-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

ସମ୍ବଲପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟର ଅଗ୍ରଗତି ନେଇ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ସମୀକ୍ଷା ବୈଠକ

22-Jul-2026



 

ସମ୍ବଲପୁର:(ସଂଜୀବ ପାଣିଗ୍ରାହୀ )

 

ନିର୍ବାଚନୀ ତାଲିକା ପର୍ଯ୍ୟବେକ୍ଷକ ତଥା ଓଡ଼ିଶା ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସଚିବ ଡଃ ବିଜୟ କେତନ ଉପାଧ୍ୟାୟ(ଭା.ପ୍ର.ସେ) ଆଜି ସମ୍ବଲପୁରରେ ରାଜନୈତିକ ଦଳର ପ୍ରତିନିଧିମାନଙ୍କ ସହ ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision–SIR) କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ଏକ ସମୀକ୍ଷା ବୈଠକ କରିଥିଲେ।

 

ବୈଠକରେ ମତଦାନ କେନ୍ଦ୍ରର ଯୁକ୍ତିସଙ୍ଗତୀକରଣ (Rationalisation) ପୂର୍ବରୁ ଥିବା ସମୁଦାୟ ବୁଥ୍ ସଂଖ୍ୟା, ନବଗଠିତ ମତଦାନ କେନ୍ଦ୍ର, ଖସଡ଼ା ନିର୍ବାଚନୀ ତାଲିକା ପ୍ରସ୍ତୁତି, ନୋଟିସ୍ ଜାରି, ଶୁଣାଣି ପ୍ରକ୍ରିୟା, ଚୂଡ଼ାନ୍ତ ଭୋଟର ତାଲିକାରେ ଯୋଗ୍ୟ ମତଦାତାଙ୍କ ସାମିଲ, ଏବଂ କାର୍ଯ୍ୟାନ୍ୱୟନ ସମୟରେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟା ଓ ଆହ୍ୱାନ ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଥିଲା।

 

ବୈଠକରେ ସୂଚନା ଦିଆଯାଇଥିଲା ଯେ ସମ୍ବଲପୁର ଜିଲ୍ଲାରେ ନୋଟିସ୍ ଜେନେରେସନ ପ୍ରକ୍ରିୟା ସମ୍ପୂର୍ଣ୍ଣ ହୋଇଥିବାବେଳେ, ନୋଟିସ୍ distribution ପ୍ରକିୟା ଚାଲୁଅଛି ଏବଂ simultaneously ଶୁଣାଣି କାର୍ଯ୍ୟ ମଧ୍ୟ ଚାଲିଛି। ନିର୍ଦ୍ଧାରିତ ପ୍ରକ୍ରିୟା ଅନୁଯାୟୀ ଯଦି କୌଣସି ଅସଙ୍ଗତି କିମ୍ବା ତ୍ରୁଟି ପରିଲକ୍ଷିତ ହୁଏ, ତେବେ ସମ୍ପୃକ୍ତ ନାଗରିକମାନେ ଭାରତ ନିର୍ବାଚନ ଆୟୋଗଙ୍କ ଦ୍ୱାରା ଅନୁମୋଦିତ ୧୩ଟି ଦସ୍ତାବିଜ ମଧ୍ୟରୁ ଯେକୌଣସି ଗୋଟିଏ ଉପସ୍ଥାପନ କରି ଶୁଣାଣିରେ ନିଜ ଦାବି ଉପସ୍ଥାପନ କରିପାରିବେ।

 

ଡଃ ଉପାଧ୍ୟାୟ ନିର୍ବାଚନୀ ତାଲିକା ପ୍ରସ୍ତୁତି ପ୍ରକ୍ରିୟାକୁ ସ୍ୱଚ୍ଛ, ନିର୍ଭୁଲ ଓ ଅନ୍ତର୍ଭୁକ୍ତିମୂଳକ କରିବା ଦିଗରେ ସମସ୍ତ ରାଜନୈତିକ ଦଳର ସକ୍ରିୟ ସହଯୋଗ କାମନା କରିଥିଲେ। ସେ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶାବଳୀର କଡ଼ାକଡ଼ି ପାଳନ ସହ ସମସ୍ତ ଯୋଗ୍ୟ ମତଦାତାଙ୍କୁ ଚୂଡ଼ାନ୍ତ ନିର୍ବାଚନୀ ତାଲିକାରେ ସାମିଲ କରିବାକୁ ଗୁରୁତ୍ୱାରୋପ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like