-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ସୁପ୍ରିୟା ମାର୍ଗ ରେ ରୌପ୍ୟ ଜୟନ୍ତୀ♦️♦️ ରଥଯାତ୍ରା ଅବସରରେ ନିଆରା କାର୍ଯ୍ୟକ୍ରମ

20-Jul-2026



ରଥଯାତ୍ରା ଚତୁର୍ଥ ଦିବସରେ ଜଗନ୍ନାଥଙ୍କ ଉପରେ ଭଜନ ସଂଧ୍ୟା 

ବରଗଡ଼(ତୁଳସୀ ଚରଣ ଦାଶ): ବରଗଡ଼ ୱାର୍ଡ଼ ନଂ ୦୧ ଦିନବନ୍ଧୁ ନଗର ସ୍ଥିତ ସୁପ୍ରିୟା ମାର୍ଗ ଶ୍ରୀ ଜଗନ୍ନାଥ ଟ୍ରଷ୍ଟ ବୋର୍ଡ ଭଟଲି ଛକ ରଥଯାତ୍ରା କମିଟି ପକ୍ଷରୁ ମାଉସୀ ମା ମନ୍ଦିର ପ୍ରାଙ୍ଗଣରେ ରୌପ୍ୟ ଜୟନ୍ତୀ ଅବସରରେ ଜଗନ୍ନାଥଙ୍କ ଉପରେ ଶିବାନୀ ଗୃପ ପକ୍ଷରୁ ଜଗନ୍ନାଥଙ୍କ ଉପରେ ଭଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ରଥଯାତ୍ରା  କମିଟି ସଂପାଦକ କେଦାର ମିଶ୍ର ଙ୍କ ଆବାହକତ୍ୱରେ ଅନୁଷ୍ଠିତ ଭଜନ କାର୍ଯ୍ୟକ୍ରମରେଗୁରୁ ଶ୍ରୀ ଦୋଳମଣୀ ସାହୁ ଙ୍କ ଶିବାନୀ ସଂଗୀତ ଗୃପ ର ସମସ୍ତ କଳାକାର ଯୋଗ ଦେଇ ଏକ ଭକ୍ତିମୟ ପରିବେଶ ସୃଷ୍ଟି କରିଥିଲେ । ଜନୈକ କୁନି କଣ୍ଠଶିଳ୍ପୀ ଅଦ୍ବିକ ନାଏକ ଖୁବ ସ୍ମୃତି ମଧୁର ଜଗନ୍ନାଥ ଭଜନ ପରିବେଷଣ କରି ସମସ୍ତଙ୍କୁ ମନ୍ତ୍ରମୁଗ୍ଧ କରିଥିଲେ । ତାଙ୍କୁ ସ୍ବତନ୍ତ୍ର ଭାବେ ଶ୍ରୀ କେଦାର ମିଶ୍ର ଏବଂ ପ୍ରଭାତାଦିତ୍ୟ ମିଶ୍ର ସମ୍ମାନୀତ କରିଥିଲେ ।ବିଶିଷ୍ଠ ସଂଗୀତ ନିର୍ଦେଶକ ଶ୍ରୀ ନବ ମହତ୍ତମ ଙ୍କ ପରିବେଶିତ ଭଜନ ସମସ୍ତଙ୍କୁ ମନ୍ତ୍ର ମୁଗଦ୍ଧ କରିଥିଲା ବେଳେ ଭାରତୀ ନଗର ସଭାପତି ପଣ୍ଡିତ କୁଳମଣି ମହାପାତ୍ର ଓ ସମ୍ପାଦକ ଶ୍ରୀ ଅଶ୍ୱିନୀ ମିଶ୍ର, ମାତୃବିହାର କମିଟି ଉପ ସଭାପତି ଶ୍ରୀ ଦେବାଶିଷ କର, ସମ୍ପାଦକ ମନୋଜ ସେଠ, ଜିରାନଦୀ ବିହାର କମିଟି ରୂ ସମ୍ପାଦକ ସାନୁ ଆଚାର୍ଯ୍ୟ, ପଣ୍ଡିତ ବିଘ୍ନ ରାଜ ଦାଶ, ସଭାପତି ଶ୍ରୀ ନିରଞ୍ଜନ ମହାକୁର ଙ୍କୁ ଯଥାକ୍ରମେ ରଥଯାତ୍ରା କମିଟି ରୂ ବିକାଶ ପାଣିଗ୍ରାହୀ, ମୋହନ ଅଗ୍ରୱାଲ, ଅତୁଲ ଅଗ୍ରୱାଲ, ସୁମିତ ଦାଶ, ଚିତ୍ତରଞ୍ଜନ ମିଶ୍ର, ଅଶୋକ ମହାପାତ୍ର ସମ୍ବର୍ଦ୍ଧିତକରିଥିଲେ ଅନ୍ୟ ମାନଙ୍କ ମଧ୍ୟରେ ସର୍ବଶ୍ରୀ ବିଶ୍ବଜିତ ମିଶ୍ର,ପ୍ରଦୀପ ସାହୁ, କେଦାର ଚରଣ ଦାଶ, ଦେବୀ ପଟ୍ଟନାୟକ, କୃଷ୍ଣ ଚନ୍ଦ୍ର ପଟ୍ଟନାୟକ, ଲଳିତ ସାହୁ,ନିମାଇଁ ରଥ, ପଦ୍ମଜା ଗୁରୁ, ସନ୍ତୋଷ ଦେବତା,ପ୍ରତାପ ପ୍ରଧାନ, ଦିବ୍ୟ ମିଶ୍ର, ପିକଳୁ ପ୍ରଧାନ,ମାଧବୀ ମିଶ୍ର,କାଞ୍ଚନ ପାଣିଗ୍ରାହୀ, ବବିତା ପଧାନ, ପଦ୍ମିନୀ ବେହେରା,ରୋଜାଲିନ ଭୂୟାଁ, ଚିନ୍ମୟ ମିଶ୍ର ଙ୍କ ସମେତ ୧୨ଟି ପଡ଼ାର ଶହ ଶହ ଭକ୍ତ  ଯୋଗଦେଇଥିଲେ । ସମସ୍ତଙ୍କ ପାଇଁ ପ୍ରସାଦ ର ବ୍ୟବସ୍ଥା କରାଯାଇଥିଲା।
   ଶେଷରେ ସଂପାଦକ ଶ୍ରୀ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ । 
         


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like