-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ପ୍ରଧାନ ଶିକ୍ଷକଙ୍କ ବଦଳି ସ୍ଥଗିତ ଦାବୀରେ ଗ୍ରାମବାସୀ ସ୍କୁଲରେ ତାଲା ମାରିଲେ ।

20-Jul-2026



ବିନିକା(ହିମାଂଶୁ ଶେଖର ପୁଟେଲ)ସ୍କୁଲର ପ୍ରଧାନ ଶିକ୍ଷକ ସୁଶୀଲ କୁମାର ବିଶିଙ୍କ ବଦଳି ଆଦେଶକୁ ସ୍ଥଗିତ ରଖିବା ଦାବୀ ନେଇ ଆଜି ଖଇରମାଲ ଗ୍ରାମବାସୀ ସ୍କୁଲରେ ତାଲା ମାରି ପ୍ରତିବାଦ କରିଛନ୍ତି।ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ ପ୍ରଧାନ ଶିକ୍ଷକ ସୁଶୀଲ ବିଶି କିଛି ବର୍ଷ ଧରି ଏହି ସ୍କୁଲରେ ପ୍ରଧାନ ଶିକ୍ଷକ ଭାବେ କାର୍ଯ୍ୟ  ରତ ଥିଲେ । ତାଙ୍କ ମାର୍ଗଦର୍ଶନରେ ସ୍କୁଲରେ ପାଠପଢା ସାଙ୍ଗକୁ ପିଲାମାନଙ୍କ ପରୀକ୍ଷା ଫଳାଫଳ ପ୍ରତିବର୍ଷ ଠିକ ରହୁଥିଲା। କିନ୍ତୁ  ହଠାତ୍ ତାଙ୍କ ବଦଳି ଆଦେଶ ଆସିବା ପରେ ଗ୍ରାମବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି।ସ୍କୁଲରେ ଅଧ୍ୟୟନରତ ଛାତ୍ରଛାତ୍ରୀଙ୍କ ଅଭିଭାବକ ମାନେ ଆଜି ସ୍କୁଲ ସମ୍ଭୁଖରେ ରୁଣ୍ଡ  ବଦଳି ସ୍ଥଗିତ ନେଇ ଦୃଢ ପ୍ରତିବାଦ କରିଥିବା ଦେଖିବାକୁ ମିଳିଥିଲା।ଗ୍ରାମବାସୀଙ୍କ କହିବା ଅନୁସାରେ ସୁଶୀଲ ସାର ଆମ ପିଲାମାନଙ୍କୁ ନିଜ ପିଲା ପରି ପଢାନ୍ତି ଓ ତାଙ୍କ ସ୍ୱାସ୍ଥ୍ୟ ସମସ୍ୟା ମଧ୍ୟ ନିୟମିତ ପଚାରି ବୁଝନ୍ତି । ଏହା ସହିତ ସ୍କୁଲର ପରିବେଶକୁ ପରିଷ୍କାର ପରିଚ୍ଛନ୍ନ ରଖିବାରେ କେବେ ବି ଅବହେଳା କରି ନାହାନ୍ତି ।ଏମିତି ଜଣେ କାର୍ଯ୍ୟ ଦକ୍ଷତା ସମ୍ପନ୍ନ ଶିକ୍ଷକ ପାଇ ଅଭିଭାବକ ଅଭିଭାବିକା ମହଲରେ ଖୁସର ଉନ୍ମାଦନା ସୃଷ୍ଟି କରିଥିଲା l ହେଲେ ହଠାତ ଖବର ମିଳିଲା ପ୍ରଧାନ ଶିକ୍ଷକଙ୍କ ବଦଳି ହୋଇଯାଇଛି । ତେଣୁ ସମସ୍ତ ଅଭିଭାବକ କଥା ବାର୍ତା ହୋଇ  ଯଦି ସାର ସ୍କୁଲରୁ ଚାଲିଯିବେ ତେବେ ସ୍କୁଲର ଭବିଷ୍ୟତ ଅନ୍ଧକାର ହୋଇଯିବ। ତେଣୁ ତାଙ୍କ ବଦଳି ତୁରନ୍ତ ସ୍ଥଗିତ ରଖାଯାଉ ବୋଲି ଆଜି ଅଭିଵାବକ ମାନେ ଦିନତମାମ ସ୍କୁଲରେ ତାଲା ପକାଇ ଅଭିନବ ଉପାୟରେ ପ୍ରତିବାଦ କରିଥିଲେ।ଯାହା ଫଳରେ ସ୍କୁଲରେ ପାଠପଢା ବାଧାପ୍ରାପ୍ତ ହୋଇଥିଲା।  ଶିକ୍ଷା ବିଭାଗର କୌଣସି ଅଧିକାରୀ ଘଟଣାସ୍ଥଳରେ ନ ପହଞ୍ଚିବାରୁ କେମିତି ଶିକ୍ଷା ବ୍ୟବସ୍ତା ଏବଂ ଧନ୍ୟ ଶିକ୍ଷା ବିଭାଗ କର୍ତ୍ତୃପକ୍ଷ ବୋଲି ସାଧାରଣରେ ଆଲୋଚନା ହେଉଛି ।ତେବେ ଗ୍ରାମବାସୀ ଚେତାବନୀ ଦେଇଛନ୍ତି ଯେ ପ୍ରଧାନ ଶିକ୍ଷକ ସୁଶୀଲ ବାବୁଙ୍କ ବଦଳି ସ୍ଥଗିତ ନ ହୁଏ ତେବେ ସେମାନେ ଆଗାମୀ ଦିନରେ ଜୋରଦାର ଆନ୍ଦୋଳନ କରିବେ ବୋଲି ଚେତାବନୀ ଦେଇଛନ୍ତି।ଅନ୍ୟ ପକ୍ଷରେ ନୂତନ କରି ଯୋଗଦାନ କରିବାକୁ ଆସିଥିବା ଶିକ୍ଷକଙ୍କୁ ସ୍କୁଲ ଭିତରକୁ ଗ୍ରାମବାସୀ ପ୍ରବେଶ କରାଇ ଦେଇନଥିବାରୁ ଶିକ୍ଷକ ଜଣକ ଫେରି ଯାଇଥିବା ଜଣାପଡ଼ିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like