-+91-9937148622 |
prerana_bgr@rediffmail.com |
Saturday 15th August 2026 |
R.N.I. Regd No. ODIODI/2010/46693
Breaking News
12-Jul-2026
ବରପାଲି : (ସୁଦାମ ଦୀପ)ବରଗଡ଼ ଜିଲ୍ଲା ବରପାଲି ଗଙ୍ଗାଧର ମେହେର କ୍ଲବ ଠାରେ ପୂର୍ବତନ ଓଡ଼ିଶା ସାହିତ୍ୟ ଏକାଡେ଼ମୀ ସଦସ୍ୟ ତଥା ପ୍ରାକ୍ତନ ଅଧ୍ୟକ୍ଷ ବରପାଲି କଲେଜ ଡ଼ଃ ଘନଶ୍ୟାମ ପାଣିଗ୍ରାହୀଙ୍କ ସଭାପିତ୍ବରେ ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ବସିଥିଲା। ଆସନ୍ତା ଅଗଷ୍ଟ ୨୮ ତାରିଖ ସନ୍ଧ୍ୟାରେ ପାଳନ କରିବା ସହ ପ୍ରତି ମାସର ଗୋଟିଏ ଦିନରେ ଗଙ୍ଗାଧର ସାହିତ୍ୟ ଉପରେ ଏକ ଆଲୋଚନା ଚକ୍ର ହେବ ବୋଲି ବର୍ତ୍ତମାନ ସଭାପତି ନରେନ୍ଦ୍ର କୁମାର ହୋତା ସର୍ବସମ୍ମତି କ୍ରମେ ନିଷ୍ପତି ନେଇଥିବା ସୂଚନା ଦେଇଛନ୍ତି। ଏଥିରେ ଆନନ୍ଦ ମେହେର, ବାଳକିଶୋର ଖାଡ଼ଙ୍ଗl,ପଦ୍ମଲୋଚନ ସାହୁ,ରାଜାରାମ ମେହେର,ବାଳକୃଷ୍ଣ ପୂଝାରୀ,ମହେନ୍ଦ୍ର ଗହୀର ଓ ବନ୍ତରlମ ସେଠ ପ୍ରମୁଖ ଯୋଗଦେଇଥିଲେ ।ଗ