-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||     

HOME   ଜିଲ୍ଲା

ବଡଟିକ। ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ        

21-Jul-2026



ଆଗଲପୁର, (ପ୍ରେରଣା ଖବର) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ବଡଟିକ୍। ଗ୍ରାମ ପଞ୍ଚାୟତ  କାର୍ଯ୍ୟଳୟ ପରିସର ମଧ୍ୟରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା l ଏଥିରେ ପି ଇ ଓ କିଶୋର ଭୁଏ ଙ୍କ ତତ୍ତ୍ୱ।ବଧାନ ରେ ଅନୁଷ୍ଠିତ ସଭାରେ ବ୍ଲକ ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ରୁଦ୍ରପ୍ରସାଦ ସୁନା, ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ଶୁଭଶ୍ରୀ ମିଶ୍ର ମଂଚାସୀନ ଅତିଥି ଭାବେ ଯୋଗଦେଇ ଥିବା ବେଳେ ସମୁଦାୟ ୭ ଟି ଅଭିଯୋଗ ଉପରେ ଅତିଥି ମାନେ ଶୁଣାଣି କରିଥିଲେ । ଉକ୍ତ ଗ୍ରାମ ପଞ୍ଚାୟତ ଟି ବଡଟିକା, ଲରମ୍ଭାମୁଣ୍ଡ , ସାହାଜଛ।ପର , କରକଚିଆ , ବୁରୋଭ।ଡ଼ି ଗ୍ରାମ କୁ ନେଇ ଗଠିତ l ଆଜିର କାର୍ଯ୍ୟକ୍ରମ ରେ ମୁଖ୍ୟ ସମସ୍ୟା ମଧ୍ୟରେ ଲରମ୍ଭା ମୁଣ୍ଡା ଗ୍ରାମ ରେ ଷ୍ଟ୍ରିଟଲାଇଟ ବିଦ୍ୟୁତ ବିଚ୍ଛିନ୍ନ , ରାସ୍ତା ମରାମତି , ୨ ଟି ୱାର୍ଡ ରେ ଗୋଟିଏ ନଳକୂପ ଥିବାରୁ ପାଣି ର ସମସ୍ୟା ତଥା କମ୍ୟୁନିଟି କେନ୍ଦ୍ର ନ ଥିବାରୁ କୌଣସି ସାମୁହିକ କାମ ହୋଇପାରୁ ନାହିଁ l ଏସବୁ ସମସ୍ୟା ଯୋଗୁଁ ସ୍କୁଲ ଛାତ୍ରଛାତ୍ରୀ ଙ୍କ ପାଠ ପଢ଼ାରେ ଅସୁବିଧା ର ସମ୍ମୁଖୀନ ପଡୁଛି ଏଣୁ ଜଣ ଶୁଣାଣି ରେ ଅଭିଯୋଗ ହେବାସହ ଏହାର ସମାଧାନ ପାଇଁ ଦାବୀ କରାଗଲା l ଏହିପରି ଭତ୍ତା , ଶିକ୍ଷା , ସ୍ବାସ୍ଥ୍ୟ, ଉଦ୍ୟାନ,କୃଷି, ପ୍ରାଣୀ ସମ୍ପଦ ପ୍ରଭୁତି ଉପରେ ଅତିଥି ମାନେ ଶୁଣାଣି କରିଥିଲେ । ବ୍ଲକ କାର୍ଯ୍ୟାଳୟ ରୁ ଶୁଶାନ୍ତ ବାଗ , ସର୍ବେଶ୍ଵର ପୁ ଟେ ଲ , ଅମିତ୍ ପଟେ ଲ, ଅଭିରାମ ସାହୁ, ବାଞ୍ଛାନିଧି ରାଜ ହଂସ ,ଅଂଶୁମାନ ଦେବ ବାବୁ , ବୁଦ୍ଧିରାମ ମହନ୍ତ ଏବଂ ସରପଞ୍ଚ ଉଦେନ।ଥ ନାଏକ, ଏ ଡି ଇ ଓ ବିମ୍ବାଧର କର୍ତ୍ତି ,ୱାର୍ଡ ମେମ୍ବର, ଅଙ୍ଗନବାଡ଼ି କର୍ମୀ ତଥା ଜନସାଧାରଣ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026

You Might Also Like