-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

କଣ୍ଟାବାଞ୍ଜି ଅଞ୍ଚଳ ରେ ଗୋ ବ୍ୟବସାୟୀ ପଛରେ କିଏ ?♦️ କାହିଁକି ବଲାଙ୍ଗୀର ଜିଲ୍ଲା ପ୍ରଶାସନ ଓ ପୋଲିସ ନିରବ

19-Jul-2026



କଣ୍ଟାବାଞ୍ଜି:  ଗୋ କୁ ନେଇ ବିଭିନ୍ନ ପୂଜାର୍ଚ୍ଚନା ଚାଲିଥିବା ବେଳେ ଅନେକ ଗୋସାଲା କରି ସଂଗଠନ ମାନେ ସେବା କରୁଛନ୍ତି କିନ୍ତୁ ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ଅଞ୍ଚଳରେ ଚାଲିଛି ଗୋ କୁ ନେଇ ବଡ଼ ବ୍ୟବସାୟ। ବେଧଡକ ଭାବେ ବେଆଇନ ଗୋ ଚାଲାଣ କାରବାର ହେଉଥିବାବେଳେ ଏହି ଘଟଣାକୁ ନେଇ ସ୍ଥାନୀୟ ପ୍ରଶାସନ ଚୁପ୍ ରହିଥିବା ଦେଖିବାକୁ ମିଳିଛି। ଗତ କିଛି ମାସ ତଳେ ବରଗଡ଼ ଓ ନୂଆପଡ଼ା ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରୁ ଶହ ଶହ କିଲୋମିଟରୁ ଶହ ଶହଗାଇ ମାନଙ୍କୁ ପାଦ ଚଲାଇ ଗୋ ବ୍ୟବସାୟୀମାନେ ଆଣୁଥିବା ବେଳେ କଣ୍ଟାବାଞ୍ଜି ଅଞ୍ଚଳ ର ସଚେତନ ନାଗରିକ ମାନେ ଗୋ ଉଦ୍ଧାର କରି କଣ୍ଟାବାଞ୍ଜି ପୋଲିସ କୁ ଜିମା ଦେଇଥିବା ବେଳେ କଣ୍ଟାବାଞ୍ଜି ପୋଲିସ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରି ସେହି ଗୋ ବ୍ୟବସାୟୀ ମାନଙ୍କୁ ଛାଡ଼ି ଦେଇଥିବା ଦେଖିବାକୁ ମିଳିଥିଲା। ଦିନକୁ ଦିନ କଣ୍ଟାବାଞ୍ଜି ଅଞ୍ଚଳ ରେ ଗୋ ବ୍ୟବସାୟୀ ବୃଦ୍ଧି ପାଇବା ରେ ଲାଗୁଥିବା ବେଳେ କିଛି ଜଣ ଦଳାଳ ଏଥିରେ ସକ୍ରିୟ ହୋଇ ଏହି କାରବାର ଚଲାଇ ଆସୁଥିବା ଅଭିଯୋଗ ହେଉଛି। କଣ୍ଟାବାଞ୍ଜି ଗୋରୁ ବଜାର କୁ ବିଭିନ୍ନ ଅଞ୍ଚଳ ଗୋ ବ୍ୟବସାୟୀ ମାନେ ଗାଇ ଆଣି ବିକ୍ରୀ କରି କରୁଥିବା ସେହି ଗାଈ ରାଜ୍ୟ ବାହାରକୁ ଚାଲାଣ ହେଉଥିବା ଅଭିଯୋଗ ହେଉଛି। ଗୋ ବ୍ୟବସାୟ ଏକ ବେଆଇନ କାର୍ଯ୍ୟ ଅଟେ ଏହି କାରବାର ଯିଏ ଲିପ୍ତ ହୁଅନ୍ତୁ ନାଁ କାହିଁକି ସେମାନ ଙ୍କ ଉପରେ ପୋଲିସ ଓ ପ୍ରଶାସନ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଆବଶ୍ୟକ ରହିଛି। କିନ୍ତୁ ଏଠାରେ କାର୍ଯ୍ୟାନୁଷ୍ଠାନ ବଦଳରେ କଣ୍ଟାବାଞ୍ଜି ଥାନା ର କିଛି ଜଣ ପୋଲିସ କର୍ମଚାରୀ ଗୋ ବ୍ୟବସାୟୀ ଙ୍କ ଠାରୁ ଟଙ୍କା ଆଦାୟ କରି ସହଯୋଗ କରୁଥିବା ଅଭିଯୋଗ ହେଉଛି। ଅନ୍ୟପକ୍ଷରେ ରେ କଣ୍ଟାବାଞ୍ଜି ଅଞ୍ଚଳରେ ଗୋ ଚାଲାଣ କାରବାର ବଢୁଥିବା ବେଳେ ଗୋ ହତ୍ୟା କରି ମାଂସ ବିକ୍ରୀ କରୁଥିବା ମଧ୍ୟ ଦେଖିବାକୁ ମିଳିଛି। ଏମିତିକି ମାମଲା ଥାନା ପର୍ଯ୍ୟନ୍ତ ମଧ୍ୟ ପହଞ୍ଚିଥିଲା। ତେବେ କଣ୍ଟାବାଞ୍ଜି ଅଞ୍ଚଳ ରେ ଚାଲିଥିବା ବେଆଇନ ଗୋ ବ୍ୟବସାୟ ଉପରେ ବଲାଙ୍ଗୀର ଜିଲ୍ଲା ପ୍ରଶାସନ ଓ ପୋଲିସ ନଜର ଦେଇ ବେଆଇନ କାର୍ଯ୍ୟ ଲିପ୍ତ ଥିବା ସମସ୍ତଙ୍କ ବିରୋଧ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like