-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||     

HOME   ଜିଲ୍ଲା

ଦ୍ୱିତୀୟ ଦିନ ୟନେକ୍ସ-ସନରାଇଜ ଜିଲ୍ଲା ବ୍ୟାଡମିଣ୍ଟନ ଚମ୍ପିୟାନସିପ୍♦️ ୧୧ ବର୍ଷ ବାଳକ ଫାଇନାଲରେ ସମର୍ଥ ଓ ଅର୍ଣ୍ଣବ ମୁକାବିଲା

20-Jul-2026



୧୭ ବାଳିକା ଫାଇନାଲରେ ନିୟତି ଓ ଅନ୍ୱେଷା ମଲାନା

ବଲାଙ୍ଗିର(ପ୍ରେରଣା ଖବର):ଜିଲ୍ଲା ବ୍ୟାଡ ମିଣ୍ଟନ ସଂଘ ବଲାଙ୍ଗିର ଆନୁକୁଲ୍ୟରେ ୟନେକ୍ସ-ସନରାଇଜ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଆଜି ଦ୍ୱିତୀୟ ଦିନର ଖେଳ ର ରିପୋର୍ଟ ହେବା ପର୍ଯ୍ୟନ୍ତ ୭୫ ଟି ମ୍ୟାଚ ଅନୁଷ୍ଠିତ ହୋଇଯାଇଛି । ଆୟୋଜିତ ହୋଇଥିବା ମ୍ୟାଚ ମଧ୍ୟରୁ ୧୧ ବର୍ଷ ବାଳକ, ୧୧ ବର୍ଷ ବାଳିକା, ୧୩ ବର୍ଷ ବାଳିକା ଓ ୧୭ ବର୍ଷ ରୁ କମ ବାଳିକା ଫାଇନାଲ ଲାଇନଅଫ୍ ଚୁଡାନ୍ତ ହୋଇଯାଇଛି । ୧୧ ବର୍ଷ ବାଳକ

ବଲାଙ୍ଗୀର: ୧୩ ବର୍ଷ ବାଳିକା ଫାଇନାଲରେ ସ୍ୱେତାଶ୍ରୀ ଓ ରିଚା

ଫାଇନାଲରେ ଓଡିଶା ରାଜ୍ୟ ଚମ୍ପିୟାନ ସମର୍ଥ ପାଢୀ ଓ ଅର୍ଣ୍ଣବ ସାହୁଙ୍କ ମଧ୍ୟରେ ଅନୁଷ୍ଠିତ ହେବ । ଏହି ବର୍ଗର ବାଳିକା ଫାଇନାଲରେ ଆଫିଆ ମଞ୍ଜର ଓ ଆଦ୍ୟାଶା ଆଚାର୍ଯ୍ୟ ଙ୍କ ମଧ୍ୟରେ ମୁକାବିଲା ହେବ । ୧୩ ବର୍ଷ ବାଳିକା ଫାଇନାଲରେ ସ୍ୱେତାଶ୍ରୀ ନାଏକ ଏବଂ ରିଚା ଅଗ୍ରୱାଲ ମଧ୍ୟରେ ମୁକାବିଲା ହେବ । ୧୭ ବର୍ଷ ବାଳିକା ଫାଇନାଲ ନିୟତି ମଡକାମି ଙ୍କ ସହିତ ଅନ୍ୱେଷା ମଲାନା ଙ୍କ ମଧ୍ୟରେ ମୁକାବିଲା ହେବାର ଚୁଡାନ୍ତ ହୋଇଯାଇଛି ।  ମିକ୍ସ ଡବଲ୍ସ ବରିଷ୍ଠ ବର୍ଗର ଫାଇନାଲ ବିନିତ ନାଏକ ଏବଂ ସାଥୀ ନନ୍ଦିନୀ ଲାଲ ଏବଂ ହିମାଂଶୁ ହାତୀ ଏବଂ ସାଥୀ ସାୟାଂଶି ନାହାକ ଙ୍କ ମଧ୍ୟରେ ଆସନ୍ତା ୨୨ ତାରିଖ ଦିନ ଅନୁଷ୍ଠିତ ହେବ । ଆଜି ଅନୁଷ୍ଠିତ ହୋଇଥିବା ଅନ୍ୟ ଖେଳ ଗୁଡିକ ଅଣ୍ଡର - ୧୫ ବାଳକ ସେମିଫାଇନାଲରେ ଆୟାନ ବେହେରା ସାଥୀ ସାଇ ଅର୍ପିତ ଖମାରି, ସୁୟାଂଶି ସିଂ ସାଥୀ ଶ୍ରୀୟାଂଶ ପତି, ଶଶାଙ୍କ ଶେଖର ସାଥୀ ବୈଭବ ଅଗ୍ରୱାଲ ଏବଂ ଗତିକ ପଟେଲ ସାଥୀ ସାଇ ଆୟୁଷ ଙ୍କ ମଧ୍ୟରେ ଅନୁଷ୍ଠିତ ହେବ । ଠିକ୍ ସେହିପରି ଅଣ୍ଡର-୧୫ ବାଳିକା ସେମିଫାଇନାଲରେ ରିଚା ଅଗ୍ରୱାଲ ଓ ଇତିଶ୍ରୀ ମାଡକାମି ଏବଂ ଆଇସା ବାନୋ ଏବଂ ଗୁନଗୁନ ପଦ୍ମିନୀଙ୍କ ମଧ୍ୟରେ ଅନୁଷ୍ଠିତ ହେବ । ଜିଲ୍ଲା ବ୍ୟାଡ ମିଣ୍ଟନ ସଂଘ ସଂପାଦକ ସୁରୁଲାଲ ମଟାରୀଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ହୋଉଥିବା ଏହି ପ୍ରତିଯୋଗିତା  ପରିଚାଳନା ପାଇଁ ଜାତୀୟ ତଥା ରାଜ୍ୟ ସଂଘ ଦ୍ୱାରା ସ୍ୱିକୃତିପ୍ରାପ୍ତ ରେଫରିମାନେ ନିଯୁକ୍ତ ହୋଇଛନ୍ତି । ଖେଳର ସୁପରିଚାଳନା ପାଇଁ ଅନ୍ୟମାନଙ୍କ ସଂଘ ସଭାପତି ଗୋପାଳ ଚନ୍ଦ୍ର ପଣ୍ଡା, କାର୍ଯ୍ୟକାରୀ ସଭାପତି ପବିତ୍ର ବେହେରା, ଉପ-ସଭାପତି ଘନଶ୍ୟାମ ମିଶ୍ର, ଯୁଗ୍ମ ସଂପାଦକ ମାନସ ମହାନ୍ତି, ବରିଷ୍ଠ ଉପଦେଷ୍ଟା ବିରେନ୍ଦ୍ର ମିଶ୍ର, ଅନନ୍ତ ବେହେରା ପ୍ରମୁଖ ବିଭିନ୍ନ ବିଭାଗର ଦାୟିତ୍ୱରେ ଅଛନ୍ତି ।   ମୁଖ୍ୟ ରେଫରି ଭାବେ ଜାତୀୟ ଗ୍ରେଡ-୨ ରେଫରି ହେମନ୍ତ ପ୍ରଧାନ ଏବଂ ଡେପୁଟି ରେଫରି ଭାବେ ଚନ୍ଦ୍ର ଶେଖର ମିଶ୍ର ନିଯୁକ୍ତ ହୋଇଛନ୍ତି । ସଟଲ କଣ୍ଟ୍ରୋଲ ଭାବେ କାସିମ ଇକ୍‌ବାଲ, ପ୍ରକାଶ ସାହୁ, ରେଶନ ଜୈନ, ଆଶିଷ ଦର୍ଜୀ, ଫିଜିଓ ତଥା ଫାଷ୍ଟଏଡ୍ ବିଶେଷଜ୍ଞ ଭାବେ ରାମ ନାରାୟଣ ଦାଶ, ପ୍ରକାଶ ଛନ୍ଦ, ରଶ୍ମିରାଣୀ ଦାଶ ଯୋଗଦାନ କରିଛନ୍ତି ।  ୨୧ ତାରିଖ ଦିନ ବାକି ରହିଯାଇଥିବା ସମସ୍ତ ବିଭାଗର ସେମିଫାଇନାଲ ଖେଳ ଅନୁଷ୍ଠିତ ହେବ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026

You Might Also Like