-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||     

HOME   ଜିଲ୍ଲା

ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା

12-Jul-2026



ବଲାଙ୍ଗୀର (ପ୍ରେରଣା ଖବର): ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା ଆକାଶବାଣୀ ପରିସରରେ ରିକ୍ରିୟେସନ  କ୍ଲବ ତରଫରୁ ଏକ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା। ଜଣେ ଉଦଘୋଷାକ ଭାବରେ ତାଙ୍କର କାର୍ଯ୍ୟକଳାପ ସମସ୍ତଙ୍କର ପାଇଁ ବେଶ ଉତ୍ସାହଜନକ ଥିଲା। ଜଣେ ମେଳାପୀ ବ୍ୟକ୍ତିତ୍ୱ ଓ କାର୍ଯ୍ୟକ୍ରମ ଦୃଷ୍ଟିରୁ ତାଙ୍କର  ଭୂମିକା ବେଶ  ପ୍ରଶଂସନୀୟ ବୋଲି ସମସ୍ତେ କହିଥିଲେ। ଆକାଶବାଣୀ କେନ୍ଦ୍ର ଯନ୍ତ୍ରୀ  ସଞ୍ଜୟ କୁମାର ତାଜନ ଅତିଥିଭାବେ ଯୋଗଦେଇ ଶ୍ରୀ ନନ୍ଦ ଙ୍କୁ ମାନପତ୍ର ଓ ଉପାୟନ ଦେଇ  ସମ୍ବର୍ଦ୍ଧିତ କରିଥିଲେ। ଶ୍ରୀମତୀ ସଂସ୍କୃତି ପଟ୍ଟନାୟକ, ରବି ମିଶ୍ର, ନବୀନ ସାହୁ, ସୁଧୀର ହୋତା, ମନୋଜ ମିଶ୍ର, ସନ୍ଦୀପ କୁଅଁର, ଅନିଲ ହୋତା, ସସ୍ମିତା ନେପାକ, ସଂଗୀତା ଶେଖର ଦେଓ, ଅନ୍ନପୂର୍ଣ୍ଣା ତ୍ରିପାଠୀ, ସାବିତ୍ରୀ ତ୍ରିପାଠୀ, ମିତାଲି ମଧୁମିତା ମିଶ୍ର, ରାଜୀବ ଲୋଚନ ଆଚାର୍ଯ୍ୟ, ଲୋକେଶ୍ୱର ପାଣ୍ଡେ, କୀର୍ତ୍ତନ ଦୀପ, ରବୀନ୍ଦ୍ର ମହାକୁର,  ଉପସ୍ଥିତ ଥିଲେ। ଶ୍ରୀ ନନ୍ଦ ତାଙ୍କ ବକ୍ତବ୍ୟରେ ସମସ୍ତଙ୍କ ସହଯୋଗ ଓ ସଦିଚ୍ଛା ପାଇଁ କୃତଜ୍ଞତା ଜ୍ଞାପନ କରି ଆକାଶବାଣୀ ରେ ନିଜର ଅଭିଜ୍ଞତା  ପ୍ରକାଶ କରିଥିଲେ। ରତ୍ନମୟ ତ୍ରିପାଠୀ ସଭାକୁ ସଂଯୋଜନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   15-Aug-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   15-Aug-2026
  ଜିଲ୍ଲା  
ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   15-Aug-2026
  ଜିଲ୍ଲା  
ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ   15-Aug-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026

You Might Also Like