-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

*ଜିଲ୍ଲା ପି ସି ପିଏନଡିଟି ଉପଦେଷ୍ଟା କମିଟି ବୈଠକ ଅନୁଷ୍ଠିତ - ଭ୍ରୁଣ ହତ୍ୟା ରୋକିବାକୁ ବ୍ୟାପକ ସଚେତନତା ଜରୁରୀ - ଏ ଡି ଏମ୍*

22-Jul-2026



(ମନୋରଞ୍ଜନ ତ୍ରିପାଠୀ )
ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲା ସ୍ତରୀୟ ପି ସି ପିଏନଡିଟି (PCPNDT) ଉପଦେଷ୍ଟା କମିଟି ବୈଠକ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ରାଜେନ୍ଦ୍ର ମାଝୀ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଶ୍ରୀ ମାଝୀ କନ୍ୟା ଭ୍ରୂଣ ହତ୍ୟାକୁ ରୋକିବା ପାଇଁ ସମସ୍ତ ସଭ୍ୟ ସଭ୍ୟାମାନଙ୍କ ସହଯୋଗ ଓ ସକ୍ରିୟ ଅଂଶଗ୍ରହଣ ପାଇଁ ଆହ୍ୱାନ କରିଥିଲେ। ଏଥିପାଇଁ ପ୍ରଶାସନିକ ତତ୍ପରତା ସହିତ ବ୍ୟାପକ ଜନସଚେତନତାର ଆବଶ୍ୟକତା ରହିଛି ବୋଲି ସେ ସୂଚାଇଥିଲେ।

ଜିଲ୍ଲାରେ ବର୍ତ୍ତମାନ ମୋଟ ୧୫ଟି ଅଲ୍ଟ୍ରାସାଉଣ୍ଡ କ୍ଲିନିକ କାର୍ଯ୍ୟକ୍ଷମ ରହିଛି। ସେଥିମଧ୍ୟରୁ ୭ଟି ସରକାରୀ ଏବଂ ୮ଟି ଘରୋଇ (ବେସରକାରୀ) ଅଲ୍ଟ୍ରାସାଉଣ୍ଡ କ୍ଲିନିକ ରହିଛି।

ଓଡ଼ିଶାରେ ଜନ୍ମ ସମୟରେ ପ୍ରତି ୧୦୦୦ ପୁଅ ଶିଶୁରେ ୯୨୩ ଝିଅ ଶିଶୁ ଜନ୍ମ ହେଉଥିବା ବେଳେ ସୁବର୍ଣ୍ଣପୁର ଜିଲ୍ଲାରେ ଏହା ୮୯୬ ରହିଛି। ବିଶେଷକରି ଉଲୁଣ୍ଡା ବ୍ଲକରେ ପ୍ରତି ୧୦୦୦ ପୁଅ ଶିଶୁରେ ୮୬୮ ଝିଅ ଶିଶୁ ଏବଂ ତରଭା ବ୍ଲକରେ ପ୍ରତି ୧୦୦୦ ପୁଅ ଶିଶୁରେ ମାତ୍ର ୭୪୪ ଝିଅ ଶିଶୁ ରହିଥିବାରୁ ୨୦୨୫–୨୬ ବର୍ଷ ପାଇଁ ଏହି ଦୁଇଟି ବ୍ଲକର ପ୍ରଦର୍ଶନ ଅତ୍ୟନ୍ତ ଚିନ୍ତାଜନକ ବୋଲି ବୈଠକରେ ଆଲୋଚନା କରାଯାଇଥିଲା। ଆଗାମୀ ଦିନରେ ଏହି ବ୍ଲକଗୁଡ଼ିକରେ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ଏବଂ ନିବିଡ଼ ତଦାରଖ କରାଯିବ ବୋଲି ନିଷ୍ପତ୍ତି ଗ୍ରହଣ କରାଯାଇଥିଲା।

ଏହା ସହିତ, କନ୍ୟା ଭ୍ରୂଣ ହତ୍ୟା ସମ୍ପର୍କିତ କୌଣସି ସୂଚନା ଜଣେ ସାଧାରଣ ବ୍ୟକ୍ତି ପ୍ରଦାନ କଲେ ତାଙ୍କୁ ୨୫,୦୦୦ ଟଙ୍କା ପୁରସ୍କାର ପ୍ରଦାନ କରାଯିବା ସହିତ ତାଙ୍କର ପରିଚୟ ଓ ସମସ୍ତ ତଥ୍ୟ ସମ୍ପୂର୍ଣ୍ଣ ଗୋପନ ରଖାଯିବ ବୋଲି ସୂଚନା ଦିଆଯାଇଥିଲା।

ଉକ୍ତ ବୈଠକରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ା. ଉଷାରାଣୀ ଦାସ, ବୀରମହାରାଜପୁର ଉପଜିଲ୍ଲାପାଳ ସୁରେନ୍ଦ୍ର ମେହେର, ଅତିରିକ୍ତ ଜନସ୍ୱାସ୍ଥ୍ୟ ଅଧିକାରୀ (ପରିବାର କଲ୍ୟାଣ) ଡ଼ା. ପ୍ରକାଶ ଦଣ୍ଡସେନା, ଡ଼ା. ଦୈତ୍ୟ ନାରାୟଣ ପାଢ଼ୀ (ପୂର୍ବତନ ଅତିରିକ୍ତ ଜନସ୍ୱାସ୍ଥ୍ୟ ଅଧିକାରୀ), ରୂପକ କୁମାର ମହାପାତ୍ର (ଜିଲ୍ଲା କାର୍ଯ୍ୟକ୍ରମ ପରିଚାଳକ), ଡ୍ରଗ ଇନ୍ସ୍ପେକଟର ଟିକେଶ୍ୱରୀ ଭୋଇ, ସ୍ବେଛାସେବୀ ମନୋରଞ୍ଜନ ତ୍ରିପାଠୀ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ (DSWO) ବୀଣାପାଣି ମିଶ୍ର, ପ୍ରସୂତି ବିଶେଷଜ୍ଞ ବିନିକା ସତ୍ୟନାରାୟଣ ପାଣିଗ୍ରାହୀ ଏବଂ ଉଲୁଣ୍ଡା ମେଡିକାଲ ଅଧିକାରୀ, ଡ଼ ମୁକେଶ କୁମାର ମେହେର ପ୍ରମୁଖ ଉପସ୍ଥିତ ଥିଲେ। ଶୋଭନା ଦାଶ ବୈଠକର କାର୍ଯ୍ୟବିବରଣୀ ଉପସ୍ଥାପନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like