-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

ଏସ ଆଇ ଆର୍ ଉପରେ ଉତ୍ତରାଞ୍ଚଳ ରାଜସ୍ୱ ଆୟୁକ୍ତଙ୍କ ରାଜନୈତିକ ଦଳଗୁଡ଼ିକ ସହିତ ବୈଠକ ଅନୁଷ୍ଠିତ

21-Jul-2026



ସୁନ୍ଦରଗଡ଼: ଆଜି ସଦଭାବନା ଭବନ ଠାରେ ଉତ୍ତରାଞ୍ଚଳ ରାଜସ୍ବ ଆୟୁକ୍ତ, ସମ୍ବଲପୁର ଶ୍ରୀ ସଂଗ୍ରାମ କେଶରୀ ମହାପାତ୍ରଙ୍କ ଦ୍ଵାରା ସମସ୍ତ   ରାଜନୈତିକ ଦଳ ସହିତ ସ୍ୱତନ୍ତ୍ର ସଘନ ସଂଶୋଧନ ବା ଏସ ଆଇ ଆର୍ ଉପରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଜିଲ୍ଲାପାଳ ଡ଼ା ଶୁଭଙ୍କର ମହାପାତ୍ର ଜିଲ୍ଲାରେ

ଚାଲିଥିବା ଏସ ଆଇ ଆର୍ ପ୍ରକ୍ରିୟା ଅର୍ନ୍ତଗତ ବିଭିନ୍ନ କାର୍ଯ୍ୟକଳାପ ଗୁଡ଼ିକ ଉପରେ ପି ପି ଟି ମାଧ୍ୟମରେ ଉପସ୍ଥାପନ କରିଥିଲେ । 

ଏହି ଅବସରରେ ଉତ୍ତରାଞ୍ଚଳ ରାଜସ୍ୱ ଆୟୁକ୍ତ ଶ୍ରୀ ମହାପାତ୍ର ଜିଲ୍ଲା ରେ ଚାଲିଥିବା ଏସ ଆଇ ଆର୍ ପ୍ରକ୍ରିୟା ଉପରେ ନିଜର ସନ୍ତୋଷ ପ୍ରକଟ କରିଥିଲେ ଏବଂ  ଉପସ୍ଥିତ ଥିବା ସମସ୍ତ ରାଜନୈତିକ ଦଳ ର ପ୍ରତିନିଧି ମାନଙ୍କୁ ଅନୁରୋଧ କରିଥିଲେ କ୍ଷେତ୍ର ସ୍ତରୀୟ କୌଣସି ସମନ୍ୱୟ ର ଅଭାବ କିମ୍ବା ଅନ୍ୟ କୌଣସି ଅସୁବିଧା ରହିଥିଲେ ତାହା ଜଣାଇବାକୁ , ଯାହା ଦ୍ଵାରା କି ସେହି ସମସ୍ୟା ଗୁଡ଼ିକ ସମୟ ମଧ୍ୟରେ ସମାଧାନ ବା ସଂଶୋଧନ କରାଯାଇ ପାରିବ ବୋଲି କହିଥିଲେ।

ସେହିଭଳି ଯଦି ଅବଶିଷ୍ଟ ୭ ପ୍ରତିଶତ ଅନୁପସ୍ଥିତ, ସ୍ଥାନାନ୍ତର ମୃତ ତାଲିକା (ASD ତାଲିକା) ମଧ୍ୟରେ କୌଣସି ଯୋଗ୍ୟ ଭୋଟର ଥାଆନ୍ତି, ତେବେ ତାଙ୍କୁ ତୁରନ୍ତ ଚିହ୍ନଟ କରି ଭୋଟର ତାଲିକାରେ  ସାମିଲ କରିବାରେ ସହଯୋଗ କରିବାକୁ ସମସ୍ତ ରାଜନୈତିକ ଦଳ ମାନଙ୍କୁ ପ୍ରସାଶନ ପକ୍ଷରୁ ଅନୁରୋଧ କରାଯାଇଛି। ଏଥିରେ ସମସ୍ତ ରାଜନୈତିକ ଦଳ ମାନେ ମଧ୍ୟ ସମ୍ପୂର୍ଣ୍ଣ ସହଯୋଗ ପ୍ରଦାନ କରିବେ ବୋଲି କହିଥିଲେ ।

   ଏହି ଅବସରରେ ଭୋଟର ତାଲିକାକୁ ସମ୍ପୂର୍ଣ୍ଣ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ପାଇଁ ପ୍ରଶାସନ ପକ୍ଷରୁ ସମସ୍ତଙ୍କ ସହଯୋଗ କାମନା କରାଯାଇଛି।  ବୈଠକ ରେ ଅତିରିକ୍ତ ଜିଲ୍ଲାପାଳ

ସୂରଜ ପଟ୍ଟନାୟକ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ )   ଶ୍ରୀ ଅଭିମନ୍ୟୁ ମାଝୀ , ସଦର ଉପଜିଲ୍ଲାପାଳ ଶ୍ରୀମତୀ ତେଜସ୍ୱିନୀ ବେହେରା, ଡେପୁଟି କଲେକ୍ଟର ( ନିର୍ବାଚନ) ସୁଶ୍ରୀ ପ୍ରଧାନ ଏବଂ ଅନ୍ୟାନ୍ୟ ଅଧିକାରୀ ମାନେ ଉପସ୍ଥିତ ରହିଥିଲେ। ଏହି ଅବସରରେ ଭାରତୀୟ ଜନତା ପାର୍ଟି ରୁ ଶ୍ରୀମତୀ କୁସୁମ ଟେଟେ , ଶ୍ରୀ ଭେଷଜ ରଥ, ଶ୍ରୀ କୁଲଦୀପ ସିଂ, ଶ୍ରୀ ସୁରେନ୍ଦ୍ର ଦେହୁରୀ,  ବିଜୁ ଜନତା ଦଳରୁ ଶ୍ରୀ ଜୟ ନାରାୟଣ ତ୍ରିପାଠୀ ଏବଂ ଶ୍ରୀ ଅମୀୟ କୁମାର ପ୍ରଧାନ ଏବଂ କଂଗ୍ରେସ ପକ୍ଷରୁ ଶ୍ରୀ ଅଜିତ ପ୍ରସାଦ ଓ ଶ୍ରୀ ପର୍ଶୁରାମ ସରାଫ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like