-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ

12-Jul-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
 ସୁବର୍ଣ୍ଣପୁର ବ୍ଲକ ସମ୍ମିଳନୀ କକ୍ଷ ଠାରେ ଓଡ଼ିଶା ସାମ୍ବାଦିକ ସଂଘର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବରେ ବୀରମହାରାଜପୁର ବିଧାୟକ ତଥା ସୁବର୍ଣ୍ଣପୁର ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଇଂ. ରଘୁନାଥ ଜଗଦଲା ଓ ସମ୍ମାନୀତ ଅତିଥି ଭାବରେ ଜିଲ୍ଲାପାଳ ଡ. ନୃପରାଜ ସାହୁ, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ନାରାୟଣ ନାୟକ, ପୌରାଧ୍ୟକ୍ଷା ତାମସୀ ତାମସ୍ମିତା ନାୟକ ଏବଂ ସ୍ୱତନ୍ତ୍ର ନିମନ୍ତ୍ରିତ ଅତିଥି ଭାବରେ ଓଡ଼ିଶା ଭେଷଜ ବିଶ୍ୱ ବିଦ୍ୟାଳୟର ଭାଇସ ଚାନ୍ସେଲର ଡଃ. ଦତ୍ତେଶ୍ୱର ହୋତା ଯୋଗଦେଇ ସମାଜର ବିକାଶ ଏବଂ ଗଣତନ୍ତ୍ରର ସୁରକ୍ଷା ରକ୍ଷା କରିବାରେ ଗଣମାଧ୍ଯମର ଭୂମିକା ବେଶ୍ ଗୁରୁତ୍ବପୂର୍ଣ୍ଣ ବୋଲି କହିଥିଲେ । ଏହି ଅବସରରେ ଅତିଥି ମାନଙ୍କ ଦ୍ୱାରା ଏକ ସ୍ମରଣିକା ମଧ୍ୟ ଉନ୍ମୋଚନ କରଯାଇଥିଲା ପ୍ରଶାସନ ପହଞ୍ଚି ପାରୁ ନଥିବା ଅଞ୍ଚଳର ସମସ୍ୟା ଗଣମାଧ୍ଯମ ପ୍ରତିନିଧି ମାନେ ପ୍ରଶାସନ ଓ ସରକାରଙ୍କ ଆଗରେ ଉପସ୍ଥାପନ କରିଥାନ୍ତି I ଏହା ଫଳରେ ପ୍ରଶାସନ ସରକାର ଜନସାଧାରଣଙ୍କ ଆବଶ୍ୟକତା ପ୍ରତି ଯତ୍ନବାନ ହେବା ସହିତ ଆବଶ୍ୟକ ପଦକ୍ଷେପ ନେଇଥାନ୍ତି ବୋଲି  ମତପ୍ରକାଶ ପାଇଥିଲା । ଓଡ଼ିଶା ସାମ୍ବାଦିକ ସଂଘ ରାଜ୍ୟ ସଭାପତି ଶଶିଭୂଷଣ ପ୍ରହରାଜ, ରାଜ୍ୟ ସଂପାଦକ ଦୁର୍ଯ୍ୟୋଧନ ମହାରଣା  ଯୋଗଦେଇ ସୁବର୍ଣ୍ଣପୁର ଟିମ୍ ଙ୍କ ମିଳିତ ଉଦ୍ୟମରେ ଏହି କାର୍ଯ୍ୟକ୍ରମ ବିଶେଷ ସଫଳତା ପାଇଥିବା ସୂଚନାଦେଇ ଥିଲେ । ଏବଂ ଏଥିରେ ରାଜ୍ୟ ସଂଘର ଉପସଭାପତି ଦୀପକ ନାୟକ, ଶୁଶାନ୍ତ ମହାପାତ୍ର, ରମଣୀ ରଞ୍ଜନ ଦାସ, ରାକେଶ ଗୁପ୍ତା, ରାଜ୍ୟ ସମ୍ପାଦକ ରାଜ କିଶୋର ତ୍ରିପାଠୀ, ପଶ୍ଚିମ ଓଡ଼ିଶା ପ୍ରାନ୍ତୀୟ ସମ୍ପାଦକ ରମାକାନ୍ତ ବିଶ୍ୱାଳ ଙ୍କ ସହ ବିଭିନ୍ନ ଜିଲ୍ଲାରୁ ସଭାପତି, ସମ୍ପାଦକ ଓ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଯୋଗ ଦେଇଥିଲେ । ଦ୍ଵିତୀୟ ଅଧିବେଶନରେ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇ ବିଭିନ୍ନ ଜିଲ୍ଲା ରୁ ଆସିଥିବା ଓଡ଼ିଶା ସାମ୍ବାଦିକ ସଂଘ ର କର୍ମକର୍ତ୍ତା ବିଭିନ୍ନ ଆଲୋଚନା ରେ ଅଂଶଗ୍ରହଣ କରି ସଂଘର ସାଂଗଠନିକ ଉପରେ ମତ ରଖିଥିଲେ। ଏହି ଅବସରରେ ସମାଜର ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ବିଭିନ୍ନ ବ୍ୟକ୍ତିବିଶେଷ ଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ତୃତୀୟ ଅଧିବେଶନ ରେ ଆୟୋଜନ ହୋଇଥିବା ଏକ ସେମିନାର ସାମ୍ବାଦିକ ଙ୍କ ସୁରକ୍ଷା, ସ୍ଵାଧୀନତା ଓ ଅଧିକାର ଶୀର୍ଷକ ଆୟୋଜନ ହୋଇଥିଲା । ମୁଖ୍ୟ ଅତିଥି ଭାବରେ ଜିଲ୍ଲାପାଳ ଡ.ନୃପରାଜ ସାହୁ, ବକ୍ତା ଭାବରେ ବିଇଓ ଲକ୍ଷ୍ମଣ ପଣ୍ଡା, ବୌଦ୍ଧ ର ସୂଚନା ଓ ଲୋକ ସଂପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା ପ୍ରମୁଖ ଯୋଗ ଦେଇ ସାମ୍ପ୍ରତିକ ବେଳାରେ ଗଣମାଧ୍ୟମର ଭୂମିକା ଓ ସାମ୍ବାଦିକ ଙ୍କ ସୁରକ୍ଷା ସ୍ଵାଧୀନତା ଓ ଅଧିକାର ସଂପର୍କରେ ବହୁ ସାର୍ ଗର୍ଭକ ମତ ରଖିଥିଲେ । ବରିଷ୍ଠ ସାମ୍ବାଦିକ ଦିଲ୍ଲୀପ ପାତ୍ର ଏହି ସମସ୍ତ କାର୍ଯ୍ୟକ୍ରମ ସଂଚାଳନ କରିଥିବା ବେଳେ ମନୋରଞ୍ଜନ ତ୍ରିପାଠୀ ପ୍ରାରମ୍ଭିକ ଅଭିଭାଷଣ ରଖିଥିଲେ। ଜିଲ୍ଲା ସଂପାଦକ ମହାଦେବ ମଲ୍ଲିକ ସଂପାଦକୀୟ ବିବରଣୀ ପାଠ କରିଥିବା ବେଳେ ରାଜ୍ୟ ସଂପାଦକ ରାଜକିଶୋର ତ୍ରିପାଠୀ ଧନ୍ୟବାଦ ପ୍ରଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   15-Aug-2026

You Might Also Like