-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ହେରା ପଞ୍ଚମୀରେ ଗୁଣ୍ଡିଚା ଆଡ଼ପ ମଣ୍ଡପରେ ପ୍ରଭୁଙ୍କ ରାମ-ଲକ୍ଷ୍ମଣ ଅବତାର ବେଶ

20-Jul-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ପବିତ୍ର ଦେବଭୂମି ତଥା ଦ୍ୱିତୀୟ ବାରାଣସୀ ଭାବେ ପରିଚିତ ସୁବର୍ଣ୍ଣପୁରର ଶ୍ରୀଶ୍ରୀ ଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପରେ ଆଜି ହେରା ପଞ୍ଚମୀ ଅବସରରେ ଚତୁର୍ଦ୍ଧାମୂର୍ତ୍ତି ରାମ-ଲକ୍ଷ୍ମଣ ଅବତାର ବେଶ ଧାରଣ କରି ଭକ୍ତବୃନ୍ଦଙ୍କୁ ଦିବ୍ୟ ଦର୍ଶନ ପ୍ରଦାନ କରିଥିଲେ। ପ୍ରଭୁଙ୍କ ଏହି ମନୋରମ ଓ ଆକର୍ଷଣୀୟ ବେଶ ଦର୍ଶନ କରିବା ପାଇଁ ସକାଳୁ ରାତି ପର୍ଯ୍ୟନ୍ତ ମନ୍ଦିର ପରିସରରେ ଶ୍ରଦ୍ଧାଳୁମାନଙ୍କର ଅପାର ଭିଡ଼ ଲାଗି ରହିଥିଲା।
ରାମାୟଣର ଆଦର୍ଶ, ଧର୍ମନିଷ୍ଠା, ଭ୍ରାତୃପ୍ରେମ ଓ ତ୍ୟାଗର ବାର୍ତ୍ତା ବହନ କରୁଥିବା ଏହି ରାମ-ଲକ୍ଷ୍ମଣ ଅବତାର ବେଶ ଭକ୍ତମାନଙ୍କ ମନରେ ଭକ୍ତି ଓ ଆଧ୍ୟାତ୍ମିକ ଚେତନା ସଞ୍ଚାର କରିଥିଲା। ପାରମ୍ପରିକ ନୀତିକାନ୍ତି ଅନୁଯାୟୀ ସେବାୟତମାନେ ପ୍ରଭୁଙ୍କ ବିଶେଷ ବେଶ ଓ ପୂଜାର୍ଚ୍ଚନା ସମ୍ପନ୍ନ କରିଥିଲେ।
ଆଡ଼ପ ମଣ୍ଡପରେ ଚାଲିଥିବା ଏହି ଅବତାର ବେଶ ପରମ୍ପରା ସୁବର୍ଣ୍ଣପୁରର ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ବୈଶିଷ୍ଟ୍ୟ ଭାବେ ପରିଗଣିତ। କେବଳ ଗୁଣ୍ଡିଚା ମନ୍ଦିର ନୁହେଁ, ସହରର ଶ୍ରୀଶ୍ରୀ ବୃନ୍ଦାବନ ବିହାରୀ ମନ୍ଦିର, ମଝିପଡ଼ାସ୍ଥିତ ରାମଧୁନ ଆଡ଼ପ ମଣ୍ଡପ ଏବଂ ଥନାପତିପଡ଼ା ଆଡ଼ପ ମଣ୍ଡପରେ ମଧ୍ୟ ପ୍ରଭୁଙ୍କ ବିଭିନ୍ନ ଅବତାର ବେଶ ଦର୍ଶନ ପାଇଁ ବ୍ୟାପକ ଜନସମାଗମ ହେଉଛି। ରଥଯାତ୍ରା ଅବସରରେ ସମଗ୍ର ସୁବର୍ଣ୍ଣପୁର ଏବେ ଭକ୍ତି, ଆଧ୍ୟାତ୍ମିକତା ଓ ଜଗନ୍ନାଥ ସଂସ୍କୃତିର ମହିମାରେ ଉତ୍ସବମୁଖର ହୋଇଉଠିଛି।
ପ୍ରଭୁଙ୍କ ଦିବ୍ୟ ରୂପ ଦର୍ଶନ କରି ଭକ୍ତମାନେ ଆତ୍ମବିଭୋର ହୋଇଥିବା ବେଳେ ସମଗ୍ର ଦେବଭୂମି ଭକ୍ତିମୟ ପରିବେଶରେ ମୁଖରିତ ହୋଇଉଠିଥିଲା। ଆଡ଼ପ ମଣ୍ଡପରେ ଚାଲିଥିବା ଏହି ଅବତାର ବେଶ ପରମ୍ପରା ଜଗନ୍ନାଥ ସଂସ୍କୃତିର ଗୌରବମୟ ଐତିହ୍ୟକୁ ଆଜି ମଧ୍ୟ ସଜୀବ ରଖିଥିବା ବେଳେ ଭକ୍ତମାନଙ୍କୁ ଧର୍ମ, ଭକ୍ତି ଓ ଆଧ୍ୟାତ୍ମିକତାର ବାର୍ତ୍ତା ପ୍ରଦାନ କରୁଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like