-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||     

HOME   ରାଜ୍ୟ

ସାମୂହିକ ଛୁଟିରେ ଯୋଗାଣ ସହାୟକ; ପ୍ରଶାସନକୁ ବିକଳ୍ପ ବ୍ୟବସ୍ଥା ପାଇଁ ଅନୁରୋଧ

10-Jul-2026



ଡୁଙ୍ଗୁରିପାଲି(ଆରବିନ୍ଦ ମିଶ୍ର): ଦୀର୍ଘଦିନର ନ୍ୟାୟସଙ୍ଗତ ଦାବି ପୂରଣ ନ ହେବାରୁ ଡୁଙ୍ଗୁରିପାଲି ବ୍ଲକର ସମସ୍ତ ଜୋଗାଣ ସହାୟକ ୧୦ ଜୁଲାଇ ୨୦୨୬ ଠାରୁ ସାମୂହିକ ଛୁଟିରେ ଯାଇଛନ୍ତି। ଏହି ପରିପ୍ରେକ୍ଷୀରେ ସେମାନେ ଡୁଙ୍ଗୁରିପାଲି ବିଡିଓଙ୍କୁ ଏକ ଦାବୀପତ୍ର ପ୍ରଦାନ କରି ଜୁଲାଇ ଓ ଅଗଷ୍ଟ–୨୦୨୬ ମାସର ଖାଦ୍ୟଶସ୍ୟ ବଣ୍ଟନ କାର୍ଯ୍ୟ କରିବା ପାଇଁ କୌଣସି ପ୍ରକାରର ପ୍ରତ୍ୟକ୍ଷ କିମ୍ବା ପରୋକ୍ଷ ଚାପ ପ୍ରୟୋଗ ନ କରିବାକୁ ଅନୁରୋଧ କରିଛନ୍ତି।
ଜୋଗାଣ ସହାୟକମାନଙ୍କ ଦାବୀପତ୍ର ଆନୁସାରେ ଗତ ୧୬ ଜୁନରେ ରାଜ୍ୟ ସରକାରଙ୍କୁ ଲିଖିତ ନୋଟିସ ଦେଇ ୧୦ ଜୁଲାଇ ସୁଦ୍ଧା ଦାବି ପୂରଣ ନ ହେଲେ ସାମୂହିକ ଛୁଟିରେ ଯିବା ନେଇ ପୂର୍ବରୁ ଅବଗତ କରାଯାଇଥିଲା। ସେହି ନୋଟିସ ପରେ ଏକ ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ମଧ୍ୟ ଏହି ନିଷ୍ପତ୍ତି ସର୍ବସାଧାରଣଙ୍କୁ ଜଣାଯାଇଥିଲା।
ସେମାନେ କହିଛନ୍ତି ଯେ, ସରକାରଙ୍କ ନୂତନ ମୁଖ୍ୟ ମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନାକୁ ସମ୍ମାନ ଜଣାଇ ସାର୍ବଜନୀନ ସ୍ୱାର୍ଥରେ ସହଯୋଗ କରିଥିଲେ ମଧ୍ୟ ସେମାନଙ୍କ ଦାବିର ସମାଧାନ କରାଯାଇନାହିଁ। ଏପରିସ୍ଥିତିରେ ଜୁଲାଇ ଓ ଅଗଷ୍ଟ ମାସର ଖାଦ୍ୟଶସ୍ୟ ବଣ୍ଟନ କାର୍ଯ୍ୟ କରିବା ସମ୍ଭବ ନୁହେଁ ବୋଲି ସେମାନେ ସ୍ପଷ୍ଟ କରିଛନ୍ତି।
ପଦାବୀପତ୍ରରେ ପ୍ରଶାସନକୁ ଅନୁରୋଧ କରାଯାଇଛି ଯେ, ହିତାଧିକାରୀମାନେ ଯେପରି ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି, ସେଥିପାଇଁ ପୂର୍ବରୁ ବିକଳ୍ପ ପ୍ରଶାସନିକ ବ୍ୟବସ୍ଥା କରାଯାଉ ଏବଂ କୌଣସି ଜୋଗାଣ ସହାୟକଙ୍କ ଉପରେ ଖାଦ୍ୟଶସ୍ୟ ବଣ୍ଟନ କାର୍ଯ୍ୟ ପାଇଁ ଚାପ କିମ୍ବା ବଳପ୍ରୟୋଗ କରାନଯାଉ।
ଉକ୍ତ ଦାବୀପତ୍ରର ନକଲ ମାନ୍ୟବର ମୁଖ୍ୟମନ୍ତ୍ରୀ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ, ମୁଖ୍ୟ ଶାସନ ସଚିବ ଏବଂ ପ୍ରମୁଖ ଶାସନ ସଚିବଙ୍କ ନିକଟକୁ ମଧ୍ୟ ପ୍ରେରଣ କରାଯାଇଛି। ଦାବୀପତ୍ର ପ୍ରଦାନ କରିବା ସମୟରେ ଯୋଗାଣ ସହାୟକ ସଂଘ ର ସଦସ୍ୟ ଦେବେନ୍ଦ୍ର ଖମାରୀ , ବ୍ୟାସଦେବ ପଧାନ,ହେମନ୍ତ ପଧାନ , ବନମାଳି ଗଡତ୍ୟା,ଗିରି ମେହେର, ପିଣ୍ଟୁ ସା , ସୁମନ୍ତ ପଧାନ, ଶ୍ରୀକାନ୍ତ ପଧାନ, ଜଗମୋହନ ଦାସ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   15-Aug-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   15-Aug-2026
  ଜିଲ୍ଲା  
ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like