-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||     

HOME   ଜିଲ୍ଲା

କୁଟୁମ୍ବଡୋଲା କ୍ଲଷ୍ଟର ପକ୍ଷରୁ ସିଆଲବାହାଲି ଠାରେ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା ସଭା

12-Jul-2026



ବଲାଙ୍ଗୀର(ପ୍ରେରଣା ଖବର)ବଲାଙ୍ଗୀର କୁଟୁମ୍ବଡୋଲା କ୍ଲଷ୍ଟର ଅନ୍ତର୍ଗତ ସିଆଲବାହାଲି ୟୁ.ଜି.ଏଚ୍.ଏସ୍. ପରିସରରେ ୪ଜଣ ସମ୍ମାନିତ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କ ପାଇଁ ଏକ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା ସଭା  ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକାଳ ସମାପ୍ତ କରି ସେବାନିବୃତ୍ତ ହୋଇଥିବା ୪ଜଣ ଶିକ୍ଷାବିତ୍  ଗୋପାଳ ଚନ୍ଦ୍ର ପାଣ୍ଡିଆ,  କିରାଣୀ ମଳୟ ମିଶ୍ର, ଶ୍ରୀମତୀ କାଦମ୍ବିନୀ ମିଶ୍ର ଏବଂ ଶ୍ରୀମତୀ କୁନି ମିଶ୍ରଙ୍କୁ ଏହି ଅବସରରେ କ୍ଲଷ୍ଟର ତରଫରୁ

ବିପୁଳ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା।
ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଉମେଶ ନାଏକଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ ଏହି ସଭାରେ ସଭାପତି ଭାବେ ରବୀନ୍ଦ୍ର  ଠେଟୁଆଲ ମଂଚାସୀନ ଥିଲେ। ମୁଖ୍ୟ ଅତିଥି ଭାବେ ଗୋଷ୍ଠୀ ଶିକ୍ଷା ଅଧିକାରୀ  ଦିଲୀପ କୁମାର ଯୋଶୀ ଏବଂ ସମ୍ମାନିତ ଅତିଥି ଭାବେ ପୂର୍ବତନ ଗୋଷ୍ଠୀ ଶିକ୍ଷା ଅଧିକାରୀ  ନୀଳମଣି ପଟେଲ ଯୋଗଦେଇ ବିଦାୟୀ ଶିକ୍ଷକ-ଶିକ୍ଷୟିତ୍ରୀ ମାନଙ୍କର ଶିକ୍ଷାଦାନ କ୍ଷେତ୍ରରେ ଥିବା ଅତୁଳନୀୟ ଅବଦାନ ଓ ନିଷ୍ଠାପର ସେବାର ଉଚ୍ଚ ପ୍ରଶଂସା କରିବା ସହ ସେମାନଙ୍କର ସୁସ୍ଥ ଓ ନିରାମୟ ଦୀର୍ଘ ଜୀବନ କାମନା କରିଥିଲେ।
ସମଗ୍ର ସଭା କାର୍ଯ୍ୟକୁ ସୁଧାଂଶୁ ପଟେଲ ପରିଚାଳନା କରିଥିଲେ। ଏହି କାର୍ଯ୍ୟକ୍ରମକୁ ସଫଳ କରିବାରେ  ସୁବଳ ଭୋଇ, ପ୍ରଶାନ୍ତ କୁମାର ମେହେର, ଚୈତନ୍ୟ ଦନ୍ତା, ନରେଶ ମେହେର, ଅଶୋକ କୁମାର ଖମାରୀ, ଈଶ୍ୱର ବିଶ୍ୱାଳ, ଚିତ୍ତ ରଞ୍ଜନ ମେହେର, ଶିବ ନାରାୟଣ ବ୍ରହ୍ମା, ମହେଶ ମଲ୍ଲିକ, ବିଷ୍ଣୁ ପ୍ରସାଦ ସାହୁ, ଶ୍ରୀମତୀ ପଦ୍ମାଳୟା ଷଡ଼ଙ୍ଗୀ, ଶ୍ରୀମତୀ ଦୀପ୍ତି ମୟୀ ବେହେରା, ଶ୍ରୀମତୀ ଅନୁରାଧା ମିଶ୍ର, ଶ୍ରୀମତୀ ସାନ୍ତା ଜେନା, ଶ୍ରୀମତୀ ସୁରଭି ହୋତା, ଶ୍ରୀମତୀ ବିଳାସିନୀ ମାଝୀ, ଶ୍ରୀମତୀ ଶେଫାଳିକା ପାଣିଗ୍ରାହୀ,ଶ୍ରୀମତୀ ଭୁବନମୟୀ ପ୍ରଧାନ, ଶ୍ରୀମତୀ ଲିସା ଦାଶ, ଶ୍ରୀମତୀ  ଟିକି ଧାରୁଆ,

ରେଣୁକା ମାଝୀ, ଶ୍ରୀମତୀ ଅନୁପମା ମିଶ୍ର, ଶ୍ରୀମତୀ ସୁଷମା ପଧାନ, ଶ୍ରୀ ସୁଦିପ ମେହେର, ଶ୍ୟାମ ମରପାଚି, ସୁବୀର ଚନ୍ଦ୍ର ବିଶି, ଦୀପକ କୁମାର ଗୁରୁ, ସୁଜିତ ପଟେଲ, ପିତାମ୍ବର ପଧାନ, ସ୍ନେହଲତା ପଧାନ, ଦିପେଶ ଭୁଏ, ଐଶର୍ଯ୍ୟl ସାହୁ,ସୁଦେଷ୍ଣା ମହାନା, ସୁବ୍ରତ କୁମାର ଭୋଇ, ଶ୍ରବଣ କୁମାର ପଟେଲ  କୁଟୁମଡୋଲା କ୍ଲଷ୍ଟରର ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀ ସକ୍ରିୟ ସହଯୋଗ କରିଥିଲେ। ଶେଷରେ ସମସ୍ତ ବିଦାୟୀ ଶିକ୍ଷକ ବୃନ୍ଦ କ୍ଲଷ୍ଟରର ସମସ୍ତ ସଦସ୍ୟଙ୍କୁ କୃତଜ୍ଞତା ଜଣାଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   15-Aug-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   15-Aug-2026
  ଜିଲ୍ଲା  
ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like