-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||     

HOME   ଜିଲ୍ଲା

ନବଭାରତୀ ରେ ନୂତନ ବିଦ୍ଯାଳୟ ପରିଚାଳନା କମିଟି ଗଠନ,

19-Jul-2026



(ରଂଜିତ ମହାନ୍ତି )
 ବରୀ ବ୍ଲକ ଅନ୍ତର୍ଗତ କିମ୍ଭିରିଆପାଳ ପନଚାୟତ ର ସର୍ବ ପୁରାତନ ତଥା ଅଗ୍ରଣୀ ଶିକ୍ଷାନୁଷ୍ଠାନ ନବଭାରତୀ ସରକାରୀ ଉଚ୍ଚ ବିଦ୍ଯାଳୟ, ଭଳି ନୂଆଗାଁ ରେ ସରକାରଙ୍କ ପତ୍ରାଙ୍କ ନଂ ୭୦୬୩  ଅନୁଯାୟୀ ବିଦ୍ଯାଳୟର   ଯୋଗଦାନ କରିଥିବା ନୂତନ ପ୍ରଧାନ ଶିକ୍ଷୟିତ୍ରୀ  ସରସ୍ୱତୀ ସ୍ବାଇଁ ଙ୍କ ସଭାପତିତ୍ୱରେ ଶିକ୍ଷକ ,ଶିକ୍ଷୟିତ୍ରୀ ଓ ଛାତ୍ର ଓ ଛାତ୍ରୀ ଅଭିଭାବକ ମାନଙ୍କୁ ନେଇ ଏକ ବୈଠକ ଡକାଯାଇ ନୂତନ ଭାବରେ ବିଦ୍ଯାଳୟ ପରିଚାଳନା କମିଟି ଗଠନ କରାଯାଇଛି। ଉକ୍ତ ବୈଠକରେ ସର୍ବ ସମ୍ମତିକ୍ରମେ  ଚିତ୍ତ ରଂଜନ ପରିଡା ସଭାପତି,  ରଶ୍ମିତା ସାହୁ ଉପସଭାପତି ଭାବେ ଚୟନ କରାଯାଇଥିବା ସ୍ଥଳେ ଉପେନ୍ଦ୍ର ଦଳେଇ , ମାଗୁଣୀ ସାମଲ ,  ଜଗବନ୍ଧୁ ବାରିକ୍ ,  କବିତା ସ୍ବାଇଁ  , ଅମର କୁମାର ସାହୁ, ମଧୁସ୍ମିତା ରାଉତ୍, ରଶ୍ମିତା ପଣ୍ଡା, ଗିତାଞ୍ଜଳୀ ମହାନ୍ତି, ଦେବସ୍ମିତା ସାହୁ, କୌସଲ୍ଯା ସାହୁ, ସାରଥି ସେଠୀ ଙ୍କୁ ଚୟନ କରାଯାଇଥିଲା। ଶେଷରେ ସଭାପତି ଶ୍ରୀମତୀ ସରସ୍ୱତୀ ସ୍ବାଇଁ ସମସ୍ତ ନିର୍ବାଚିତ ସଦସ୍ଯ ମାନଙ୍କୁ ସ୍ବାଗତ କିରିବା ସହ ଧନ୍ଯବାଦ ଅର୍ପଣ କରି ସଭା ସାଙ୍ଗ କରିଥିଲେ। ଉକ୍ତ କମିଟି ଗଠନରେ ବିଦ୍ଯାଳୟର ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ ଓ ଶିକ୍ଷା କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   15-Aug-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   15-Aug-2026
  ଜିଲ୍ଲା  
ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like