  ଜିଲ୍ଲା  
ଓଡ଼ିଶା ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା (୨୦୨୬-୨୭) ଅଧୀନରେ ଆଜି ସମ୍ବଲପୁରଠାରୁ ହରିଦ୍ୱାର ଓ ଋଷିକେଶ ଅଭିମୁଖେ ଯାତ୍ରା   27-Nov-2026
  ଜିଲ୍ଲା  
ବିଜ୍ଞାନକୁ କେବଳ ପଢ଼ିବା ନୁହେଁ, ନିଜେ ଉଦ୍ଭାବନ କରିବାର ମନୋଭାବ ଗଢ଼ନ୍ତୁ ଯୁଯୁମୁରା ବ୍ଲକସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ   27-Nov-2026
ପଟୁଆବାହାଲରେ ନୂତନ ଧାନ ମଣ୍ଡି ଖୋଲିବାକୁ ଅନୁମତି, ପ୍ରସନ୍ନ ଆଚାର୍ଯ୍ୟଙ୍କୁ କୃତଜ୍ଞତା I   27-Nov-2026
  ଜିଲ୍ଲା  
ସମ୍ବଲପୁର ନାଟ୍ୟକଳା ପରିଷଦ ପକ୍ଷରୁ ନାଟ୍ୟକଳା ଉତ୍ସବ-୨୦୨୬ ll "ଏଭର ସମ୍ବଲପୁରୀ ନାଟକ ଥି ଲୋକ ଉପାଦାନ " ଶୀର୍ଷକ ଆଲୋଚନାଚକ୍ର ll ଲୋକ ଉପାଦନ ବିନା ସମ୍ବଲପୁରୀ ନାଟକ ର ଚିନ୍ତା କରାଯାଇନପରେ ବୋଲି ବକ୍ତା ଙ୍କ ମତ ll   27-Nov-2026
  ଜିଲ୍ଲା  
ବଲାଙ୍ଗୀର ବ୍ଲକସ୍ତରୀୟ ପ୍ରଧାନ ଶିକ୍ଷକଙ୍କ ପ୍ରଥମ ମାସିକ ଅଂଶୀଦାରିତା ବୈଠକ ଅନୁଷ୍ଠିତ   27-Nov-2026
  ଜିଲ୍ଲା  
ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   27-Nov-2026
  ଜିଲ୍ଲା  
ବରିଷ୍ଠ ସାମ୍ବାଦିକ ଭବାନୀ ମହାପାତ୍ରଙ୍କୁ ବାର୍ତ୍ତାବହ ସମ୍ମାନ    27-Nov-2026
  ଜିଲ୍ଲା  
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର କାର୍ଯ୍ୟକ୍ରମ   27-Nov-2026
  ଜିଲ୍ଲା  
ଠିକ୍ ସମୟରେ ହେବ ବଲାଙ୍ଗିର ଲୋକ ଉତ୍ସବ♦️ ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   27-Nov-2026
  ଜିଲ୍ଲା  
୩୨ କ୍ଵିଣ୍ଟାଲ ମହୁଲ ଫୁଲ ଜବତ ଜଣେ ଗିରଫ   27-Nov-2026

You Might Also Like