-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||     

HOME   ରାଜ୍ୟ

ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ

13-Jul-2026



ବରଗଡ଼/ଭୁବନେଶ୍ୱର(ତୁଳସୀ ଚରଣ ଦାଶ)ସାହିତ୍ୟ ସଂସ୍କୃତି ସମାରୋହର ଆବାହନରେ ଗତକାଲି ପଞ୍ଚମ ଜାତୀୟ ସାହିତ୍ୟ ମହୋତ୍ସବର ଆୟୋଜନ ସକାଶେ ସାହିତ୍ୟ ସଂସ୍କୃତି ସମାରୋହ ଅନୁଷ୍ଠାନର ସଭାପତି ଇଂ ଗୈାରଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଓ ସମ୍ପାଦକ ପ୍ରଣବ ଛୋଟରାୟଙ୍କ ପରିଚାଳନାରେ  ଏକ ବୈଠକ ଅନୁଷ୍ଠିତ ହେଇଯାଇଆଛି। 
ବୈଠକରେ ଜାତୀୟ ସାହିତ୍ୟ ମହୋତ୍ସବର ସଭାପତି ଡ଼ ଫନୀ ମହାନ୍ତି ଯୋଗଦେଇ ବିଗତ ବର୍ଷ ମାନଙ୍କରେ ବିଭିନ୍ନ ରାଜ୍ୟରୁ ଆସିଥିବା କବି ମାନଙ୍କର ବିବରଣୀ ଏବଂ ସେମାନଙ୍କର ଦାୟିତ୍ୱ ସମ୍ପର୍କରେ ସୂଚନା ଦେବା ସହିତ ଚଳିତ ବର୍ଷ ୧୫ଟି ରାଜ୍ୟରୁ ପାଖାପାଖି ୨୫ଜଣ ଲେଖକ ଆସିବା ସହିତ ପଡୋଶୀ ଦେଶ ନେପାଳ, ବାଂଲାଦେଶ, ଆଫଗାନିସ୍ଥାନ ଓ ଶ୍ରୀଲଙ୍କାରୁ ମଧ୍ୟ ଲେଖକ ଆସିବାର କାର୍ଯ୍ୟକ୍ରମ ରଖାଯାଉଛି ବୋଲି ସୂଚନା ପ୍ରଦାନ କରିଥିଲେ । 
ତେବେ ପଞ୍ଚମ ଜାତୀୟ ସାହିତ୍ୟ ମହୋତ୍ସବର ସଚିବ ଭାବେ ଡ଼. ସତ୍ୟବ୍ରତ ଜେନାଙ୍କୁ ମନୋନୀତ କରାଯାଇଥିବା ବେଳେ ଡ଼. ଜେନାଙ୍କ ଅଧ୍ୟକ୍ଷତାରେ ଆଜି ୫ଟି କମିଟି ଗଠନ କରାଯାଇଥିଲା। ସାହିତ୍ୟ ସଂସ୍କୃତି ସମାରୋହର ସଭାପତି ଇଂ ଗୌର ଚନ୍ଦ୍ର ମହାପାତ୍ର, ଜାତୀୟ ସାହିତ୍ୟ ମହୋତ୍ସବର ଅଧ୍ୟକ୍ଷ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ବିଶିଷ୍ଟ କବି ଡ଼. ଫନୀ ମହାନ୍ତିଙ୍କ ସମେତ ପ୍ରଣବ ଛୋଟରାୟ, ଶ୍ରୀମତୀ ସୌଦାମିନୀ ସାମନ୍ତରାୟ, ବଟକୃଷ୍ଣ ପଣ୍ଡା, ପିତାମ୍ବର ଭୋଇ, ଶ୍ରୀମତୀ ଗାୟତ୍ରୀ ମହାରଣା, ଶ୍ରୀମତୀ ବିନୋଦିନୀ ପାତ୍ର, ଶ୍ରୀମତୀ ନିନାଦିନୀ ମହାନ୍ତି, ଶ୍ରୀମତୀ ମିନତୀ ରଥ, ଶ୍ରୀମତୀ କଳ୍ପନା ମହାରଣା,ପତିତ
ପାବନ ପତି, ଶ୍ରୀମତୀ ଇତିଶ୍ରୀ ପତି, ସୁରଜିତ ପରିଡା, ଶ୍ରୀମତୀ ଅନସୟା ବାରିକ, ମିହିର କୁମାର ରଥଶର୍ମା, ଦିଲ୍ଲୀପ ମହାରଣା, ଭାରତୀ ଭୂଷଣ ପଟ୍ଟନାୟକ, ଡଃ ପ୍ରତିମା ରାଣୀ ମିଶ୍ର ଷଡଙ୍ଗୀ, ଡଃ ନିବେଦିତା ମହାନ୍ତି ଡଃ ସଞ୍ଜୁକ୍ତା ପରିଡ଼ା, ଶ୍ରୀମତୀ ମୈାସୁମୀ ଶୁକ୍ଳା ପ୍ରମୁଖ ବିଭିନ୍ନ କମିଟିର ସଦସ୍ୟ ଭାବେ ମନୋନୀତ ହୋଇଥିବା ବେଳେ ଶେଷରେ ବଟକୃଷ୍ଣ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ। 
        ---------×××---------


News Comment




Photo in News

Advertisment
Lastest News
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   15-Aug-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   15-Aug-2026
  ଜିଲ୍ଲା  
ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   15-Aug-2026
  ଜିଲ୍ଲା  
ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ   15-Aug-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   15-Aug-2026

You Might Also Like