-+91-9937148622 |

prerana_bgr@rediffmail.com |

  Wednesday 21st October 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗିରର ବିଭିନ୍ନ ରଥଯାତ୍ରାରେ ସାମିଲ ହେଲେ ବିଧାୟକ କଳିକେଶ ନାରାୟଣ ସିଂହଦେଓ

17-Jul-2026



ବଲାଙ୍ଗିର(ପ୍ରେରଣା ଖବର): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର ଘୋଷଯାତ୍ରା ଅବସରରେ ବଲାଙ୍ଗିର ସହରରେ ଆୟୋଜିତ ବିଭିନ୍ନ ରଥଯାତ୍ରା କାର୍ଯ୍ୟକ୍ରମରେ ବଲାଙ୍ଗିର ବିଧାୟକ ଶ୍ରୀଯୁକ୍ତ କଳିକେଶ ନାରାୟଣ ସିଂହଦେଓ ଯୋଗଦାନ କରିଥିଲେ।
ପ୍ରଥମେ ସେ ଗୋପାଲଜୀ ମନ୍ଦିରଠାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଆୟୋଜିତ ରଥଯାତ୍ରାରେ ଯୋଗଦେଇ ମହାବାହୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିଥିଲେ। ଏହି ଅବସରରେ ସେ ପାରମ୍ପରିକ ଛେରାପହଁରା ନୀତିରେ ମଧ୍ୟ ସାମିଲ ହୋଇଥିଲେ।
ଏହାପରେ ବିଧାୟକ ଶ୍ରୀ ସିଂହଦେଓ ସାହାଣୀ ରଥଯାତ୍ରା ଓ ଜଗନ୍ନାଥପଡା ରଥଯାତ୍ରାରେ ଅଂଶଗ୍ରହଣ କରି ମହାପ୍ରଭୁଙ୍କ ଦର୍ଶନ କରିଥିଲେ। ସେ ମହାବାହୁଙ୍କ ନିକଟରେ ସମଗ୍ର ବଲାଙ୍ଗିରବାସୀଙ୍କ ସୁଖ, ଶାନ୍ତି, ସମୃଦ୍ଧି ଓ ଜିଲ୍ଲାର ସର୍ବାଙ୍ଗୀଣ ବିକାଶ ପାଇଁ ପ୍ରାର୍ଥନା କରିଥିଲେ।
ପରବର୍ତ୍ତୀ ସମୟରେ ସେ ଗୋପବନ୍ଧୁ ନଗରରେ ଆୟୋଜିତ ରଥଯାତ୍ରାରେ ମଧ୍ୟ ଯୋଗଦେଇ ଭକ୍ତମାନଙ୍କ ସହ ପବିତ୍ର ଘୋଷଯାତ୍ରାରେ ସାମିଲ ହୋଇଥିଲେ। ବିଭିନ୍ନ ସ୍ଥାନରେ ଉପସ୍ଥିତ ଭକ୍ତମାନଙ୍କ ସହ ସେ ଶୁଭେଚ୍ଛା ବିନିମୟ କରିବା ସହ ମହାପ୍ରଭୁଙ୍କ ଆଶୀର୍ବାଦ କାମନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   20-Oct-2026
  ଜିଲ୍ଲା  
ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   20-Oct-2026
  ରାଜ୍ୟ  
ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   20-Oct-2026
  ଜିଲ୍ଲା  
ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   20-Oct-2026

You Might Also Like