-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||     

HOME   ଜିଲ୍ଲା

ଜେଏସ୍ ଏମ କଲେଜ ଅଫ୍ କମର୍ସରେ ଷଷ୍ଠ ତମ ଗ୍ରାଜୁଏସନ୍ ଦିବସ ପାଳିତ

19-Jul-2026



ବଲାଙ୍ଗୀର(ପ୍ରେରଣା ଖବର): ଆଜି ସ୍ଥାନୀୟ ଜେଏସ୍ ଏମ କଲେଜ ଆଫ୍ ଆର୍ଟସ, ସାଇନ୍ସ ଆଣ୍ଡ କମର୍ସ ତରଫରୁ କଲେଜ ପରିସରରେ ଷଷ୍ଠ ଗ୍ରାଜୁଏସନ୍ ସେରିମୋନି ମହାସମାରୋହରେ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବରେ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଏସିଷ୍ଟାଣ୍ଟ ପ୍ରଫେସର ଡ.ଜଗଜିତ କମିଲା ଯେଗ ଦେଇ ନିଜ ବକ୍ତବ୍ୟରେ କଲେଜର ଗ୍ରାଜୁଏଟ୍ ଛାତ୍ରଛାତ୍ରୀ ମାନେ ଆଗାମୀ ଦିନରେ ନିଜର କ୍ୟାରିୟରକୁ ନୂଆ ରୂପରେ ଗଠନ କରିବା ସହ ଏହି କଲେଜରୁ ଆହୋରଣ କରିଥିବା ଜ୍ଞାନ ଓ ଅଭିଜ୍ଞତାକୁ  ଦେଶଜାତିର ସେବାରେ ଉତ୍ସର୍ଗ କରିବାକୁ ପରାମର୍ଶ ଦେଇଥିଲେ। ମୁଖ୍ୟ ବକ୍ତା ଭାବରେ କଳାହାଣ୍ଡିର ଡେପୁଟିି କଲେକ୍ଟର ତଥା ବଲାଙ୍ଗୀର ମାଟିରର ଝିଅ  ଓ ଏ ଏସ୍ ଶୁଭସ୍ମିତା ମିଶ୍ର ଯୋଗ ଦେଇ ଛାତ୍ରଛାତ୍ରୀ ମାନେ ନିଷ୍ଠା ଓ ଆତ୍ମବିଶ୍ୱାସର ସହ ନିଜକୁ  ଏକ ସୁନାଗରିକ ଭାବରେ ଗଢ଼ିବାକୁ ଆର୍ଶିବଚନ ପ୍ରଦାନ କରିଥିଲେ । ଅନ୍ୟତମ ଅତିଥି ଭାବରେ କଲେଜର ମୁଖ୍ୟ ଉପଦେଷ୍ଟା ମନୋରଂଜନ ସାହୁ, ନିର୍ଦ୍ଦେଶକ ପୀତବାସ ପଣ୍ଡା ପ୍ରମୁଖ ମଂଚାସୀନ ରହି  ଆଜିର ଦିବସ ଉପରେ ଧାରଣା ଦେଇ ଛାତ୍ରଛାତ୍ରୀ ମାନେ ନିଜର କୃତିତ୍ୱ ପାଇଁ  ପିତାମାତା ଓ ଗୁରୁଜନ ମାନଙ୍କ ପ୍ରତି କୃତଜ୍ଞ ହେବା ଉଚିତ ବୋଲି ମତବ୍ୟକ୍ତ କରିଥିଲେ ।  କଲେଜର ପ୍ରତିଷ୍ଠାତା ଅଧ୍ୟକ୍ଷ ସିଏ ଶ୍ରୀକାନ୍ତ ଶର୍ମା ସମସ୍ତ କୃତୀ ଛାତ୍ରଛାତ୍ରୀ ମାନଙ୍କ ଉଜ୍ୱଳ ଭବିଷ୍ୟତ କାମନା କରିଥିଲେ ।  ଏହି ସମାରୋହକୁ କଲେଜର ଭାଇସ୍ ପ୍ରିନ୍ସିପାଲ ଏବିରାମ ଲିପ୍ସା  ସଂଯୋଜନା କରିଥିଲେ। ଏହି ଅବସରରେ ୮ଜଣ ଗ୍ରାଜୁଏଟ୍ ଛାତ୍ରଛାତ୍ରୀଙ୍କୁ ସାର୍ଟିଫିକେଟ ଓ ମେଡାଲ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ଏଥିସହ କଲେଜର ଗୌରବ  ବଢ଼ାଇଥିବା ସିଏ ଫାଇନାଲ ଛାତ୍ର ଅବିନାଶ ମେହେର,  ସିଏମ୍‌ଏ ଫାଉଣ୍ଡେସନ ଛାତ୍ର ସୁନିଧି ଅଗ୍ରୱାଲ, ପି. ଗିରିଜା ସୁବୁଦ୍ଧି ଓ ସିଏ ଫାଉଣ୍ଡେସନ ଛାତ୍ର ଅଖିଲେଶ ଆଚାର୍ଯ୍ୟ  ଙ୍କୁ  ସମ୍ବର୍ଦ୍ଧିତ କରାଯାଇଥିଲା । କଲେଜର ଅଧ୍ୟକ୍ଷା ଡ. ମନସ୍ମିତା ମିଶ୍ର ବିବରଣୀ ପାଠ କରିଥିବା ବେଳେ କ୍ରିଷ୍ଣା ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ ।  କାର୍ଯ୍ୟକ୍ରମକୁ ସଫଳ କରିବାରେ କଲେଜର ସୁମନ ଶର୍ମା, ସ୍ୱରୂପା ଠାକୁର, ଗୋବିନ୍ଦ ମିଶ୍ର, ପବିତ୍ର ଦାସ, ଶଙ୍କର ପାଣିଗ୍ରାହୀ, ଶୈଳେଶ ପାଲ, ତନୁଜା ମିଶ୍ର,ଶେଷାଦ୍ରୀ ସ୍ୱାଇଁ, ଅଧ୍ୟାପକ ସୌମ୍ୟରଂଜନ ଭୋଇ, ପ୍ରିୟବ୍ରତ ଶତପଥୀ  ପ୍ରତମୁଖ ସହଯୋଗ କରିଥିଲେ । ଏହି ସମାରୋହରେ ବହୁ ଛାତ୍ରଛାତ୍ରୀ, ବୁଦ୍ଧିଜୀବୀ, ଏବଂ ଅଭିଭାବକ ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   15-Aug-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   15-Aug-2026
  ଜିଲ୍ଲା  
ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   15-Aug-2026
  ଜିଲ୍ଲା  
ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ   15-Aug-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026

You Might Also Like