-+91-9937148622 |

prerana_bgr@rediffmail.com |

  Thursday 22nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||     

HOME   ଜିଲ୍ଲା

ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ମାନେଶ୍ଵରରେ ସ୍ୱତନ୍ତ୍ର ଶିବିର

14-Jul-2026



 

 

ସମ୍ବଲପୁର :(ସଂଜୀବ ପାଣିଗ୍ରାହୀ ): ପିତୃମାତୃହୀନ ଏବଂ ଏକକ ଅଭିଭାବକଙ୍କ ଅଧୀନରେ ଥିବା ଶିଶୁ ମାନଙ୍କ ସୁରକ୍ଷା ଓ ଯତ୍ନ ଓ ଉପଯୁକ୍ତ ଥଇଥାନ ଏବଂ ସରକାରୀ କଲ୍ୟାଣମୂଳକ ଯୋଜନାର ସୁବିଧା ପହଞ୍ଚାଇବା ଲକ୍ଷ୍ୟରେ ସମ୍ବଲପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ମାନେଶ୍ଵର ବ୍ଲକରେ ଆଜି ଏକ ସ୍ଵତନ୍ତ୍ର କ୍ୟାମ୍ପ ଆୟୋଜିତ ହୋଇଛି I ଏହି କ୍ୟାମ୍ପରେ ସୁରକ୍ଷା ଏବଂ ଯତ୍ନ ଆବଶ୍ୟକ କରୁଥିବା ମୋଟ ୨୬ ଜଣ ଶିଶୁଙ୍କୁ ଜିଲ୍ଲା ଶିଶୁ ମଙ୍ଗଳ ସମିତି ନିକଟରେ ଉପସ୍ଥାପନ କରାଯାଇଥିଲା I ସମିତି ପକ୍ଷରୁ ତଦନ୍ତ ପ୍ରକ୍ରିୟା ସମାପ୍ତ ପରେ ଯୋଗ୍ୟ ଶିଶୁମାନଙ୍କୁ ସରକାରଙ୍କ ବିଭିନ୍ନ ଜନ କଲ୍ଯାଣମୂଳକ ଯୋଜନାରେ ସାମିଲ କରାଯାଇ ସେମାନଙ୍କ ସର୍ବାଙ୍ଗୀନ ବିକାଶ ସୁନିଶ୍ଚି ତ କରାଯିବାକୁ ଚିହ୍ନଟ କରାଯାଇଛି।ସମ୍ବଲପୁର ଜିଲ୍ଲା ମହିଳା ଓ ଶିଶୁ ବିକାଶ ବିଭାଗ ଓ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ମିଳିତ ଆନୁକୂଲ୍ୟରେ ଏହି ଶିବିର ଅନୁଷ୍ଠିତ ହୋଇଥିଲା I ଜିଲ୍ଲା ଶିଶୁ ମଙ୍ଗଳ ସମିତିର ସଦସ୍ୟ ଡ଼ା. ରାଜାରାମ ଷଡ଼ଙ୍ଗୀ ଓ ଦିଲ୍ଲୀପ କୁମାର ମୁଖି ଉପସ୍ଥିତ ରହି ଶିଶୁମାନଙ୍କର ଉପସ୍ଥାପନା ଗ୍ରହଣ କରିଥିଲେ I ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ, ଚାଇଲ୍ଡ ହେଲ୍ପଲାଇନ ପକ୍ଷରୁ ବିଭିନ୍ନ ସଚେତନତା କରାଯିବା ସହିତ ସ୍ବେଚ୍ଛାସେବୀ ମାନେ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026

You Might Also Like