-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

*ଶ୍ରୀ ଜଗନ୍ନାଥ ଙ୍କ ବେଶ ଦର୍ଶନ ଓ ସାଂସ୍କୃତିକ କାର୍ଯ୍ୟ କ୍ରମ ପାଇଁ ଚଳ ଚଞ୍ଚଳ ଶ୍ରୀ ଗୁଣ୍ଡିଚା ମନ୍ଦିର*-

20-Jul-2026



ସୋନପୁର (ମନୋରଞ୍ଜନ ତ୍ରିପାଠୀ ) ଶ୍ରୀ ଗୁଣ୍ଡିଚା ରଥ ଯାତ୍ରା ମହୋତ୍ସବ ସୋନପୁର ର ଦ୍ୱିତୀୟ ସନ୍ଧ୍ୟା ସାଂସ୍କୃତିକ କାର୍ଯ୍ୟ କ୍ରମ ରେ ନିର୍ଦ୍ଦେଶକ  ଅଭିନାଶ ହୋତା ଙ୍କ ନିର୍ଦ୍ଦେଶନା ରେ "ଭକ୍ତି ଆରାଧନା  ଭଜନ ଟ୍ରୁପ" ବୀର ମହାରାଜ ପୁର କଳାକାର ଙ୍କ ଦ୍ୱାରା ଭଜନ ସଙ୍ଗୀତ ପରିବେଷଣ କରା ଯାଇଥିଲା  l ମୁଖ୍ୟ ଅତିଥି ଭାବେ ସୋନପୁର ବିଡିଓ ଶ୍ରୀ ପ୍ରତୀକ କର, ସମ୍ମାନୀତ ଅତିଥି ଭାବେ ସୋନପୁର ଏସ ଡି ପି ଓ କଲ୍ୟାଣୀ ବେହେରା ଯୋଗ ଦେଇ ଏହି କାର୍ଯ୍ଯ କ୍ରମ କୁ ଶୁଭ ଉଦ୍ଘାଟନ କରି ଆୟୋଜକ ଙ୍କୁ ପ୍ରଶଂଶା କରିଥିଲେ |

ପ୍ରଭୁ ତିନି ଠାକୁର ଙ୍କ ବାମନ ପର୍ଶୁରାମ ବେଶ ଦର୍ଶନ ଓ ଭଜନ ସଙ୍ଗୀତ ଉପଭୋଗ ପାଇଁ ଭକ୍ତ ଶ୍ରଦ୍ଧାଳୁ ଙ୍କ ଖୁବ୍ ଭିଡ଼ ଲଗି ରହି ଥିଲା l ବିବେକା ନନ୍ଦ ପଣ୍ଡା, ଦେବାନନ୍ଦ ଦାଶ, ଶିବାନୀ ମହାପାତ୍ର, ଦେବ ସ୍ମିତା ମହାପାତ୍ର, ପ୍ରତ୍ୟୁଷ ବାଗ ପ୍ରମୁଖ ବିଶିଷ୍ଟ କଳାକାର ମାନେ ସୁମଧୁର ଭଜନ ସଙ୍ଗୀତ ଗାନ କରି ଦର୍ଶକ ଙ୍କ ମନ ମୋହିଥିଲେ l ଶ୍ରୀ ଗୁଣ୍ଡିଚା ଯାତ୍ରା ମହୋତ୍ସବ କମିଟି ସଭାପତି ମିଲନ ମିଶ୍ର, ସଂପାଦକ ସିଦ୍ଧାର୍ଥ ମିଶ୍ର, ସକ୍ରିୟ ସଦସ୍ୟ ବିଶ୍ୱଜିତ୍ ମିଶ୍ର, ରାଜ କିଶୋର ତ୍ରିପାଠି, ବିବେକା ନନ୍ଦ ମିଶ୍ର, ଅଭିନବ ମହାପାତ୍ର, ଗଙ୍ଗା ତରିଆ, ବେଣୁ ନାଏକ୍, ନାରାୟଣ ଦତ୍ତ ପାଣ୍ଡେ ପ୍ରମୁଖ ସମସ୍ତ ସଦସ୍ୟ ସାଂସ୍କୃତିକ କାର୍ଯ୍ୟ କ୍ରମ ରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like