-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

ଜିଲ୍ଲା ଲେଖକ ପରିଷଦ, ପକ୍ଷରୁ "ଭାବର ଭୂଇଁ ଗନ୍ଧମାର୍ଦ୍ଦନ ଆଲୋଚନାଚକ୍ର ଅନୁଷ୍ଠିତ

19-Jul-2026



ବଲାଙ୍ଗୀର(ପ୍ରେରଣା ଖବର): ଗନ୍ଧମାର୍ଦ୍ଦନ ଜୈବ ବିବିଧତା ର ସୁରକ୍ଷା ସମୟର ଆହ୍ବାନ। ଜନଜୀବନ ସହ ଅଙ୍ଗାଅଙ୍ଗୀ ଭାବେ ଜଡ଼ିତ ଏହି ପର୍ବତମାଳା ରୁ ବାହାରି ଥିବା ଶତାଧିକ ଝରଣା ତଥା ଜଳ ଜମି ଜଙ୍ଗଲ ର ସୁରକ୍ଷା ପାଇଁ ସାମଗ୍ରିକ ଏକତା ଆବଶ୍ୟକ। ଶିଳ୍ପ ବିକାଶ ଆଳରେ ଜନସାଧାରଣଙ୍କ ପାଇଁ ଅତ୍ୟନ୍ତ ସମ୍ବେଦନଶୀଳ ଏବଂ ସାଂସ୍କୃତିକ ତଥା ଐତିହାସିକ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ଏହି ଅଞ୍ଚଳରେ ଖଣି ଖନନ ର ମସୁଧା ଦୁର୍ଭାଗ୍ୟଜନକ ବୋଲି ମତ ପ୍ରକାଶ ପାଇଛି। ଜିଲ୍ଲା ଲେଖକ ପରିଷଦ ବଲାଙ୍ଗିର ଆନୁକୂଲ୍ୟରେ ହରିଶଙ୍କର ପର୍ଯ୍ୟଟନ ସ୍ଥଳୀ ଠାରେ 'ଭାବର୍ ଭୂଇଁ ଗନ୍ଧମାର୍ଦ୍ଦନ' ଶୀର୍ଷକ ଆଲୋଚନାଚକ୍ର ରେ ବକ୍ତା ଓ ପ୍ରବକ୍ତା ମାନଙ୍କର ମତ ପ୍ରକାଶ ପାଇଛି । ପରିଷଦର ସଭାପତି ଜୟକୁମାର ଆଚାର୍ଯ୍ୟ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରଥମ ଅଧିବେଶନରେ ପରିଷଦ ର ସମ୍ପାଦକ କବି ସୁଶାନ୍ତ ବାଗ ପ୍ରାରମ୍ଭିକ ସୂଚନା ଦେଇଥିଲେ। ଉପସଭାପତି ବରିଷ୍ଠ ଅଧିବକ୍ତା ଆଶିଷ ଚନ୍ଦନ ସ୍ବାଗତ ଅଭିଭାଷଣ ପ୍ରଦାନ କରିଥିଲେ।ଆଲୋଚକ ଭାବେ ଆଦିବାସୀ ସଂସ୍କୃତି ଗବେଷକ ଅଜିତ କୁମାର ଭୋଇ, ସଂଗଠକ ଗୋରଖନାଥ ସାହୁ, ଡଃ ଗୋବର୍ଦ୍ଧନ ନାଏକ, ଅଞ୍ଚଳର ଜଣାଶୁଣା କୋଶଲ'ବାଦୀ ନେତା ତଥା ସମାଜସେବୀ ସୁଶିଲ ଗୁରୁ ମଞ୍ଚାସୀନ ଥିବା ବେଳେ ସାମାଜିକ କାର୍ଯ୍ୟକର୍ତ୍ତା ମୃତ୍ୟୁଞ୍ଜୟ କୁମାର ସଭା ସଂଯୋଜନା କରିଥିଲେ । କବି ହେମନ୍ତ ଦଳପତି ପ୍ରତିରୋଧ କାହିଁକି ଆବଶ୍ୟକ ସେ ବିଷୟରେ କହିଥିଲେ । କବି ଭିକାରୀ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ। ଦ୍ବିତୀୟ ଅଧିବେଶନରେ କବି ସଂଯୁକ୍ତା ପରିଚ୍ଛା ଙ୍କ ଅଧ୍ୟକ୍ଷତାରେ କବିତା ଆସର ଅନୁଷ୍ଠିତ ହୋଇଥିଲା । କବି ଅର୍ଜୁନ କୁମାର ସାହୁ, ସଂଯୁକ୍ତା ଚନ୍ଦନ ଓ ରତ୍ନମୟ ତ୍ରିପାଠୀ ଓ ମୀନା ମହାରଣା ଙ୍କ ସଂଯୋଜନାରେ ମଧୁସୂଦନ ଦାସ, ସନାତନ ଠାକୁର, ରାଜେଶ ଦଣ୍ଡସେନା, ପ୍ରମୁଖ ୫୦ ରୁ ଉର୍ଦ୍ଧ କବି କବିତା ପଠନ କରିଥିଲେ । ଧରମ ସିଂ ଧରୁଆ ଓ ଗୁପ୍ତେଶ୍ୱର କୁଅଁର ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା