-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||     

HOME   ଜିଲ୍ଲା

ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜାତି ମୋର୍ଚ୍ଚା ସାଂଗଠାନିକ ବୈଠକ ଅନୁଷ୍ଠିତ।

19-Jul-2026



ନର୍ଲା, (ଚିନ୍ତାମଣି ନାଏକ ) ରବିବାର ଦିନ ପୂର୍ବାହ୍ନ ଏଗାର ଘଣ୍ଟା ସମୟରେ ନର୍ଲା ସ୍ଥିତ ଡାକ ବଙ୍ଗଳା ଠାରେ ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜାତି ମୋର୍ଚ୍ଚା ସାଂଗଠାନିକ ବୈଠକ ଅନୁଷ୍ଠିତ ହୋଇଥିଲା । ଉକ୍ତ ବୈଠକ ଜିଲ୍ଲା ବରିଷ୍ଟ କାର୍ଯ୍ୟକର୍ତ୍ତା ମୋର୍ଚ୍ଚା କ୍ଷୀରୋଦ ନାଏକ ସହିତ ଜିଲ୍ଲା ସମ୍ପାଦକ ପଦ୍ମନାଭ ବାଗ ଙ୍କ ନେତୃତ୍ୱରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ଏସ୍ ସି ଜିଲ୍ଲା ସଭପତି ଶ୍ରୀଯୁକ୍ତ ବିଷ୍ଣୁ ନାଏକ ସମ୍ମାନୀତ ଅତିଥି ଭାବେ ଶ୍ରୀଯୁକ୍ତ ଅନାମ ନାଏକ ମୁଖ୍ୟ ବକ୍ତା ଭାବେ ପଦ୍ମ ଲୋଚନ ମିଶ୍ର ସହିତ ବିଜେପି ପାର୍ଟି ର ବରିଷ୍ଟ ନେତା ଅନିରୁଧ ପଧା ନ ଜିଲ୍ଲା ଏସ ସି ମୋର୍ଚ୍ଚା ସାଧାରଣ ସମ୍ପାଦକ ଲବଣୀ ମହାନନ୍ଦ, ଓ ସୁଧୀର ବାଗ ଯୋଗଦେଇଥିଲେ । ବୈଠକରେ ମୁଖ୍ୟ ଅତିଥି ବୃନ୍ଦ ଭାରତୀୟ ଜନତା ପାର୍ଟିର କେନ୍ଦ୍ର ସରକାର ଓ ରାଜ୍ୟ ସରକାର ସଧାରଣ ଲୋକଙ୍କ ଜନହିତକାରୀ ଯୋଜନା ରେ ସାମିଲ କରିବା ପାଇଁ ଉନ୍ନତି ମୂଳକ ପଦକ୍ଷେପ ଓ କାର୍ଯ୍ୟ ଉପରେ ନିନ ନିଜର ମନ୍ତ୍ୟବ୍ୟ ପ୍ରଦାନ କରିଥିଲେ ଓ ଅନୁସୂଚିତ ଜାତି ସାଂଗଠାନିକ ମୂଲ୍ୟବୋଧ କୁ ନେଇ ଚିନ୍ତନ ଓ ଚିନ୍ତାଧାରା କରିବା ଉପରେ ଆଲୋଚନା କରିଥିଲେ ।  ଉକ୍ତ ବୈଠକରେ ଆଠ ଗୋଟି ମଣ୍ଡଳ ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜାତି ର କୋଣ ଅନୁକୋଣ ର ସମସ୍ତ କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ରହିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   15-Aug-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   15-Aug-2026
  ଜିଲ୍ଲା  
ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   15-Aug-2026
  ଜିଲ୍ଲା  
ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ   15-Aug-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   15-Aug-2026

You Might Also Like