-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

*ଜିଲ୍ଲା ବିଜେପି ପକ୍ଷରୁ ସଂପର୍କ ଅଭିଜାନ ଉତ୍ସବ*- *ସାଂସଦ ଙ୍କ ଦ୍ୱାରା ସମ୍ବର୍ଦ୍ଧିତ ହେଲେ ବହୁ ବିଶିଷ୍ଟ ବ୍ୟକ୍ତି*

20-Jul-2026



 ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )ସୁବର୍ଣ୍ଣପୁର ଜିଲ୍ଲା ବିଜେପି ପକ୍ଷରୁ ସ୍ଥାନୀୟ ସର୍କିଟ ହାଉସଠାରେ ଏକ ସମ୍ପର୍କ ଅଭିଜାନ ଓ ସମ୍ୱର୍ଦ୍ଧନା ଉତ୍ସଵ ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ର ସରକାରଙ୍କ ୧୨ବର୍ଷ ପୂର୍ତି ଓ ରାଜ୍ୟ ସରକାରଙ୍କ ୨ବର୍ଷ ଉପଲବ୍ଧି ଅବସରରେ ଆଜି ଅନୁଷ୍ଠିତ ଏହି ଭବ୍ୟ ଉତ୍ସବରେ ମୁଖ୍ୟଅତିଥି ଭାବେ ବଲାଙ୍ଗିର ସାଂସଦ ସଙ୍ଗୀତା କୁମାରୀ ସିଂହ ଦେଓ ଯୋଗଦେଇ ମୋଦିଜୀ ଙ୍କ ନୋବେଲ ଭିଜନ (ମହତ୍ ଲକ୍ଷ୍ୟ)  ପୁରା କରିବାକୁ ଶିକ୍ଷା,କଳା, ସାହିତ୍ୟ, ସଂସ୍କୃତି , ବାନ୍ଧ କଳା ଓ ସମାଜସେବା , ବରିଷ୍ଠ ନାଗରିକ, ଆଇନସେବା , ସାମ୍ବାଦିକତା , ଆଧ୍ୟାତ୍ମିକତା ପରି ବିଭିନ୍ନ କ୍ଷେତ୍ରରେ ପ୍ରତିଭା ଅର୍ଜନ

କରିଥିବା ଜିଲ୍ଲା ର ୫୮ଜଣ ବ୍ୟକ୍ତି ବିଶେଷଙ୍କୁ ସମ୍ଵର୍ଦ୍ଧିତ କରିଥିଲେ । ଏଥିସହ କେନ୍ଦ୍ର ସରକାରଙ୍କ ୧୨ ବର୍ଷ ପୂର୍ତି ,  ରାଜ୍ୟ ସରକାରଙ୍କ ୨ ବର୍ଷ ଉପଲବ୍ଧିକୁ ଓ ଜିଲ୍ଲା ର ବିକାଶ କାର୍ଯ୍ଯ ନେଇ ଉପସ୍ଥିତ ବୁଦ୍ଧିଜୀବୀ ସାମ୍ୱାଦିକ ଙ୍କ ସହ ଆଲୋଚନା କରିଥିଲେ । ଓ ଅସମ୍ପୂର୍ଣ୍ଣ କାର୍ଯ୍ଯ କୁ ତ୍ୱରାନ୍ୱିତ କରିବାକୁ ଦୃଢ଼ ପ୍ରତିଶୁତି ଦେଇଥିଲେ l ଜିଲ୍ଲାର ଗମନାଗମନକୁ ସୁଦୃଢ଼ କରିବା ପାଇଁ ଚାଲିଥିବା ଜତୀୟ ରାଜପଥ ଏବଂ ରାଜ୍ୟ ରାଜପଥର ଉନ୍ନତିକରଣ ପାଇଁ ପ୍ରସ୍ତୁତ ହୋଇଥିବା ରୋଡ ମ୍ୟାପ୍ ଉପରେ ସାଂସଦ ଶ୍ରୀମତୀ ସିଂଦେଓ ଆଲୋଚନା କରିଥିଲେ l ଓ ଖୁବ୍ ଶୀଘ୍ର ଗାଁ କୁ ପହଞ୍ଚି ଲୋକ ଙ୍କ ସହ ସଂପର୍କ ଅଭିଜାନ କରିବୁ ବୋଲି ସାଂସଦ ଶ୍ରୀମତୀ ସିଂହଦେଓ ପ୍ରକାଶ କରିଥିଲେ l

ବରିଷ୍ଠ ନାଗରିକ ସଂଘ ଓ ଓଡ଼ିଶା ସାମ୍ୱାଦିକ ସଂଘ ସମେତ ସହର ର ବିଭିନ୍ନ ସଂଗଠନ ପକ୍ଷରୁ ସହର ତଥା ଜିଲ୍ଲା ର ବିକାଶ ଲାଗି ଲିଖିତ ଭାବେ ଅନେକ ଦାବୀ ଉପସ୍ଥାପନ କରା ଯାଇଥିଲା l ଜିଲ୍ଲା ବିଜେପି ସଭାପତି
ବେଣୁଧର ଦାଶଙ୍କ ପୌରୋହିତ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଉପ-ସଭାପତି ସାନନ୍ଦ କୁମାର ମେହେର ସଂଯୋଜନା କରିଥିଲେ । ବିଜେପି ନେତା ପ୍ରମୋଦ କୁମାର ମହାପାତ୍ର, ଅଶୋକ କୁମାର ପୂଜାରୀ, ରାଧାକାନ୍ତ ମହାକୁର, ନଳନୀ ପଣ୍ଡା, ବିଶ୍ୱମ୍ବର ମିଶ୍ର, ବିଜୟ ମହାକୁର, ଯୁବମୋର୍ଜା ସଭାପତି ସନ୍ତୋଷ ପ୍ରଧାନ, ନଗର ସଭାପତି ସୁରେଶ ବିଶ୍ଵାଳ, ଯୁବନେତା ସ୍ବରୂପ ପାତ୍ର, ଗଙ୍ଗାଧର ତରିଆ ପ୍ରମୁଖଙ୍କ ସମେତ ବହୁ ରାଜନେତା ବୁଦ୍ଧିଜୀବି ବରିଷ୍ଠ ନାଗରିକ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like