-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||     

HOME   ଜିଲ୍ଲା

ବୃକ୍ଷରୋପଣ ଆମରି ପଣ

12-Jul-2026



ବଲାଙ୍ଗିର - ସ୍ଥାନୀୟ ମାଲପଡା ସ୍ଥିତ ମଣ୍ଟେଶ୍ୱରୀ ପବ୍ଲିକ ସ୍କୁଲରେ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ ଆଜି ଆୟୋଜିତ ହୋଇଯାଇଛି । ଆଜିର ଦିବସଟିକୁ ବୃକ୍ଷରୋପଣ ଆମରି ପଣ ପ୍ରସଙ୍ଗରେ ଛାତ୍ର ଛାତରୀଙ୍କ ମନରେ ଉଦ୍ଘୋଷିତ ହେଉ ବୋଲି ସ୍କୁଲର ମ୍ୟାନେଜିଂ ଡାଇରେକ୍ଟର ରବିଚନ୍ଦ୍ର ଉପଦ୍‌ଗାତା ମତ ପ୍ରକାଶ କରିଥିଲେ । କାର୍ଯ୍ୟକ୍ରମରେ ସ୍କୁଲ ଚେୟାରମେନ ବୀରେନ୍ଦ୍ର କୁମାର ଉଦ୍‌ଗାତା ଅଧ୍ୟକ୍ଷତା କରିଥିଲେ ।

ପ୍ରାଇମେରୀ ସେକ୍ସନ ପ୍ରିନ୍ସିପାଲ ଅଭିସ୍ମିତା ଦାସ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ । ସ୍କୁଲ ସେକେଣ୍ଡାରୀ ପ୍ରିନ୍ସିପାଲ ଡ. ରବିଚନ୍ଦ୍‌ର ପଶାୟତ ଦିବସର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ । ସାମ୍ବାଦିକ ଆକୁଳ ବେହେରା ଅତିଥି ଭାବେ ଯୋଗଦାନ କରି ମତବ୍ୟକ୍ତ କରିଥିଲେ । ଆଜିର ସକାଳ କାର୍ଯ୍ୟକ୍ରମରେ ସ୍କୁଲର ନିଜସ୍ୱ କ୍ୟାମ୍ପସ ଭାଲେର ଠାରେ ବିଭିନ୍ନ କିସମର ୫୦ ଗୋଟି ଚାରା ରୋପଣ କରାଯାଇଥିବା

ବେଳେ ମାଲପଡା ସ୍ଥିତ କ୍ୟାମ୍ପସ ରେ ଶିକ୍ଷକ ଆରତୀ ପ୍ରିୟଦର୍ଶିନି, ଜସ୍ମିନ ଉଦ୍‌ଗାତା, ଅନୁପମା ତନ୍ତୀ ପ୍ରାରମ୍ଭିକ ସଂଗୀତ ଗାନ କରିଥିଲେ । ସ୍କୁଲର ସ୍କାଉଟ, ଗାଇଡ, ରେଡକ୍ରସ ୟୁନିଟ ଇକୋ କ୍ଲବର ସମସ୍ତ ଛାତ୍ର ଛାତ୍ରୀ ବୃକ୍ଷରୋପଣ କାର୍ଯ୍ୟକ୍ରମରେ ଯୋଗଦାନ କରିଥିଲେ । ଶିକ୍ଷକ ଆଶିକ ଯୋଷୀ ସ୍ୱାଗତ ଅଭିଭାଷଣ ଦେଇଥିବା ବେଳେ ରୋହିତ ବକୁଲ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   15-Aug-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   15-Aug-2026
  ଜିଲ୍ଲା  
ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   15-Aug-2026
  ଜିଲ୍ଲା  
ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ   15-Aug-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026

You Might Also Like