-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||     

HOME   ଜିଲ୍ଲା

*ଓଡ଼ିଶା ସାମ୍ୱାଦିକ ସଂଘ ପକ୍ଷରୁ ବଲାଙ୍ଗିର ସାଂସଦ ଙ୍କୁ ଦାବୀ ପତ୍ର ପ୍ରଦାନ*-

18-Jul-2026



ସୋନପୁର (ମନୋରଞ୍ଜନ ତ୍ରିପାଠୀ ) ସୋନପୁର ସର୍କିଟ ହାଉସ ଠାରେ ମାନ୍ୟବର ବଲାଙ୍ଗିର ସାଂସଦ ଶ୍ରୀମତି ସଂଗୀତା କୁମାରୀ ସିଂହଦେଓ ଙ୍କୁ ଓଡ଼ିଶା ସାମ୍ୱାଦିକ ସଂଘ ସୁବର୍ଣ୍ଣପୁର ଜିଲ୍ଲା ଶାଖା ପକ୍ଷରୁ ରାଜ୍ୟ ସ୍ତରୀୟ ଉତ୍ସଵ ର କିଛି ଉପହାର ବା ସ୍ମୁତି ଫଳକ ସହିତ ସୁବର୍ଣ୍ଣପୁର ଜିଲ୍ଲା ର ଦ୍ରୁତ ବିକାଶ ଲାଗି ସଂଘ ପକ୍ଷରୁ ୭ ଦଫା ଦାବୀ ପ୍ରଦାନ କରାଯାଇଛି l  ଯଥା ସ୍ୱର୍ଣ୍ଣିମ ତ୍ରିଭୁଜ ପ୍ରକଳ୍ପ ଆରମ୍ଭ, ପ୍ରସ୍ତାବିତ ଖଇର ମାଳ ଜଳ ପ୍ରକଳ୍ପ ଓ ଆନିକଟ ନିର୍ମାଣ, ଅସମ୍ପୂର୍ଣ୍ଣ ରିଙ୍ଗ ରୋଡ଼ କୁ ସମ୍ପୂର୍ଣ୍ଣ କରିବା, ସୋନପୁର ସଦର ମହକୁମା ର ନିକଟତମ ଅଂଚଳ ରେ ମତ୍ସ୍ୟ ବିଶ୍ୱ ବିଦ୍ୟାଳୟ ସ୍ଥାପନ, ବିଜୁ ପଟ୍ଟନାୟକ ମହିଳା ମହା ବିଦ୍ୟାଳୟ ର ଭିତ୍ତଭୂମିର ବିକାଶ, ଓ ସମ୍ୱଲପୁର ବ୍ରହ୍ମପୁର ରେଳ ଲାଇନ୍ ସୋନପୁର ସହ ସଂଯୋଗୀକରଣ , ଓ ସୋନପୁର ଠାରେ ସୈନିକ ସ୍କୁଲ ସ୍ଥାପନ ସହ ୭ ଦଫା ଦାବୀ ଆଜି ମାନ୍ୟବର ସାଂସଦ ଙ୍କୁ ପ୍ରଦାନ କରା ଯାଇଛି l ଏହା ସହ ସୋନପୁର ବାଇପାସ୍ ରୋଡ଼ ବ୍ୟୟ ବରାଦ ପାଇଁ , ନୂତନ ବଷ୍ଟାଣ୍ଡ ର କାର୍ଯ୍ଯ ତ୍ୱରାନ୍ୱିତ ପାଇଁ ଓ ସମ୍ବଲପୁର ବ୍ରହ୍ମପୁର ରେଳ ଲାଇନ୍ ସଂଯୋଗୀକରଣ ଦାବୀ ନେଇ ଲୋସଭାରେ ଦୃଢ଼ ଦାବୀ ଉପସ୍ଥାପନ କରି ଥିବାରୁ ମାନ୍ୟବର ସାଂସଦ ଙ୍କୁ ଓଡ଼ିଶା ସାମ୍ୱାଦିକ ସଂଘ ପକ୍ଷରୁ ଭୁୟସୀ ପ୍ରଶଂସା କରା ଯାଇଥିଲା l ଏହି ଅବସରରେ ଓଡ଼ିଶା ସାମ୍ୱାଦିକ ସଂଘ ରାଜ୍ୟ ସାଙ୍ଗଠନିକ ସମ୍ପାଦକ ରାଜ କିଶୋର ତ୍ରିପାଠି, ଜିଲ୍ଲା ସଭାପତି ମନୋରଞ୍ଜନ ତ୍ରିପାଠି, ଉପ ସଭାପତି ବିବେକା ନନ୍ଦ ମିଶ୍ର, ସଂପାଦକ ମହାଦେବ ମଲ୍ଲିକ ପ୍ରମୁଖ ଜିଲ୍ଲା ଶାଖା ର ଲିଗାଲ ଏଡଭାଇଜର ପ୍ରଦୀପ ପୁରୋହିତ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   15-Aug-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   15-Aug-2026
  ଜିଲ୍ଲା  
ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   15-Aug-2026
  ଜିଲ୍ଲା  
ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ   15-Aug-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   15-Aug-2026

You Might Also Like